Latest Odisha News

BREAKING NEWS

Browsing Category

ଓଡିଶା

Odisha

ସତ୍ୟାନନ୍ଦର ସାଙ୍ଘାତିକ ପ୍ରେମ, ଅଳ୍ପକେ ବର୍ତ୍ତିଲା ଲିପି !

ଢେଙ୍କାନାଳ: ମାରାତ୍ମକ ପ୍ରେମ କାହାଣୀ । ସତ୍ୟାନନ୍ଦର ମିଛ ପ୍ରେମ କାହାଣୀରେ ଫସିଥିବା ଏକ ନୀରିହ ଜୀବନ ଅଲ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତିଯାଇଛି । ଏହି ଦୁଇ ଧାଡି ଆପଣଙ୍କୁ ବୋଧ ହୁଏ ଅବୁଝା ଲାଗୁଥିବ । ହେଲେ ସତ୍ୟାନନ୍ଦ ଭଳି ଲୋକଙ୍କ ପ୍ରେମ କାହାଣୀ ଆଜି ପ୍ରେମ ଭଳି ଶବ୍ଦକୁ ବଦନାମ କରିବାକୁ…

ଓୟୁଏଟିର ପୂର୍ବତନ ଡିନ୍ ଜଗନ ମୋହନ ଶତପଥୀଙ୍କ ପରଲୋକ

ଭୁବନେଶ୍ବର : ଓୟୁଏଟିର ପୂର୍ବତନ ଡିନ୍ ଡକ୍ଟର ଜଗନ ମୋହନ ଶତପଥୀଙ୍କ ପରଲୋକ । ସୂର୍ଯ୍ୟନଗର ସ୍ଥିତ ବାସଭବନରେ ତାଙ୍କର ଆଜି ବିୟୋଗ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିବା ବେଳେ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ । ସେ ଜଣେ ସଚ୍ଚୋଟ ବ୍ୟକ୍ତି ଥିଲେ । ଏହାସହ…

ରକ୍ତ ରଞ୍ଜିତ ହେଲା ରାଜଧାନୀ, ଯୁବକଙ୍କୁ ନିର୍ମମ ହତ୍ୟା

ଭୁବନେଶ୍ବର : ରକ୍ତ ରଞ୍ଜିତ ହେଲା ରାଜଧାନୀ । ଯୁବକଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରାଯାଇଛି । ଶିଶୁଭବନ ଛକରୁ ରାଜମହଲ ଯିବା ରାସ୍ତାରେ ଏଭଳି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି । ଘଟଣାରେ ଜଣଙ୍କୁ ଅଟକ ରଖିଛି କ୍ୟାପିଟାଲ ଥାନା ପୋଲିସ । ଏଥିସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ…

କଟକ କଲେଜ ଛକରେ ଥିବା ଏକ ହୋଟେଲରେ ସେକ୍ସ କାରବାର

କଟକ : କଟକରୁ ସେକ୍ସ ରାକେଟ ଠାବ । କଲେଜ ଛକରେ ଥିବା ଏକ ହୋଟେଲରୁ ଏହି ସେକ୍ସ ରାକେଟ ଠାବ ହୋଇଛି । ପୋଲିସ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରିଛି । ସେକ୍ସ ରାକେଟ କାରବାର ଘଟଣାରେ ହୋଟେଲ ମ୍ୟାନେଜର, କିଙ୍ଗ ପିନ୍, ଜଣେ ପୁରୁଷ ଓ ଜଣେ ଦେହଜୀବୀଙ୍କୁ ଅଟକ ରଖିଛି ପୋଲିସ । କଲେଜ ଛକରେ…

ଝିଅ ଓ ସ୍ତ୍ରୀକୁ ହାଣିବା ପରେ ବାପାର ଆତ୍ମହତ୍ୟା

କୁଚିଣ୍ଡା : ସୈତାନ ସାଜିଲା ବାପା । ଜନ୍ମ କଲା ବାପା ଘଟାଇଛି ନାରକୀୟ କାଣ୍ଡ । ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଯୌତୁକବାହାଲ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୋଟିଏ ଝିଅକୁ ହାଣି ମାରି ମାରିବା ପରେ ଆଉ ତିନି ଜଣଙ୍କୁ କଟୁରୀରେ ହାଣି ଗୁରୁତର କରିଛି । ତେବେ ଘଟଣା…

