Latest Odisha News

BREAKING NEWS

Browsing Category

ଓଡିଶା

Odisha

ସଟର ପକାଇ କିଣାବିକା, ଧରିଲା ପୁଲିସ୍

ଭୁବନେଶ୍ୱର : ବାହାରେ ବନ୍ଦ, ହେଲେ ଭିତରେ ଭିତରେ ଚାଲିଥିଲା କିଣାବିକା । କରୋନା ଯୋଗୁ ଦୋକାନ ବଜାର ବନ୍ଦ ରଖିବାକୁ କୁହାଯାଇଥିବା ବେଳେ କିଛି ଅମାନିଆ ବ୍ୟବସାୟୀ ନିୟମକୁ ବେଖାତିର କରି ଲୁଚାଛପାରେ ଦୋକାନ ଖୋଲୁଛନ୍ତି । ଏଭଳି ଏକ ଦୋକାନ ଉପରେ ଆଜି ଚଢ଼ାଉ କରିଛି ପୋଲିସ । ଭୁବନେଶ୍ୱର…

ରଥ ଯାତ୍ରା ପ୍ରସ୍ତୁତି ଜୋରଦାର

ପୁରୀ : ଆଗକୁ ଦେବସ୍ନାନ ପୁର୍ଣ୍ଣିମା ଓ ରଥଯାତ୍ରା । ଜୁଲାଇ ୧୨ରେ ରଥ ଯାତ୍ରା ଥିବା ବେଳେ ସମସ୍ତ ବ୍ୟବସ୍ଥା କରାଯିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଏସଓପି ଅନୁଯାୟୀ ଜୁନ ୧୫ ପର୍ଯ୍ୟନ୍ତ ଶ୍ରୀମନ୍ଦିର ସର୍ବସାଧାରଣଙ୍କ ଦର୍ଶନ ପାଇଁ ବନ୍ଦ ରହିଛି । ସମସ୍ତଙ୍କ ନଜର ଦେବସ୍ନାନ…

ସ୍ବୀକୃତିପ୍ରାପ୍ତ ଚାଳକ ପ୍ରଶିକ୍ଷଣ କେନ୍ଦ୍ର ପାଇଁ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟର ବିଜ୍ଞପ୍ତି

ନୂଆଦିଲ୍ଲୀ : ସ୍ବୀକୃତିପ୍ରାପ୍ତ ଚାଳକ ପ୍ରଶିକ୍ଷଣ କେନ୍ଦ୍ର ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ । ସ୍ବୀକୃତିପ୍ରାପ୍ତ ଚାଳକ ପ୍ରଶିକ୍ଷଣ କେନ୍ଦ୍ର ପାଇଁ ବାଧ୍ୟତାମୂଳକ ନିୟମ ସମ୍ପର୍କରେ ଅବଗତ କରିଛନ୍ତି ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ । ଏହି ନିୟମ…

କରୋନା ପରିଚାଳନା ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦକୁ ୨୫ କୋଟି

ଭୁବନେଶ୍ବର : କରୋନା ପରିଚାଳନା ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦକୁ ୨୫ କୋଟିର ସହାୟତା । ଏହି ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଶ୍ଚିମ ଓଡ଼ିଶାରେ ୨୫ କୋଟି ଟଙ୍କାର ପ୍ରକଳ୍ପକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ପ୍ରକଳ୍ପ ଲୋକାର୍ପିତ…

ଭୁବନେଶ୍ୱରରେ ଟିକାକରଣ ପାଇଁ ନୂଆ ନିୟମ

ଭୁବନେଶ୍ୱର: ଭୁବନେଶ୍ୱରରେ ୧୮ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ପ୍ରଥମ ଡୋଜ୍ ସକାଳ ସେସନରେ ଏବଂ ଦ୍ୱିତୀୟ ଡୋଜ ଅପରାହ୍ନ ସେସନରେ ଦିଆଯିବ। ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) କମିଶନର ସଞ୍ଜୟ ସିଂ ଶୁକ୍ରବାର ଦିନ ଗଣମାଧ୍ୟମକୁ ଏନେଇ ସୂଚନା ଦେଇଛନ୍ତି। ତାଙ୍କ…

