Latest Odisha News

BREAKING NEWS

Browsing Category

ଓଡିଶା

Odisha

ଇଣ୍ଟରନେଟ୍‌ ସେନ୍ସେସନ୍‌ ପାଲଟିଛନ୍ତି ଯାଜପୁରର ମୋନାଲିସା; ୟୁଟ୍ୟୁବ୍‌ରୁ ମାସକୁ ରୋଜଗାର ୧.୫ ଲକ୍ଷ

ଯାଜପୁର: ଆଜିର ମହିଳା କୌଣସି ଗୁଣରେ ପୁରୁଷଠୁ କମ୍‌ ନୁହନ୍ତି। ପୁରୁଷ ସହ କାନ୍ଧରେ କାନ୍ଧ ମିଶାଇ ସମନ୍ବୟ ଭାବେ ଅଗ୍ରସର ହେଉଛନ୍ତି ଆଜିର ନାରୀ। ଓଡ଼ିଶା ଯାଜପୁର ଜିଲ୍ଲାର ଜଣେ ସାଧାରଣ ଗୃହିଣୀ ନିଜ ଉଦ୍ୟମ ଏବଂ ଉତ୍ସାହ ବଳରେ ୟୁଟ୍ୟୁବ୍‌ ମାଧ୍ୟମରେ ଆଜି ସମଗ୍ର ବିଶ୍ବର ୭୬ କୋଟି ଦର୍ଶକଙ୍କ…

୨ କୋଟି ଟଙ୍କାର ବ୍ରାଉନସୁଗର ଜବତ, ୩ ବେପାରୀ ଗିରଫ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ କମୁନି ବ୍ରାଉନସୁଗର କାରବାର । ଲକଡାଉନ୍ ରାତିରେ ଧଳା ଜହର ବେପାର । ଗ୍ରାହକ ବେଶରେ ଯାଇ ଅଚାନକ ଚଢ଼ାଉ କଲା କ୍ରାମଇମବ୍ରାଞ୍ଚ ଏସଟିଏସ୍ । ଜଳେଶ୍ୱରରୁ ୨ କିଲୋରୁ ଅଧିକ ଓଜନର ବ୍ରାଉନସୁଗର ଜବତ ହୋଇଛି । ଏହି ଘଟଣାରେ ୩ ଜଣ ବେପାରୀଙ୍କୁ ଗିରଫ କରିଛି ଏସଟିଏଫ୍…

ଆଜି ଓଡ଼ିଶାରୁ କରୋନା ନେଲା ୩୨ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ଗତକାଲି ଅପେକ୍ଷା ଆଜି ରାଜ୍ୟରେ ସାମାନ୍ୟ କମିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୩୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୧୮ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ଜୀବନ ନେଇଛି କରୋନା ।…

ଓଡ଼ିଶାରେ ଖସୁଛି କରୋନା ଟ୍ରେଣ୍ଡ: ୨୪ ଘଣ୍ଟାରେ ୭୭୨୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟ ୮ହଜାର ତଳକୁ ଖସିଲା କରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭ହଜାର ୭୨୯ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୪ହଜାର ୩୩୧ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୩୯୮ । ବିଭିନ୍ନ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଖସିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୦୬୨…

ଭୁବନେଶ୍ୱରରେ ‘କୋଭାକ୍ସିନ’ ଟିକାର ଅଭାବ ରହିଛି, ମାନିଲା ବିଏମସି

ଭୁବନେଶ୍ୱର: ଭୁବନେଶ୍ୱରରେ ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ଦ୍ୱିତୀୟ ଡୋଜ୍ କୋଭାକ୍ସିନ ଟିକାର ଅଭାବ ରହିଛି ବୋଲି ଗୁରୁବାର ଦିନ ପ୍ରକାଶ କରିଛି ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି)। ଗଣମାଧ୍ୟମକୁ ସୂଚନା ଦେଇ ବିଏମସି କମିଶନର ସଞ୍ଜୟ କୁମାର ସିଂ କହିଛନ୍ତି ଯେ ସେମାନଙ୍କ…

