Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏନ୍‌କାଉଣ୍ଟରରେ ଗର୍ଜିଲା ଯବାନଙ୍କ ବନ୍ଧୁକ, ଦୁଇ ନକ୍ସଲ ନିହତ

ମାଲକାନଗିରି: କରୋନାରେ ଛତ୍ରଭଙ୍ଗ ଦେଲେଣି ମାଓ ସଦସ୍ୟ । ତଥାପି ମିଛ ଦମ୍ଭ ଦେଖାଇବାକୁ ପଛଘୁଂଚା ଦେଉନାହିଁ ଲାଲ ବାହିନୀ । ମାଲକାନଗିରି ଛତିଶଗଡ ସୀମାନ୍ତ କୋଣ୍ଡାଗାଁ ଜିଲ୍ଲାରେ ହୋଇଥିଲା ଏନକାଉଣ୍ଟର । ଯବାନ ଓ ପୋଲିସର ଅତର୍କିତ ଗୁଳିମାଡରେ ଟଳିପଡିଥିଲେ ଦୁଇ ହାର୍ଡକୋର ନକ୍ସଲ ।…

ରାଜଧାନୀରେ ଟିକାକରଣ ଲାଗି ୧୮ରୁ ୪୪ ବୟସ୍କ କରିପାରିବେ ସ୍ଲଟ୍ ବୁକ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବର‌ରେ ୧୮ରୁ ୪୪ ବର୍ଷ ବୟସର ଲୋକମାନେ ବର୍ତ୍ତମାନ କୋଭାକ୍ସିନର ଦ୍ୱିତୀୟ ଡୋଜ ପାଇଁ ସ୍ଲଟ୍ ବୁକ୍ କରିପାରିବେ। ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି) ମଙ୍ଗଳବାର ସୂଚନା ଦେଇଛି ଯେ ଯୋଗ୍ୟ ହିତାଧିକାରୀମାନେ ଜୁନ୍ ୨ ରୁ ଜୁନ୍ ୫ ପାଇଁ ସ୍ଲଟ୍…

ଯୁକ୍ତ ୨ ପିଲା ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଟିକାକରଣ ଲାଗି କେନ୍ଦ୍ରର ଅନୁମତି ଲୋଡିଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ପ୍ଲସ୍ ୨ ଛାତ୍ରଛାତ୍ରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଟିକାକରଣ ପାଇଁ ଓଡିଶା ସରକାର କେନ୍ଦ୍ରରୁ ଅନୁମତି ଲୋଡିଛନ୍ତି। ଏହି ଯୋଜନାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନଙ୍କୁ ଚିଠି ଲେଖିଛନ୍ତି।…

ଓଡ଼ିଶାର ସବୁଠୁ ଉଚ୍ଚତମ ଏବଂ ପ୍ରାଚୀନ ଇଟା ନିର୍ମିତ ମନ୍ଦିର ‘ଇନ୍ଦ୍ରଲାଠ’

କୃଷ୍ଣ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ଆମ ଐତିହ୍ୟ ଐତିହ୍ୟ ଭରା ଓଡ଼ିଶାରେ ଉତ୍କୃଷ୍ଟ ପଥର ଶିଳ୍ପ,କାରୁକାର୍ଯ୍ୟ ଓ ଭାସ୍କର୍ଯ୍ୟର ଅନେକ ଜ୍ୱଳନ୍ତ ଉଦାହରଣ ରହିଛି । ତେବେ ଲାଲ ଇଟାରେ ସୁନ୍ଦର ଭାବରେ ନିର୍ମିତ ଏକ ସୁଉଚ୍ଚ ପ୍ରାଚୀନ ଶିବ ମନ୍ଦିର ରହିଛି ବଲାଙ୍ଗୀର ଜିଲ୍ଲାର ରାଣୀପୁର ଝରିଆଲ…

ଅନଗୁଳ ଜେଏସ୍‌ପିଏଲ୍‌ରେ କୋଭିଡ୍ କେୟାର ସେଣ୍ଟର ଉଦ୍‌ଘାଟିତ

ଅନୁଗୁଳ: ଜେଏସ୍‌ପିଏଲ୍ ପରିସରରେ ନୂତନ୍ କୋଭିଡ୍ କେୟାର ସେଣ୍ଟରକୁ ଲୋକାର୍ପଣ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅକ୍ସିଜେନ ସଂଯୁକ୍ତ ୨୭୦ ଶଯ୍ୟା ବିଶିଷ୍ଟ ଏହି କୋଭିଡ୍ କେୟାର ସେଣ୍ଟରର ଉଦଘାଟନୀ ଉତ୍ସବରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଏବଂ…

