Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲକଡାଉନରେ ମାତିଲେ ଲୁଟେରା, ପରିବା ଆଣିବାକୁ ଯାଉଥିବା ମହିଳାଙ୍କ ବେକକୁ କାଟିଲା ଦୁର୍ବୃତ୍ତ

ଭୁବନେଶ୍ୱର: ଲକଡାଉନ ବେଳେ ରାଜଧାନୀରେ ମାତିଲେ ଲୁଟେରା । ପରିବା ଆଣିବାକୁ ଯାଉଥିବା ବେଳେ ଭୁବନେଶ୍ୱରରେ ଜଣେ ମହିଳାଙ୍କୁ ଆକ୍ରମଣ କରି ଲୁଟ୍ ଉଦ୍ୟମ କରିଛନ୍ତି ଦୁର୍ବୃତ୍ତ । ମହିଳାଙ୍କ ବେକକୁ ଧାରୁଆ ଅସ୍ତ୍ରରେ କାଟି ଦେଇଛନ୍ତି । ଗୁରୁତର ଅବସ୍ଥାରେ ମହିଳାଙ୍କୁ ହସ୍ପିଟାଲରେ ଭର୍ତ୍ତି…

ଓଡ଼ିଶାରୁ କରୋନା ନେଲା ୩୫ ଜୀବନ, ଅନୁଗୋଳ ଜିଲ୍ଲାରେ ଥମୁନି ମୃତ୍ୟୁସଂଖ୍ୟା

ଅନୁଗୋଳ: ଓଡ଼ିଶାରେ ଧିରେ ଧିରେ କାବୁ ପାଉଛି ଦୈନିକ କରୋନା ସଂକ୍ରମଣ । କିନ୍ତୁ ଥମୁନି ମୃତ୍ୟୁସଂଖ୍ୟା । ପ୍ରତିଦିନ ୩୦ରୁ ଅଧିକ ଜୀବନ ଯାଉଛି । ଗତ ୨୪ ଘଣ୍ଟାରେ ଆଉ ୩୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଅନୁଗୋଳ ଜିଲ୍ଲାରେ ଅଧିକ ରହୁଛି ଦୈନିକ ମୃତ୍ୟୁସଂଖ୍ୟା । ଆଜି ଜିଲ୍ଲାରୁ ଆଉ ୫ ଜଣ…

ଓଡ଼ିଶାରେ ଖସୁଛି କରୋନା ଟ୍ରେଣ୍ଡ: ଆଜି ୮୩୧୩ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୯୭୪ ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ ନିୟନ୍ତ୍ରଣକୁ ଆସୁଛି କରୋନାର ଦୈନିକ ସଂକ୍ରମଣ । ପଜିଟିଭ୍ ହାର୍ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮ହଜାର ୩୧୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪ହଜାର ୬୫୫ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ହଜାର ୬୫୮ ।…

ରଘୁନାଥଙ୍କ ବିୟୋଗରେ ତାଳଚେର ସାମ୍ବାଦିକଙ୍କ ଶୋକସଭା

ଅନୁଗୁଳ: କରୋନା ମହାମାରୀର ଦ୍ୱିତୀୟ ଲହରରେ ହଜିଗଲା ଅନୁଗୁଳର ସାମ୍ବାଦିକ ରଘୁନାଥ ସାହୁଙ୍କ ଜୀବନ । ଶୁକ୍ରବାର ତାଙ୍କ ନିଧନ ଖବର ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳାଇଦେଇଥିଲା । ତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ତାଳଚେର କାର୍ଯ୍ୟରତ ସାମ୍ବାଦିକ ସଙ୍ଗଠନ ତରଫରୁ ଶୋକସଭା ଅନୁଷ୍ଠିତ ହୋଇଥିଲା…

ଜୁନ ୩ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ ବାୟୁ

ନୂଆଦିଲ୍ଲୀ : ଠିକ୍ ସମୟରେ ନୁହେଁ, ଏଥର ବିଳମ୍ବରେ କେରଳ ଛୁଇଁବ ମୌସୁମୀ ବାୟୁ । ଜୁନ୍ ପହିଲା ବଦଳରେ ଜୁନ ୩ ତାରିଖରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ପୂର୍ବରୁ ଠିକ ସମୟରେ ମୌସୁମୀ ବାୟୁ କେରଳ ଛୁଇଁବ ବୋଲି…