କଟକରୁ ଲକ୍ଷାଧିକ ଟଙ୍କାର ନକଲି କରୋନା ଔଷଧ ଜବତ

କଟକ : କଟକରୁ ନକଲି କରୋନା ଔଷଧ ଠାବ । କନିକା ଛକ ନିକଟରେ ଥିବା ଏକ ମେଡ଼ିସିନ ହୋଲସେଲର ଗୋଦାମ ଉପରେ ଚଢ଼ାଉ ବେଳେ ଏହି ସବୁ ନକଲି ଔଷଧ ଜବତ କରାଯାଇଛି । ଜିଲ୍ଲା ଡ୍ରଗ୍ସ ଡିପାର୍ଟମେଣ୍ଟର ଚଢ଼ାଉ ବେଳେ ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଜବତ କରାଯାଇଛି । ଉତ୍ତରପ୍ରଦେଶର ମ୍ୟାକ୍ସ ରିଲିଫ…

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିବାକୁ ରାଜ୍ୟ ସରକାରଙ୍କ ଦାବି

ଭୁବନେଶ୍ବର : ବୃଦ୍ଧି କରାଯାଉ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ । ଏନେଇ ପୁଣି ଦାବି କରିଛନ୍ତି ରାଜ୍ୟ ସରକାର । ଏକ ସମ୍ବାଦିକ ସମ୍ମିଳନୀରେ କୃଷିମନ୍ତ୍ରୀ ଅରୁଣ ସାହୁ ଏମଏସପି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ବିଣ୍ଟାଲ ପିଛା ୨୯୩୦ ଟଙ୍କା କରିବାକୁ…

ମହଙ୍ଗା ହେବ ଏଟିଏମ୍ ମେସିନରୁ ଟଙ୍କା ଉଠାଣ, ବଢିଲା ସର୍ଭିସ୍ ଚାର୍ଜ

ନୂଆଦିଲ୍ଲୀ : ମହଙ୍ଗା ହେବ ଏଟିଏମ୍ ମେସିନରୁ ଟଙ୍କା ଉଠାଣ । ବଢିଲା ସର୍ଭିସ୍ ଚାର୍ଜ । ଏଟିଏମ୍ ମେସିନରୁ ନଗଦ ଟଙ୍କା ଉଠାଇବା କିମ୍ବା ଅଣ-କାରବାର ନେଣଦେଣ ପାଇଁ ଅଧିକ ଦେୟ ଦେବାକୁ ପଡିବ । ଭାରତୀୟ ରିଜର୍ଭ ବ୍ୟାଙ୍କରୁ ସବୁଜ ସଙ୍କେତ ପାଇବା ପରେ ବର୍ତ୍ତମାନ ବ୍ୟାଙ୍କ ଗୁଡିକ ଏଟିଏମରୁ ନଗଦ…

ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ଚାରି ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବ ବୋଲି ସୂଚନା ଦେଇଛି…

ପୁରୀ ଓ କାମାକ୍ଷା ମଧ୍ୟରେ ଚାଲିବ ଆଉ ଏକ ସ୍ବତନ୍ତ୍ର ଟ୍ରେନ୍

ଭୁବନେଶ୍ବର : ପୁରୀ ଓ କାମାକ୍ଷା ମଧ୍ୟରେ ଚାଲିବ ଆଉ ଏକ ସ୍ବତନ୍ତ୍ର ଟ୍ରେନ୍ । ପୁଣି ଏକ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି ରେଳ ମନ୍ତ୍ରଣାଳୟ । ନୂଆ ନିଷ୍ପତ୍ତି ଅନୁସାରେ, ଏଣିକି ଏହି ରୁଟରେ ଚଳାଚଳ କରିବ ସ୍ବତନ୍ତ୍ର ଟ୍ରେନ୍ । ୦୫୬୪୪/୦୫୬୪୩…