Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜୁନ୍ ୨୦ ଯାଏଁ ୬ ଯୋଡା ମେମୁ ଟ୍ରେନ୍ ବାତିଲ

ଭୁବନେଶ୍ୱର: କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ଉଭୟ ଦିଗରୁ ଜୁନ୍ ୨୦ ଯାଏଁ ଟ୍ରେନ୍ ଚଳାଚଳ ବାତିଲ, ଆଂଶିକ ବାତିଲ ଏବଂ ନିର୍ଦ୍ଧିଷ୍ଟ ଦିନ ମାନଙ୍କରେ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି। ଜୁନ ୧୧ ତାରିଖ ଠାରୁ ୨୦ ତାରିଖ ମଧ୍ୟରେ ବାତିଲ ହେଉଥିବା ଟ୍ରେନ୍ ୦୧. ୦୮୪୯୩/୦୮୪୯୪…

ବାରିପଦାରେ ନକଲି ମଦ କାରଖାନା ଠାବ

ବାରିପଦା: କବାଡିଖାନା ଆଳରେ ଦୀର୍ଘ ଦିନ ହେବ ଚାଲିଥିଲା ନକଲି ବିଦେଶୀ ମଦ ପ୍ରସ୍ତୁତି କାରଖାନା। ଯାହା ଅବକାରୀ ବିଭାଗ କାର୍ଯ୍ୟାଳୟ ଠାରୁ ମାତ୍ର ଶହେ ମିଟର ଦୂରରେ ରହିଛି। ବିଶେଷସୂତ୍ରରୁ ଖବର ପାଇ ପୋଲିସ୍ ଗତକାଲି ରାତିରେ ଚଢାଉ କରିଥିଲା ବେଳେ ଜବତ ହୋଇଛି ବିପୁଳ ନକଲି ବିଦେଶୀ ମଦ।…

କୋରାପୁଟ ସାଂସଦଙ୍କୁ ମିଳିଲା କଂଗ୍ରେସର ନୂଆ ଦାୟିତ୍ବ

ଭୁବନେଶ୍ୱର: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଗୁରୁବାର ଦିନ କୋରାପୁଟ ସାଂସଦ ସପ୍ତଗିରି ଶଙ୍କର ଉଲକାଙ୍କୁ ଦଳର ଜାତୀୟ ସେକ୍ରେଟାରୀ ଭାବେ ନିଯୁକ୍ତ କରିଛନ୍ତି। ଏଥିସହିତ ତାଙ୍କୁ ଛତିଶଗଡର ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ନିକଟରେ ପାଞ୍ଚଟି ରାଜ୍ୟରେ ଶେଷ ହୋଇଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଡ୍ରାଇଭର ଜୀବନ୍ତ ଦଗ୍ଧ

କାମାକ୍ଷାନଗର : ପାଉଁଶ ବୋଝେଇ ହାଇୱା ଟ୍ରକକୁ ପଛରୁ ଧକ୍କା ଦେଲା ଟ୍ରକ, ଡ୍ରାଇଭର ଜୀବନ୍ତ ଦଗ୍ଧ । ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ ରାସ୍ତାର ମହୁଲପାଳ ପଥପ୍ରାନ୍ତ ସେବା କେନ୍ଦ୍ର ସମ୍ମୁଖରେ ଘଟିଛି ଦୁର୍ଘଟଣା । ପାଉଁଶ ବୋଝେଇ ହାଇୱା ଟ୍ରକ ପଛ ପାଖରୁ ପାଉଁଶ ବୋଝେଇ ହାଇୱା ଟ୍ରକ ଧକ୍କା…

ଭଦ୍ରକରେ ଅବାଧ ଗଂଜେଇ ଚାଲାଣ, ୪ ଗିରଫ

ଭଦ୍ରକ: ପରିସୀମାରେ ବେଶ ଛୋଟ ଭଦ୍ରକ ଜିଲ୍ଲା । ହେଲେ ଏଠି ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି ବେଆଇନ କାରବାର । ମାତ୍ର କିଛି ଦିନ ପୂର୍ବରୁ ବନ୍ତ ଛକରେ ବ୍ରାଉନ୍ ସୁଗାର ଓ ଆସ୍କା ଫୋର୍ଟ ମଦ ଜବତ ହୋଇଥିଲା । ହେଲେ ଗତକାଲି ଗଂଜେଇ ଚାଲାଣ କାରବାରରେ ସଂପୃକ୍ତ ୪ ଅଭିଯୁକ୍ତଙ୍କୁ ଭଦ୍ରକ…