ସୁସ୍ଥ ହୋଇ ଘରକୁ ଫେରିଲେ ୧୧ ହଜାର ୮୮୧ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ସଂକ୍ରମଣ ତୁଳନାରେ ବଢ଼ିବାରେ ଲାଗିଛି ସୁସ୍ଥତା ସଂଖ୍ୟା । ଏଡି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୧୧ ହଜାର ୮୮୧ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସାରା ରାଜ୍ୟରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ…

ମୋଦିଙ୍କ ମନ୍ କି ବାତ୍

ଭୁବନେଶ୍ୱର: ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ କି ବାତ୍ । ରେଡିଓ କାର୍ଯ୍ୟକ୍ରମ ମନ୍ କି ବାତ୍ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ବାତ୍ୟ ୟାସ୍‌ରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ସଂକ୍ରମଣର ସ୍ଥିତି ଓ ଟିକା କରଣ ଉପରେ ଚର୍ଚ୍ଚା ।…

ନିରବଚ୍ଛିନ୍ନ ଅମ୍ଳଜାନ ଯୋଗାଣରେ ଆଦାନୀ ଫାଉଣ୍ଡେସନର ପ୍ରମୁଖ ଭୂମିକା

ଧାମରା : କୋଭିଡ ଭଳି ମହାମାରୀ ବିରୋଧରେ ଲଢ଼େଇ କରୁଛି ସାରା ବିଶ୍ବ । କିପରି ଏହାକୁ ରୋକାଯିବ ସେନେଇ ଜାରି ରହିଛି ଉଦ୍ୟମ । କିନ୍ତୁ ଭାରତରେ ସ୍ଥିତି ଜଟିଳ ଥିବା ବେଳେ, ଚିକିତ୍ସାରେ ସମସ୍ୟା ସୃଷ୍ଟି କରିଛି ଅମ୍ଳଜାନ । ଏଭଳି ସ୍ଥିତିରେ ସରକାରଙ୍କୁ ସମର୍ଥନ କରିବା ପାଇଁ ଆଦାନୀ ଗ୍ରୁଫର…

ରାଉରକେଲାରେ ୧୮ରୁ ୪୪ ବର୍ଷ ବର୍ଗର ଭିନ୍ନକ୍ଷମଙ୍କୁ ଦିଆଗଲା ଟିକା

ରାଉରକେଲା : ମହାମାରୀ କରୋନାକୁ ମାତ୍ ଦେବା ପାଇଁ ରାଉରକେଲା ଚାଲିଛି ଟିକାକରଣ ଅଭିଯାନ । ସହରରେ ୧୮ରୁ ୪୪ ବର୍ଷ ବର୍ଗର ଭିନ୍ନକ୍ଷମ ହିତାଧିକାରୀମାନଙ୍କୁ କୋଭିଡ୍ ଟିକା ଦିଆଯାଇଛି । ଏଥିପାଇଁ ପ୍ରଶାସନ ପକ୍ଷରୁ ୬ଟି କେନ୍ଦ୍ରରେ ସ୍ବତନ୍ତ୍ର କ୍ୟାମ୍ପ କରାଯାଇଥିଲା। । ଆଜି ୧୪୯ ଜଣ…

ତାତିରେ ଶିଝିଲା ଟିଟିଲାଗଡ଼, ୪୦ ଡିଗ୍ରୀ ଉପରେ ୬ ସହର

ଭୁବନେଶ୍ବର : ରାଜ୍ୟକୁ ଫେରିଛି ତାତି । ଗରମ ସାଙ୍ଗକୁ ଗୁଳୁଗୁଳିରେ ଆଉଟୁ ପାଉଟୁ ହେଲେଣି ରାଜ୍ୟବାସୀ । ଏହାରି ଭିତରେ ଆଜି ରାଜ୍ୟର ୬ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ତେବେ ଟିଟିଲାଗଡ଼ରେ ପାରଦ ଉଚ୍ଚରେ ରହିଛି । ଏଠାରେ ପାରଦ ଛୁଇଁଛି ୪୨ ଡିଗ୍ରୀ । ଏନେଇ ସୂଚନା ଦେଇଛି…