କଟକରୁ ନକଲି କରୋନା ଔଷଧ ଜବତ ଘଟଣା, ସ୍ବାସ୍ଥ୍ୟ ବିଭାଗର ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ବର : କଟକରୁ ନକଲି କରୋନା ଔଷଧ ଜବତ ପରେ ତତ୍ପର ହୋଇଛି ସ୍ବାସ୍ଥ୍ୟ ବିଭାଗ । ନକଲି ଔଷଧ ଜବତ ପରେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛି ଦେଇଛି ସ୍ବାସ୍ଥ୍ୟ ବିଭାଗ । ଔଷଧ ନିଗମ ଓ ପୋଲିସ ମିଳିତ ଭାବେ ଅନୁସନ୍ଧାନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ମେଡିସିନ ହୋଲସେଲରୁ…

ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର : ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଷଷ୍ଠ ମାମଲାରେ ଜାମିନ ମିଳିବା ପରେ ଆଜି ଝାରପଡ଼ା ଜେଲରୁ ମୁକୁଳିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଷଷ୍ଠ ମାମଲାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ…

ଅକ୍ସିଜେନ୍ ସିଲିଣ୍ଡର ବେଝେଇ ଗାଡିରେ ଗଂଜେଇ ଚାଲାଣ, ୨ ଗିରଫ

ଜୟପୁର: କରୋନା ମହାମାରୀ ଆଳରେ ଅଭିନବ ଉପାୟରେ ଗଂଜେଇ ଚାଲାଣ । ଅକ୍ସିଜେନ୍ ସିଲିଣ୍ଡର ବୋଝେଇ ଗାଡିରେ ହେଉଥିଲା ଗଂଜେଇ ଚୋରା ଚାଲାଣ । ଅନ୍ୟ କେଉଁ ରାଜ୍ୟ ନୁହେଁ ବରଂ ଓଡିଶାରେ ସାମ୍ନାକୁ ଆସିଛି ଗଂଜେଇ ବେପାରୀଙ୍କ ଏପରି ଅଭିନବ ଅପରାଧିକ କାରନାମା । ଆଜି କୋରାପୁଟ ଜିଲ୍ଲା ଜୟପୁରରେ ସଦର…

ମିଳିଲା ଅପହୃତ ଟ୍ରକ୍‌, ଉଦ୍ଧାର ହେଲେ ଡ୍ରାଇଭର ଓ ହେଲ୍ପର୍‌

ଢେଙ୍କାନାଳ: ପରଜଙ୍ଗ ଥାନା ଅନ୍ତର୍ଗତ ଜଟିଆ ଗାଁରୁ ଟ୍ରକ ଲୁଟ୍ ମାମଲାରେ ପୋଲିସକୁ ମିଳିଲା ସଫଳତା । ଟ୍ରକକୁ ପୋଲିସ ଠାବ କରିବାରେ ସଫଳ ହୋଇଛି । ଅନ୍ୟପଟେ ଆହତ ଟ୍ରକର ଡ୍ରାଇଭର ଓ ହେଲ୍ପରକୁ ମଧ୍ୟ ଉଦ୍ଧାର କରାଯାଇଛି । ଗତକାଲି ଜଟିଆ ଗାଁ ବ୍ରାହ୍ମଣୀ ନଦୀ ପୋଲ ନିକଟରୁ ବିଳମ୍ବିତ ରାତିରେ…

ବିନା ଭକ୍ତରେ ସ୍ନାନ ଯାତ୍ରା

ପୁରୀ : ବିନା ଭକ୍ତରେ ସ୍ନାନ ଯାତ୍ରା । ଚଳିତମାସ ୨୪ ତାରିଖରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ସ୍ନାନଯାତ୍ରା । କରୋନା କଟକଣା ଭିତରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ଅନୁଷ୍ଠିତ ହେବ ଦାରୁ ବ୍ରହ୍ମଙ୍କ ସ୍ନାନଯାତ୍ରା । ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ…