Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିରରେ ଭିଡ଼ ନେଇ କଟକଣା

ପୁରୀ : ସାବିତ୍ରୀ ଅମାବାସ୍ୟା ଅବସରରେ ଶ୍ରୀମନ୍ଦିରରେ ଲାଗିବ ଭିଡ଼ । ଏନେଇ ଏବେଠାରୁ କଟକଣା । ମହାପ୍ରସାଦ ନେବା ପାଇଁ ଭକ୍ତଙ୍କ ବେଶ ଭିଡ଼ ହୋଇ ଥାଏ । ତେବେ କୋଭିଡ ସମୟରେ କିଭଳି ଭକ୍ତଙ୍କ ଗହଳି କମ ରହିବ ଏବଂ ଶୃଙ୍ଖଳିତ ଭାବେ ସମସ୍ତେ ମହା ପ୍ରସାଦ ପାଇ ପାରିବେ ସେନେଇ ପ୍ରଶାସନ ପକ୍ଷରୁ…

ପୋଖରୀରେ ବୁଡି ଦୁଇ ଭଉଣୀଙ୍କର ମୃତ୍ୟୁ

ବାସୁଦେବପୁର : ବାସୁଦେବପୁର ବ୍ରଜାନନ୍ଦପୁର ଗାଁରେ ଘଟିଛି ଅଘଟଣ । ପୋଖରୀରେ ବୁଡି ଦୁଇ ଭଉଣୀଙ୍କର ମୃତ୍ୟୁ ହୋଇଛି । ଘର ନିକଟରେ ଥିବା ଏକ ପୋଖରୀରେ ଗାଧୋଇବାକୁ ଯାଇଥିବା ବେଳେ ଦୁଇ ନାବାଳିକା ବୁଡି ଯାଇଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ମେଡିକାଲକୁ ନେଇ ଯାଇଥିଲେ ହେଲେ…

ପରିବହନ ବେଳେ ୨୦ରୁ ଅଧିକ କଣ୍ଟେନରରୁ ଅକ୍ସିଜେନ୍ ଲିକ୍

କଳାହାଣ୍ଡି: ପରିବହନ ସମୟରେ କଣ୍ଟେନରରୁ ଅକ୍ସିଜେନ୍ ନିର୍ଗତ ହୋଇଛି । ରେଳ ଯୋଗେ ଅକ୍ସିଜେନ୍ ପରିବହନ କରାଯାଉଥିଲା । ତେବେ କେସିଙ୍ଗା ରେଳଷ୍ଟେସନ ନିକଟରେ ହଠାତ୍ ଅକ୍ସିଜେନ୍ କଣ୍ଟେନରରୁ ବାହାରିବାକୁ ଲାଗିଥିଲା । ଲିକ୍ ଯୋଗୁ ଦୀର୍ଘ ସମୟ ଯାଏଁ ଏହି ଅମ୍ଳଜାନ ନିର୍ଗତ ହେଉଥିଲା । ପ୍ରାୟ…

ବିରଜା ମନ୍ଦିରରେ୧୪୪ ଧାରା ଜାରି

ଯାଜପୁର : କରୋନା ଯୋଗୁ କଟକଣା । ବାହାରକୁ ବାହାରିବାରେ ମଧ୍ୟ ନିୟମ । ଆଗକୁ ରଜ ସାବିତ୍ରୀ ଥିବା ବେଳେ ଭିଡ ନକରିବାକୁ ଦିଆଯାଇଛି ପରାମର୍ଶ । ଗୁରୁବାର ସାବିତ୍ରୀ ପୂଜା ଥିବାରୁ ବଜାର ଗୁଡିକରେ କିଛି ସ୍ଥାନରେ ଭିଡ଼ ଲାଗିଛି । ସେହିଭଳି ମନ୍ଦିର ଗୁଡିକରେ ଭିଡ ଆଶଙ୍କା କରି ଏବେଠୁ କରାଯାଉଛି…

ପୋଲିସକୁ ବଡ଼ ସଫଳତା, ୬୫୩ କେଜି ଗଞ୍ଜେଇ ଜବତ

ରାୟଗଡା : ପୋଲିସକୁ ମିଳିଲା ବଡ଼ ସଫଳତା । ରାୟଗଡା ଜିଲ୍ଲା ମୁନିଗୁଡା ପୋଲିସ ହାତରେ ଧରାପଡ଼ିଲା ଗଞ୍ଜେଇ । ରାୟଗଡା ଜିଲ୍ଲା ପାଲଟିଛି ଚୋରା ଗଞ୍ଜେଇର ପେଣ୍ଠସ୍ଥଳୀ । ଦୁର୍ଗମ ଚନ୍ଦ୍ରପୁର ବ୍ଲକର କୁଟୁଡୁକୁପା ଏବଂ ମୁଚୁକିଗୁଡା ଛକରେ ଥିବା ଏକ ଘରୁ ପ୍ରାୟ ୬୫୩ କେଜି ଗଞ୍ଜେଇ ବିକ୍ରି ହେବାକୁ…

ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥାକୁ ବିରୋଧ

ସୁବର୍ଣ୍ଣପୁର : ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥାକୁ ବିରୋଧ । ଖୁବ୍ ଶୀଘ୍ର ସମାଧାନ ଦାବି କରି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଳା କଂଗ୍ରେସ ପକ୍ଷରୁ ଚାଷୀ ମାନଙ୍କ ସମସ୍ୟା ସୁଧାରିବା ପାଇଁ ଜିଲ୍ଲାପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି । ସେଥିରେ ଚାଷୀଙ୍କ…

ବିଦେଶରୁ ଓଡ଼ିଶା ଆସିବ ECMO ମେସିନ୍, ଟେଣ୍ଡର ସରିଛି

ଭୁବନେଶ୍ୱର: କରୋନା ସଂକ୍ରମିତ ଗୁରୁତର ରୋଗୀଙ୍କୁ ଚିକିତ୍ସା ପାଇଁ ଆବଶ୍ୟକ ପଡୁଛି ECMO ମେସିନ୍ । ଏବେ ରାଜ୍ୟରେ ଏହି ମେସିନର ଅଭାବ ରହିଥିବାରୁ ଗୁରୁତର ରୋଗୀ ବାହାର ରାଜ୍ୟକୁ ଅଧିକ ଚିକିତ୍ସା ପାଇଁ ଯାଉଛନ୍ତି । ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି, ଭାରତରେ ECMO ଉତ୍ପାଦନ ହେଉ…

ରାଜଧାନୀରେ ହୋଟେଲ ଏବଂ ରେସ୍ତୋରାଁ କର୍ମଚାରୀଙ୍କୁ ଆଜିଠୁ ଦିଆଯିବ ଟିକା

ଭୁବନେଶ୍ୱର: ଆଜିଠୁ ରାଜଧାନୀ ଭୁବନେଶ୍ବରରେ ହୋଟେଲ ଏବଂ ରେସ୍ତୋରାଁ କର୍ମଚାରୀଙ୍କୁ ଦିଆଯିବ କରୋନା ଟିକା। ବୁଧବାରଠାରୁ ହୋଟେଲ ଏବଂ ରେସ୍ତୋରାଁ କର୍ମଚାରୀଙ୍କୁ ଟିକା ଦିଆଯିବ ବୋଲି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ସୂଚନା ଦେଇଛନ୍ତି। ଏ ନେଇ ରାଜ୍ୟ ହୋଟେଲ ଏବଂ…

ଓଡ଼ିଶାର ୮ ଜିଲ୍ଲା ଖୁବଶୀଘ୍ର ହୋଇପାରେ ଅନଲକ୍, ଜାଣନ୍ତୁ କେଉଁ ଜିଲ୍ଲାରୁ ପ୍ରଥମେ ଖୋଲିବ ତାଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମୁଛି । ଖସୁଛି ପିଜିଟିଭିଟି ରେଡ୍ । ଆଜି ରାଜ୍ୟରେ ପଜିଟିଭ୍ ହାର ୮.୭୫ ପ୍ରତିଶତ ରହିଛି । ଆଗକୁ ଆହୁରି ଖସିବ । ବର୍ତ୍ତମାନ ୧୨ଟି ଜିଲ୍ଲାରେ ପଜିଟିଭିଟି ୫ ପ୍ରତିଶତରୁ କମ୍ ରହିଛି । ସେଥିରୁ ୮ ଜିଲ୍ଲାରେ ଖୁବଶୀଘ୍ର ଅନଲକ୍ ହୋଇପାରେ । କାରଣ ସେସବୁ…

ଦୁର୍ଘଟଣା ନେଲା ଦମ୍ପତିଙ୍କ ଜୀବନ, ୩ ଜଣ ଗୁରୁତର

ବୌଦ୍ଧ: ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛରେ ପିଟି ହେଲା କାର୍ । ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ ହୋଇଛନ୍ତି । ଗୁରୁତର ହୋଇଛନ୍ତି ଆଉ ୩ ଜଣ । ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଚାରିଛକରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ସ୍ୱାମୀ-ସ୍ତ୍ରୀ…