କରୋନା ମୁକାବିଲା; ସିଏମ୍‌ସି ପାଇଁ ୧୫ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି) ଅଞ୍ଚଳରେ କୋଭିଡ୍ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏଥିପାଇଁ ସିଏମ୍‌ସି ପୂର୍ବରୁ ୨୬,୭୧,୧୯,୧୪୪ କୋଟି ଟଙ୍କା ପାଇଥିଲା।…

ଚଢ଼ାଉ ବେଳେ ୫୫ ଗ୍ରାମ ବ୍ରାଉନ ସୁଗର ଜବତ

ଖୋର୍ଦ୍ଧା : ପୁଣି ଜବତ ହେଲା ବ୍ରାଉନ ସୁଗାର । ଖୋର୍ଦ୍ଧା ସାମନ୍ତରାପୁର ଅଞ୍ଚଳରେ ଚଢ଼ାଉ ବେଳେ ଏହି ବ୍ରାଉନ ସୁଗର ଜବତ ହୋଇଛି । ଏକ ଦାମୀ କାରରୁ ୫୫ ଗ୍ରାମ ବ୍ରାଉନସୁଗର, ତିନୋଟି ଦାମି ମୋବାଇଲ ଏବଂ ନଗଦ ୨୦ ହଜାର ୩୦୦ ଟଙ୍କା ଜବତ ହୋଇଛି । ଏହି ଅଞ୍ଚଳରେ ଦିନକୁ ଦିନ ବଢୁଛି ବ୍ରାଉନ ସୁଗର…

ପରଲୋକରେ ସାଇ ଇଣ୍ଟର ନ୍ୟାସନାଲ ସ୍କୁଲର ପ୍ରତିଷ୍ଠାତା ଅଧ୍ୟକ୍ଷ ବିଜୟ ସାହୁ

ଭୁବନେଶ୍ୱର: ସାଇ ଇଣ୍ଟର ନ୍ୟାସନାଲ ସ୍କୁଲର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଡକ୍ଟର ବିଜୟ ସାହୁଙ୍କର ଆଜି ପରଲୋକ ହୋଇଛି । ଗତ କିଛି ଦିନ ହେଲା ସେ କୋଭିଡ୍‌ରେ ଆକ୍ରାନ୍ତ ହୋଇ ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ । ଆଜିସେଠାରେ ଚିକିତ୍ସାଧୀନ…

ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା: ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ଉଭଁରୀ ଯାତ୍ରା । ଏହି ଅବସରରେ ପରମ୍ପରା ଅନୁଯାୟୀ ରଥ ଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି । ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି । ଆଜି ଶ୍ରୀଜିଉଙ୍କ ସକାଳ ଧୂପ ସରିବା ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡାମାନେ…

ବିଶ୍ୱ ସାଇକେଲ ଦିବସ : ୩୬୫୩ ଦିଆସିଲି କାଠିରେ ପୁରୀର ଶାଶ୍ୱତ ତିଆରି କଲେ ସାଇକେଲ

ଭୁବନେଶ୍ୱର: ବିଶ୍ୱ ସାଇକେଲ ଦିବସ ଅବସରରେ ପୁରୀରେ ୧୮ ବର୍ଷୀୟ ଶାଶ୍ୱତ ରଂଜନ ସାହୁ ତିଆରି କରିଛନ୍ତି ଦିଆସିଲିରେ ସାଇକେଲ । ଆମେ ସୁସ୍ଥ ରହିବା ପାଇଁ ବିଶ୍ୱକୁ ପ୍ରଦୂଷଣ ମୁକ୍ତ କରିବା ପାଇଁ ଏହି ଦିଆସିଲିରେ ତିଆରି ସାଇକେଲ ଜରିଆରେ ସେ ବାର୍ତ୍ତା ଦେଇଛନ୍ତି । ପ୍ରାୟ ୩,୬୫୩ଟି…