Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଉ ଏକ ମାମଲାରେ ବେଲ୍, ଜେଲରୁ ବାହାରିବା ରାସ୍ତା ପରିସ୍କାର

କଟକ: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ପୁଣି ଆଶ୍ୱସ୍ତି । ଗୋଳନ୍ଥରା ଥାନାରେ ଦାୟର ଅନ୍ୟ ଏକ ମାମଲାରେ ତାଙ୍କୁ ଆଜି ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ଓଡ଼ିଶା ହାଇକୋର୍ଟ । ପୂର୍ବରୁ କ୍ରାଇମବ୍ରାଞ୍ଚ ସମେତ ୫ଟି ମାମଲାରେ ତାଙ୍କୁ ବେଲ୍ ମଞ୍ଜୁର ହୋଇଛି । ଫଳରେ ଏବେ ପ୍ରଦୀପ…

ଭୁବନେଶ୍ୱରରେ ସ୍କୁଲ ଖେଳ ପଡ଼ିଆ ଜମି ଆଇଏଏସ ଅଫିସର୍ସ ସଂଘକୁ ଟେକି ଦେବା ନିଷ୍ପତ୍ତିରୁ ଓହରିଲେ ରାଜ୍ୟ ସରକାର

ଭୁବନେଶ୍ୱର: ଫ୍ରଣ୍ଟିୟର ମିଡିଆ ଗ୍ରୁପର ଇଂରାଜୀ ଓ୍ୱେବସାଇଟ୍ odishabytes.comର ବଡ଼ ପ୍ରଭାବ । ଭୁବନେଶ୍ୱର ୟୁନିଟ୍-୬ରେ ଥିବା ସ୍କୁଲ ଖେଳ ପଡ଼ିଆର କିଛି ଅଂଶକୁ ଆଇଏଏସ୍ ଅଫିସର୍ସ ଆସୋସିଏସନକୁ ଟେକି ଦେବା ନିଷ୍ପତ୍ତିକୁ ପ୍ରତ୍ୟାହାର କରିଛନ୍ତି ରାଜ୍ୟ ସରକାର । ସଂପୃକ୍ତ ଜାଗାରେ…

ଭୁବନେଶ୍ୱର ସ୍ୱିଗି, ଜମାଟୋ ଡେଲିଭରୀ ଏଜେଣ୍ଟଙ୍କୁ ଟିକାକରଣ

ଭୁବନେଶ୍ୱର: ରାଜଧାନୀରେ ଅନଲାଇନରେ ଖାଦ୍ୟ ଦେଉଥିବା ଏଜେଣ୍ଟଙ୍କ ପାଇଁ ସ୍ୱତନ୍ତ୍ର ଟିକାକରଣ ବ୍ୟବସ୍ଥା । ସ୍ୱିଗି ଓ ଜୋମାଟୋ ଏଜେଣ୍ଟଙ୍କୁ ଟିକା ଆଜି ଦିଆଯାଉଛି । ଏଥିପାଇଁ ଗଜପତି ନଗରରେ ଥିବା ସପ୍ତମ ବାଟାଲିୟନ୍ ହାଇସ୍କୁଲ ପରିସରରେ ସ୍ୱତନ୍ତ୍ର ସେଣ୍ଟର କରାଯାଇଛି । ଅନଲାଇନ୍ ଫୁଡ୍…

ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି ପ୍ରତିବାଦରେ ଭଦ୍ରକରେ କଂଗ୍ରେସର ଗଣଧାରଣା

ଭଦ୍ରକ: କରୋନା କାଳରେ ଖାଉଟିଙ୍କ ମହଙ୍ଗା ମାଡ଼ । ତୈଳଦର ହୁ ହୁ ହୋଇ ବଢୁଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଦାମ ବି ବଢୁଛି । ପେଟ୍ରୋଲ ଓ ଡିଜେଲ୍ ଦରବୃଦ୍ଧି ପ୍ରତିବାଦରେ ଭଦ୍ରକ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପେଟ୍ରୋଲ ପମ୍ପ ଆଗରେ ୪ ଘଣ୍ଟିଆ ଗଣଧାରଣ ଦିଆଯାଉଛି । କେନ୍ଦ୍ର ସରକାରଙ୍କ…

ଓଡ଼ିଶାରୁ ଆଜି କରୋନା ନେଲା ୪୩ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ୪୦ ତଳକୁ କମୁନି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୪୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ୧୭ ଜିଲ୍ଲାରୁ ସଂକ୍ରମିତ । ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ କରୋନା…

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ଓଡ଼ିଶାର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସହ, ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ପାଣିପାଗ…

ଓଡ଼ିଶାରୁ ଆଜି ୫୨୩୫ କରୋନା ଆକ୍ରାନ୍ତ ଚିହ୍ନଟ, ୧୨ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଶହେରୁ କମ୍

ଭୁବନେଶ୍ୱର: ଓଡ଼ିଶାରେ କରୋନାର ଦୈନିକ ସଂକ୍ରମଣ ତଳକୁ ତଳକୁ ଖସୁଛି । ଆଜି ୬ ହଜାରରୁ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ୫ହଜାର ୨୩୫ ନୂଆ ଆକ୍ରାନ୍ତ ବାହାରିଛନ୍ତି । କ୍ୱାରେଣ୍ଟାଇନରୁ ୨ହଜାର ୯୫୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨ହଜାର ୨୭୮ । ୧୨ ଜିଲ୍ଲାରେ ନୂଆ…

ପରଲୋକରେ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ

ଭୁବନେଶ୍ୱର: ଆଉ ନାହାନ୍ତି ପଦ୍ମଶ୍ରୀ ପ୍ରଫେସର ରାଧାମୋହନ । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ପରଲୋକ ନେଇ ଝିଅ ସାବରମତୀ ସୂଚନା ଦେଇଛନ୍ତି । ଅସୁସ୍ଥତା କାରଣରୁ ଗତ…

ରାଜ୍ୟର ୧୧ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ୧୧ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଗୁରୁବାର ଦିନ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି- ସୁନ୍ଦରଗଡ଼, ଯାଜପୁର, କୋରାପୁଟ, ମାଲକାନଗିରି, ସମ୍ବଲପୁର, ଜଗତସିଂହପୁର, ଅନୁଗୁଳ,…

ଟୀକା ନେଇ ଶିଶୁର ମୃତ୍ୟୁ ଅଭିଯୋଗ

ଯାଜପୁର  : ଟୀକା ନେଇ ଶିଶୁର ମୃତ୍ୟୁ ହୋଇଯାଇଥିବା ଅଭିଯୋଗ । ଏହି ଅଭିଯୋଗ ଆସିଛି ଯାଜପୁର ବିଞ୍ଝାରପୁର ଥାନା ପଂଳପୁର ଅଞ୍ଚଳରୁ । ଏକ ୨୫ ଦିନର ଶିଶୁକୁ ଟୀକା ଦିଆଯିବା ପରେ ତାର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଶିଶୁଟିକୁ ପଂଳପୁର ପ୍ରାଥମିକ ବିଦ୍ୟାଳୟରେ ଡାକ୍ତରଖାନା…