Latest Odisha News

BREAKING NEWS

Browsing Category

ଓଡିଶା

Odisha

ଝାର

ଆମେ ଯାହାକୁ ନଈ ବୋଲି କହୁଥିଲୁ ପ୍ରକୃତରେ ସେଇଟି ଗୋଟେ ଯୋର ହିଁ ଥିଲା । ମହାନଦୀରୁ ବାହାରି ଆମ ଗାଁ ଦେଇ ଆଗକୁ ଅଳ୍ପ ବାଟ ଯାଇ ସରିଯାଇଥିଲା । ମହାନଦୀର ସମୁଦ୍ର ମୁହାଣ ବେଶୀ ବାଟ ନଥିଲା, ତେଣୁ ଆମ ଯୋରରେ ଦିନକୁ ଦିଇ ଥର ଜୁଆର ନିଶ୍ଚୟ ଆସୁଥିଲା । ଅମାବାସ୍ୟା ଓ ପୂର୍ଣ୍ଣିମାରେ ଯୋରର ପାଣି…

ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ କରୋନା; ହସ୍ପିଟାଲ୍‌ରେ ଭର୍ତ୍ତି

ଭୁବନେଶ୍ୱର: କଂଗ୍ରେସ ବିଧାୟକ ତାରା ବାହିନୀପତି କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାପରେ ତାଙ୍କୁ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଏ ନେଇ ତାରା ବାହିନୀପତିଙ୍କ ପତ୍ନୀ ମୀନାକ୍ଷୀ ବାହିନୀପତି ରବିବାର ସ୍ପଷ୍ଟ କରିଛନ୍ତି। ତାରା ବାହିନୀପତିଙ୍କଠାରେ…

ଯୁକ୍ତ ୨ ମୂଲ୍ୟାୟନ ପାଇଁ ଗଠନ ହେଲା କମିଟି

ଭୁବନେଶ୍ବର : ଯୁକ୍ତ ୨ ମୂଲ୍ୟାୟନ ପାଇଁ ଗଠନ ହେଲା ବିଶେଷଜ୍ଞ କମିଟି । ସିଏସଏସଇ ପକ୍ଷରୁ ୧୪ ଜଣିଆ କମିଟି ଗଠନ ହୋଇଛି । ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପାଇଁ ଏହି ବିଶେଷଜ୍ଞ କମିଟି ଗଠନ ହୋଇଛି । ଏହି କମିଟିରେ ସ୍ଥାନ ପାଇଛନ୍ତି ବିଶିଷ୍ଟ ଶିକ୍ଷାବିତ୍ । ୧୦ ଦିନ ଭିତରେ ମୂଲ୍ୟାୟନ…

କରୋନା କବଳରୁ ସୁସ୍ଥ ହୋଇ ଫେରିଲେ ଆଉ ୭୬୧୬ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତିରେ ଆସୁଛି ସୁଧାର । ଧିରେ ଧିରେ ସଂକ୍ରମଣ ହ୍ରାସ ପାଉଥିବା ବେଳେ, ବଢ଼ି ଚାଲିଛି ସୁସ୍ଥତା ସଂଖ୍ୟା । ଏହି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ୭ ହଜାର ୬୧୬ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ…

ଝିଅ ଦେଖି ଫେରିବା ବେଳେ ମାଡିଗଲା ହାଇଓ୍ବା, ଚାଲିଗଲା ୩ ଜଣଙ୍କ ଜୀବନ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅରିଗାଁରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱା ଧକ୍କାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତକ ହେଲେ ଭେଡେନ ଥାନା ବାଏପୁର ଗାଁର ଗୌର ମାଝୀ, ଗୋବିନ୍ଦ ବଗର୍ତ୍ତି, ଜନାର୍ଦ୍ଦନ ବାରିକ ।…

ଭୁବନେଶ୍ବରରେ ଆକ୍ରାନ୍ତ ଅପେକ୍ଷା ସୁସ୍ଥ ହେଉଛନ୍ତି ଅଧିକ

ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ମହାମାରୀ । ପୂର୍ବ ଅପେକ୍ଷା ଏବେ କମିବାରେ ଲାଗିଛି ସଂକ୍ରମଣ ସଂଖ୍ୟା । ତେବେ ହଟସ୍ପଟ ପାଲଟିଥିବା ଭୁବନେଶ୍ବର ପାଇଁ ଆଶ୍ବସ୍ତି ଆଣିଦେଇଛି କରୋନା । ଏବେ ରାଜଧାନୀ ଭୁବନେଶ୍ବରରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଏହି କ୍ରମରେ ଆଜି…