ରିଲାଏନ୍ସ ଜିଓ ପକ୍ଷରୁ ଓଡ଼ିଶାରେ ଅତିରିକ୍ତ ୨୦ ମେଗାହର୍ଜ ସ୍ପେକ୍ଟ୍ରମ୍ ମୁତୟନ

ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ରାଜ୍ୟରେ ଗ୍ରାହକ ଅନୁଭୂତିକୁ ଅଧିକ ସମୃଦ୍ଧ କରିବା ଲାଗି ନିକଟରେ ସ୍ପେକ୍ଟ୍ରମ୍ ନିଲାମରେ ହାସଲ କରାଯାଇଥିବା ଅତିରିକ୍ତ ୨୦ ମେଗାହର୍ଜ ସ୍ପେକ୍ଟ୍ରମ୍‌କୁ ମୁତୟନ କରିବା କାର୍ଯ୍ୟ ସମ୍ପୂର୍ଣ୍ଣ କରାଯାଇଛି। ଭାରତ ସରକାରଙ୍କ ଦୂରସଂଚାର ବିଭାଗ ପକ୍ଷରୁ…

ଓଡ଼ିଶାରୁ ସୁସ୍ଥ ହେଲେ ୧୦ ହଜାରରୁ ଅଧିକ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୧୦ ହଜାର ୪୩୪ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। https://twitter.com/HFWOdisha/status/1400443486382346241?s=19 ଆଜିର…

ଭୁବନେଶ୍ବରରୁ ଚେନ୍ନାଇକୁ ଏୟାରଲିଫ୍ଟ ହେଲେ ଅମ୍ରିତ

ଭୁବନେଶ୍ବର : ଭୁବନେଶ୍ୱରରୁ ଚେନ୍ନାଇକୁ ଏୟାରଲିଫ୍ଟ ହେଲେ ଅମ୍ରିତ ପ୍ରଧାନ । ଏମସରେ ଚିକିତ୍ସିତ ହେଉଥିବା ଅମ୍ରିତଙ୍କୁ ଚେନ୍ନାଇ ସ୍ଥିତ ଆପୋଲୋ ହସପିଟାଲକୁ ସ୍ଥାନାନ୍ତରଣ କରାଯାଇଛି । ଇକ୍ମୋ ସଂଯୁକ୍ତ ସ୍ବତନ୍ତ୍ର ବିମାନରେ ଅମ୍ରିତଙ୍କୁ ଚେନ୍ନାଇ ନିଆଯାଇଛି । କରୋନାରେ ସଂକ୍ରମିତ ହେବା…

ମାତିଛନ୍ତି ଧଳା ଜହର ମାଫିଆ, ୩ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ : ସାରା ରାଜ୍ୟରେ ମାତିଛନ୍ତି ଧଳା ଜହର ମାଫିଆ । ବ୍ରାଉନ ସୁଗାର ଚାଲାଣ ବେଳେ କଟକରୁ ୩ ଜଣଙ୍କୁ ବାନ୍ଧିଛି ପୋଲିସ । ବ୍ରାଉନସୁଗାର ଚାଲାଣ କରୁଥିବା ବେଳେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି କଟକ ମଧୁପାଟଣା ଥାନା ପୋଲିସ । ଗିରଫ ଅଭିଯୁକ୍ତଙ୍କ ନିକଟରୁ ୧ କେଜିରୁ ଅଧିକ ବ୍ରାଉନସୁଗାର…

ବୁଲା ପ୍ରାଣୀଙ୍କ ପାଇଁ ୬୭ ଲକ୍ଷ ୫୨ ହଜାର ଟଙ୍କା ମଞ୍ଜୁର

ଭୁବନେଶ୍ୱର : ବୁଲା ପ୍ରାଣୀଙ୍କ ପାଇଁ ମଞ୍ଜୁର ହୋଇଛି ୬୭ ଲକ୍ଷ ୫୨ ହଜାର ଟଙ୍କା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତୃତୀୟ ପର୍ଯ୍ୟାୟରେ ଏହି ଟଙ୍କା ମଞ୍ଜୁର ହୋଇଛି । ଅସହାୟ ଭାବେ ବୁଲୁଥିବା ଗାଈ ଗୋରୁ ଓ କୁକୁରଙ୍କୁ ଖାଦ୍ୟ ଯୋଗାଇବାକୁ ଏହି ଟଙ୍କା ଖର୍ଚ୍ଚ ହେବ । ଭୁବନେଶ୍ବର ମହାନଗର…