Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଶ୍ୱ ପରିବେଶ ଦିବସ; ସୋଆରେ ପ୍ରଧାନମନ୍ତ୍ରୀଙ୍କ ଲାଇଭ୍ ଷ୍ଟ୍ରିମିଂ କାର୍ଯ୍ୟକ୍ରମ

ଭୁବନେଶ୍ୱର: ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଅନେକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ (ଆଇଓସିଏଲ୍‌)ର ଓଡ଼ିଶା କାର୍ଯ୍ୟାଳୟ ପକ୍ଷରୁ ଜୁନ୍ ୫ ତାରିଖରେ ସୋଆରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ…

ରଜ ପାଇଁ ଟ୍ବିନସିଟିରେ ସ୍ପେଶାଲ ଡ୍ରାଇଭ

ଭୁବନେଶ୍ୱର: ରଜ ପାଇଁ ବଢ଼ିଲା କଟକଣା । ନିୟମ ନମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଏନେଇ ଚେତାବନୀ ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ରଜ ପାଇଁ ଆଜିଠୁ କମିଶନରେଟ ପୋଲିସର ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇଛି । ଅନ୍ୟପଟେ କଟକଣା ଉଲ୍ଲଙ୍ଘନ କରି ଦୋକାନ ଖୋଲିଲେ ସିଲ୍ କରାଯିବ…

ତିନି ରଥର ଚକ କାର୍ଯ୍ୟ ସମ୍ପୁର୍ଣ୍ଣ

ପୁରୀ: ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ତିନି ରଥର ମୋଟ ୩୯ଟି ଚକ ସମ୍ପୁର୍ଣ୍ଣ ହୋଇଛି । ବୁଧବାର ସୁଦ୍ଧା ଜନ୍ତାଗାଡ଼ରେ ୩ ଟି ଚକର ସିଙ୍ଗଡ଼ା ବାଡ଼ିଆ କାର୍ଯ୍ୟ ଶେଷ କରିଛନ୍ତି ଭୋଇ ସେବାୟତ ମାନେ । ଏଥି ସହ ତିନି ରଥର ଚାରିନାହାକାର ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ହୋଇଛି । ରଥର ଚାରି…

‘ୟାସ’ ପ୍ରଭାବିତ କୃଷକଙ୍କ ପାଇଁ ପ୍ୟାକେଜ

ଭୁବନେଶ୍ୱର : ୟାସ ପ୍ରଭାବିତ କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି । ୩୩ ପ୍ରତିଶତ ବା ତା ଠାରୁ ଅଧିକ ଫସଲ କ୍ଷତି ସହିଥିବା ଛୋଟ ଓ ନାମ ମାତ୍ର ଚାଷୀଙ୍କ ପାଇଁ ଇନପୁଟ…

ଯବାନଙ୍କୁ ଶେଷ ସଲାମ

ସଇଁତଳା :ଯବାନଙ୍କୁ ଶେଷ ସଲାମ । କାନ୍ଦୁଛି ଗାଁ , ଯବାନଙ୍କୁ ହରାଇ ଝୁରୁଛି ଭିଟାମାଟି । ବିରାଟ ଶୋଭାଯାତ୍ରାରେ ଗାଁ ପରିକ୍ରମା କରିବା ପରେ ତାଙ୍କୁ ଶ୍ରଦ୍ଧାଂଜଳି ଦିଆଯାଇଛି । ଶେଷରେ ଗାଁ ମାଟିରେ ଶେଷ କୃତ୍ୟ ସମ୍ପନ୍ନ ହୋଇଛି ଯବାନଙ୍କ । ପଞ୍ଚଭୂତରେ ବିଲୀନ ହୋଇଛନ୍ତି ଯବାନ ଥବୀର ।…

କୋଭିଡ୍ ମହାମାରୀରେ ମିଥ୍ୟା ତଥ୍ୟ ପ୍ରଘଟ, ସାମ୍ବାଦିକ ଗିରଫ

ଅନୁଗୁଳ: ପୂର୍ବରୁ ଠିକାଦାର କିମ୍ବା ବେସରକାରୀ ସଂସ୍ଥାକୁ ବଟି ମାଗି ସାମ୍ବାଦିକ ଗିରଫ ହେବା ଖବର ସାମ୍ନାକୁ ଆସିଥିଲା । କିଛି ହାତଗଣତି ଲୋକଙ୍କ ପାଇଁ ସମ୍ବିଧାନର ଚତୁର୍ଥ ସ୍ତମ୍ଭ ବୋଲାଉଥିବା ଗଣମାଧ୍ୟମ ଅଳ୍ପ ବହୁତ ବଦନାମ ବି ହୋଇଥିଲା । ହେଲେ ଏବେ କୋଭିଡ୍ ମହାମାରୀ ଭଳି ସମ୍ବେଦନଶୀଳ…

ଓଡ଼ିଶା ପହଞ୍ଚିଲା ମୌସୁମୀ: ୪୮ ଘଣ୍ଟାରେ ସାରା ଓଡ଼ିଶାକୁ ଛୁଇଁବ

ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୪୮ ଘଣ୍ଟା ଭିତରେ ସାରା ଓଡ଼ିଶାରେ ସକ୍ରିୟ ହେବ । ଏନେଇ ଅନୁକୂଳ ପରିବେଶ ରହିଛି । ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏବର୍ଷ…

୪୮ ଘଣ୍ଟାରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ, ପାଞ୍ଚ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି । ନିର୍ଦ୍ଧିରିତ ଦିନଠାରୁ ଆଗକୁ ପହଞ୍ଚିପାରେ । ଆସନ୍ତା ୪୮ ଘଣ୍ଟା ଭିତରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ । ଆଜି ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବଙ୍ଗୋପ ସାଗରରେ ମୌସୁମୀ…

ଭୁବନେଶ୍ୱରରେ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଦ୍ୱିତୀୟ ଡୋଜ୍ ଟିକା ପାଇଁ ଦରକାର ନାହିଁ ସ୍ଲଟ୍ ବୁକିଂ

ଭୁବନେଶ୍ୱର: ରାଜଧାନୀରେ ୪୫ ବର୍ଷରୁ ଅଧିକ ବୟସ୍କଙ୍କ ଟିକାକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମର ସ୍ୱତନ୍ତ୍ର ବ୍ୟବସ୍ଥା । ଦ୍ୱିତୀୟ ଡୋଜ୍ ପାଇଁ ଅପେକ୍ଷା କରିଥିବା ବ୍ୟକ୍ତିଙ୍କୁ ଆଜିଠୁ ଆଉ ସ୍ଲଟ ବୁକିଂ କରିବାକୁ ପଡ଼ିବ ନାହିଁ । ସେମାନେ ସିଧାସଳଖ ସେଣ୍ଟରକୁ ଯାଇ ଦ୍ୱିତୀୟ ଡୋଜ୍ ଟିକା ନେଇ…

ଥମୁନି କରୋନା ମୃତ୍ୟୁସଂଖ୍ୟା: ଆଜି ଓଡ଼ିଶାରୁ ୪୪ ମୃତ

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ ସଂକ୍ରମଣ କମୁଛି । କିନ୍ତୁ ନିୟନ୍ତ୍ରଣକୁ ଆସୁନି ମୃତ୍ୟୁସଂଖ୍ୟା । ୪୦ ତଳକୁ ଖସୁନି । ୨୪ ଘଣ୍ଟାରେ ଆଉ ୪୪ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୭ ଜିଲ୍ଲାରୁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିର ୫ ଜଣଙ୍କର…