ଆସନ୍ତା ସପ୍ତାହରେ ୧୮ରୁ ୪୪ ବୟସ ବର୍ଗଙ୍କ ଲାଗି ଓଡ଼ିଶା ଆସିବ କୋଭାକ୍ସିନ ଏବଂ କୋଭିଶିଲ୍ଡ ଟିକା

ଭୁବନେଶ୍ୱର: ଓଡ଼ିଶାବାସୀଙ୍କ ପାଇଁ ଏକ ଖୁସି ଖବର। ‌ଗୋଟିଏ ପଟେ ଟିକା ଅଭାବକୁ ନେଇ ରାଜ୍ୟବାସୀ ଚିନ୍ତିତ ଥିବା ବେଳେ ଅନ୍ୟପଟେ ୧୮ରୁ ୪୪ ବୟସ ବର୍ଗଙ୍କ ପାଇଁ ଆସନ୍ତା ସପ୍ତାହରେ ଉଭୟ କୋଭାକ୍ସିନ ଏବଂ କୋଭିଶିଲ୍ଡ ଟିକା ଉପଲବ୍ଧ ହେବ ବୋଲି ସୂଚନା ମିଳିଛି। ୧୮ରୁ ୪୪ ବର୍ଷ ବୟସ ବର୍ଗଙ୍କ…

ଏବର୍ଷ ଦେଶରେ ସ୍ୱାଭାବିକ ରହିବ ମୌସୁମୀ ବର୍ଷା

ନୂଆଦିଲ୍ଲୀ: ଦେଶରେ ଚାଷୀକୂଳ ପାଇଁ ଖୁସି ଖବର । ଏବର୍ଷ ଦେଶରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ବର୍ଷା ସ୍ୱାଭାବିକ ରହିବ । ଜୁନରୁ ସେପ୍ଟେମ୍ୱର ଲଙ୍ଗ ଟର୍ମ ଆଭରେଜରେ ୧୦୧ପ୍ରତିଶତ ବୃଷ୍ଟିପାତ ହୋଇପାରେ । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ୯୬ରୁ ୧୦୪ ପ୍ରତିଶତ…

ବରିଷ୍ଠ ଆଇଆରଏସ ଅଧିକାରୀ ଜେ.ବି ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର: ବରିଷ୍ଠ ଭାରତୀୟ ରାଜସ୍ୱ ସେବା (ଆଇଆରଏସ) ଅଧିକାରୀ ଜଗନ୍ନାଥ ବିଦ୍ୟାଧର ମହାପାତ୍ରଙ୍କୁ ସୋମବାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଡାଇରେକ୍ଟ ଟ୍ୟାକ୍ସ (ସିବିଡିଟି) ର ଚେୟାରମ୍ୟାନର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ମେ ୨୭ ରେ ସିବିଡିଟିର ସଦସ୍ୟ ଭାବରେ ମନୋନୀତ ହୋଇଥିବା ଜେ.ବି…

ଜିମ୍ ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?

ଭୁବନେଶ୍ୱର: ଜିମ୍ ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଭୁବନେଶ୍ୱର କଳ୍ପନା ଛକରେ ଥିବା ଏକ ଜିମ୍ ଭିତରୁ ଉଦ୍ଧାର ହୋଇଛି ମୃତଦେହ । ମୃତକ ହେଲେ ରଞ୍ଜିତ ନାୟକ ଓ ଘର ୟୁନିଟ୍-୬ ଅଞ୍ଚଳରେ ବୋଲି ଜଣାପଡ଼ିଛି । ସେ ସଂପୃକ୍ତ ଜିମରେ ସିକ୍ୟୁରିଟି ଗାର୍ଡ ଭାବରେ କାମ କରୁଥିଲେ ।…

ଆଜିଠୁ ରାଜ୍ୟରେ ଲକଡାଉନ୍-୩.୦, ତିନିଟି ଜିଲ୍ଲାରେ କଟକଣା କୋହଳ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଲାଗୁ ହୋଇଛି ତୃତୀୟ ପର୍ଯ୍ୟାୟ ଲକଡାଉନ୍ । ଆଜିଠାରୁ ୧୬ ଦିନ ଯାଏ ବଳବତ୍ତର ରହିବ । ଜୁନ୍ ୧୭ ତାରିଖ ସକାଳ ୫ଟା ଯାଏ ତାଲାବନ୍ଦ । ଆଜି ସକାଳ ୫ଟାରେ ଦ୍ୱିତୀୟ ପର୍ୟ୍ୟାୟ ଲକଡାଉନ୍ ଶେଷ ହେଉଥିଲା । ତାପୂର୍ବରୁ ଅବଧି ବୃଦ୍ଧି ନେଇ ଘୋଷଣା କରିଥିଲେ ସରକାର ।…