Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱର ଆସୁଥିବା ଯାତ୍ରୀଙ୍କ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର: ଭୁବନେଶ୍ୱର ଆନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରୁଥିବା ବିମାନ ଯାତ୍ରୀମାନଙ୍କୁ ଆରଟିପିସିଆର କିମ୍ବା ରାପିଡ୍ ଆଣ୍ଟିଜେନ୍ ଟେଷ୍ଟର ନେଗେଟିଭ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି। ସୂଚନା ଅନୁଯାୟୀ ଏହି ରିପୋର୍ଟ ସବୁ ୪୮ ଘଣ୍ଟା ପୂର୍ବର ହୋଇଥିବା ବେଳେ ଫାଇନାଲ…

ଆଜି ଓଡ଼ିଶାରୁ କରୋନା ନେଲା ୩୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗୁନି । ୩୦ରୁ ତଳକୁ ଖସୁନି ଦୈନିକ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୩୭ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୧୫ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗତ କିଛି ଦିନ ହେବ ଅନୁଗୋଳ ଜିଲ୍ଲାରୁ…

ପରଲୋକରେ ଫୁଟବଲ୍ କୋଚ୍ ନନ୍ଦକିଶୋର ପଟ୍ଟନାୟକ, କରୋନାରେ ଆଖି ବୁଜିଲେ

ଭୁବନେଶ୍ୱର: ଆଉ ନାହାନ୍ତି ଓଡ଼ିଶାର ଜଣାଶୁଣା ଫୁଟବଲ୍ କୋଚ୍ ନନ୍ଦକିଶୋର ପଟ୍ଟନାୟକ । କରୋନା ସଂକ୍ରମିତ ହୋଇ ସେ ପ୍ରାଣତ୍ୟାଗ କରିଛନ୍ତି । ଭୋର୍ ୩ଟା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ନନ୍ଦକିଶୋର ପଟ୍ଟନାୟକ । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା ।…

ହସ୍ପିଟାଲରେ ଭର୍ତ୍ତି ହେଲେ ବିଶିଷ୍ଟ କବି ଜୟନ୍ତ ମହାପାତ୍ର

କଟକ: କରୋନାରେ ସଂକ୍ରମିତ ହେବା ପରେ ବିଶିଷ୍ଟ ଇଂରାଜୀ କବି ଜୟନ୍ତ ମହାପାତ୍ରଙ୍କୁ କଟକସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାନୁସାରେ,ଏହି ୯୦ ବର୍ଷୀୟ କବି ଗତ କିଛି ଦିନ ହେବ ଜ୍ୱରରେ ପୀଡିତ ଥିଲା ବେଳେ ତାଙ୍କର କୋଭିଡ ଟେଷ୍ଟ ପଜିଟିଭ୍…

ଓଡ଼ିଶାରୁ ୨୪ ଘଣ୍ଟାରେ ୮୭୩୫ ପଜିଟିଭ୍, ୭ ଜିଲ୍ଲାରେ ଶହେରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । ଏବେ ୯ ହଜାର ତଳେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮ହଜାର ୭୩୫ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪ହଜାର ୮୯୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୮୪୩ । ଖୋର୍ଦ୍ଧାରୁ ସର୍ବାଧିକ ୧୨ଶହ ୨୨…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ ଦେଲେ ହାଇକୋର୍ଟ

କଟକ: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ । ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଠକେଇ ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ତିନିଟି ସର୍ତ୍ତ ରଖିଛନ୍ତି । ୫ ଲକ୍ଷ ଟଙ୍କାର ଜମା ଓ ୨ ଲକ୍ଷ ଲେଖାଏଁ ୨ ଜଣ…

ଜେଲ୍ ବିଭାଗରେ ଅଦଳବଦଳ

ଭୁବନେଶ୍ବର : ଜେଲ୍ ବିଭାଗରେ ଅଦଳବଦଳ । ଆଜି ୫ ଜଣଙ୍କୁ ସବ୍ ଆସିଷ୍ଟାଣ୍ଟ ଜେଲର ଭାବେ ନିଯୁକ୍ତ କରାଯାଇଛି । ସୁଦାମ ଚରଣ ନନ୍ଦ ହୋଇଛନ୍ତି ଭୁବନେଶ୍ବର ସ୍ବତନ୍ତ୍ର କାରାଗାରର ସବ ଆସିଷ୍ଟାଣ୍ଟ ଜେଲର । ପୁରୀ କାରାଗାରର ସବ୍ ଆସିଷ୍ଟାଣ୍ଟ ଜେଲର ଭାବେ ନିଯୁକ୍ତ ହୋଇଛନ୍ତି ହୀନା ଗୌଡ଼ ।…

ଅସହ୍ୟ ଗରମ ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ବର : ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛି ସାରା ରାଜ୍ୟ । ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଳାଣି ଜନଜୀବନ । ଏହାରି ଭିତରେ ଆଜି ରାଜ୍ୟର ୭ ସହରରେ ୪୦ ଡିଗଗ୍ରୀ ଟପିଛି ପାରଦଦ । ତେବେ ଟିଟିଲାଗଡ଼ରେ ପାରଦ ଆଜି ବି ଉଚ୍ଚରେ ରହିଛି । ଏଠାରେ ପାରଦ ଛୁଇଁଛି…

ସୁସ୍ଥ ହୋଇ ଫେରିଲେ ଆଉ ୧୦ ହଜାର ୪୦୫ କୋଭିଡ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣରେ ଲାଗୁନି ବ୍ରେକ୍ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୧୦ ହଜାର ୪୦୫ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଥିବା…

ଚାନ୍ଦପୁର ପୋଲିସ୍ ହାତରେ ବ୍ରାଉନସୁଗାର ବେପାରୀ

ଟାଙ୍ଗି : ଟାଙ୍ଗି ଚାନ୍ଦପୁର ପୋଲିସ୍ ହାତରେ ପଡିଛନ୍ତି ବ୍ରାଉନ ସୁଗାର ବେପାରୀ । ବ୍ରାଉନସୁଗାର କାରବାର ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି ପୋଲିସ । ଏଥିସହ ୭ ଗ୍ରାମ୍ ବ୍ରାଉନ ସୁଗାର ଜବତ ହୋଇଛି । ଚାନ୍ଦପୁରରେ ବିକ୍ରି କରିବା ପାଇଁ ବ୍ରାଉନ ସୁଗାର ଆଣିଥିବା…