ସୁନ୍ଦରଗଡ଼ ଜିଲ୍ଲାରେ ଗଡ଼ିଲା କରୋନା ସଚେତନତା ରଥ

ସୁନ୍ଦରଗଡ଼ : ମହାମାରୀ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ପାଇଁ ସୁନ୍ଦରଗଡ଼ ଜିଲ୍ଲାରେ ଗଡ଼ିଲା ସଚେତନତା ରଥ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏହି ସଚେତନତା ରଥକୁ ଶୁଭାରମ୍ଭ କରିଛନ୍ତି ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଶ୍ବଜିତ ମହାପାତ୍ର । ଏହି ରଥ ସାରା ଜିଲ୍ଲା ବୁଲି…

ନିଶା କାରବାରର ଏନ୍ତୁୁଡିଶାଳ ପାଲଟିଛି ଭଦ୍ରକ, ମଦ ଜବତ ୭ ଗିରଫ

ଭଦ୍ରକ: କେତେବେଳେ ବ୍ରାଉନ୍ ସୁଗାର ତ ପୁଣି କେତେବେଳେ ଆସ୍କା ଫୋର୍ଟି କିମ୍ବା ଅନ୍ୟ ନିଶା କାରବାର ପାଇଁ ଚର୍ଚ୍ଚା ମୁଣ୍ଡାଇଛି ଭଦ୍ରକ ଜିଲ୍ଲା । ଏବେ ପୁଣିଥରେ ଦେଶୀ ଓ ବିଦେଶୀ ମଦ ଜବତ ହେବା ପରେ ୭ଜଣଙ୍କ ଗିରଫଦାରୀ ଘଟଣା ଚର୍ଚ୍ଚାରେ ରହିଛି । ରିପୋର୍ଟ ଅନୁଯାୟୀ ୧୬ ନମ୍ବର ଜାତୀୟ…

ରାଜଧାନୀରେ କରୋନା ରୋଗୀଙ୍କ ଘରେ ଅକ୍ସିଜେନ ପହଞ୍ଚାଇବ ବିଏମ୍‌ସି

ଭୁବନେଶ୍ୱର: ଏଣିକି ରାଜଧାନୀ ଭୁବନେଶ୍ବରରେ କରୋନା ରୋଗୀଙ୍କ ଘରେ ପହଞ୍ଚିବ ଅକ୍ସିଜେନ୍‌ କନ୍‌ସେନ୍‌ଟ୍ରେଟର। ଘରେ ଥାଇ ବି ରୋଗୀ ପାଇପାରିବେ ଚିକିତ୍ସା ସୁବିଧା। ସୋମବାରଠାରୁ ବିଏମ୍‌ସି ଏହି ପ୍ରକ୍ରିୟା ଆରମ୍ଭ କରିବ। କରୋନା ରୋଗୀଙ୍କ ଘରେ ପହଞ୍ଚାଇବ ଅକ୍ସିଜେନ୍‌। ଏ ନେଇ ଆଜି…

କଟକରେ ଗଡିଲା ସଚେତନ ରଥ

କଟକ: କରୋନାକୁ ନେଇ ସଚେତନ କରିବ ସଚେତନ ରଥ । ଏଥିପାଇଁ କଟକ ଜିଲ୍ଲା ପ୍ରଶାସନ ସଚେତନ ରଥର ଶୁଭାରମ୍ଭ କରିଛି । ଯହାକୁ ପତାକା ଦେଖାଇ ଉଦଘାଟନ କରିଥିଲେ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ । କରୋନାର ଦ୍ୱିତୀୟ ଲହରରେ ଧନ୍ଦି ହୋଇଥିଲା କଟକ ସହର । ଅମାନିଆଙ୍କ ପାଇଁ ବଢିଚାଲିଥିଲା ସଂକ୍ରମଣ…