Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜୁନ୍ ପହିଲାରୁ ଖୋଲିବ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟ

ଭୂବନେଶ୍ବର : ଖରାଛୁଟି ପରେ ଖୋଲିବ କଲେଜ ଓ ବିଶ୍ବବିଦ୍ୟାଳୟ । କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ଆସନ୍ତା ଜୁନ୍ ପହିଲାରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟ ଖୋଲିବ । ରାଜ୍ୟ ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ଏନେଇ ବିଶ୍ବବିଦ୍ୟାଳୟର କୁଳପତି ଓ ଡିଗ୍ରୀ କଲେଜର…

ବାତ୍ୟା ‘ୟାସ୍’ର ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ ଦେଲେ ରାଜ୍ୟ ସରକାର

ଭୁବନେଶ୍ବର : ବାତ୍ୟା 'ୟାସ୍‌'ର ପ୍ରାଥମିକ କ୍ଷୟକ୍ଷତି ଆକଳନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ବାତ୍ୟାର ପ୍ରଭାବ ୧୨ଟି ଜିଲ୍ଲା ଉପରେ ପଡ଼ିଛି । ସେଥିରୁ ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ବୋଲି…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ଢେଙ୍କାନାଳ: ପିଚୁ ଟ୍ୟାଙ୍କର ଧକ୍କାରେ ୨ ବାଇକ ଆରୋହୀ ମୃତ । କାମାକ୍ଷାନଗର ଥାନା ୫୩ ନଂ ଜାତୀୟ ରାଜପଥର ମଠକରଗୋଳା ମୁକ୍ତାପଶି ଗାଁ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ପିଚୁ ଟ୍ୟାଙ୍କର ଗାଡି ଧକ୍କାରେ ୨ଜଣ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତକ ଦୁଇ ଜଣ ଭୁବନ ଥାନା ପଳାସପିଠିଆ ଗାଁର…

କୋକେଇରେ ବାହୁଡିଗଲା ବର

ବରଗଡ: ନିର୍ଦ୍ଦୟ ମହାମାରୀ । ମାଆ କୋଳରୁ ପୁଅକୁ ଛଡ଼ାଇ ନେଇଛି । ଆଉ କିଛି ଦିନରେ ବର ବେଶରେ ଆସିଥାନ୍ତା , ହେଲେ ପୁଅ ଆସିଲା କୋକେଇରେ । କରୋନା ମହାମାରୀ ପରିବାରର ସବୁ ଖୁସି ଛଡେଇ ନେଲା । ବେଦୀରେ ହୋମ ନିଆଁ ନଜଳି ମଶାଣିରେ ଜଳିଲା ଯୁଇ । ବରଗଡ ଜିଲ୍ଲାର ଲହଣ୍ଡା ପଂଚାୟତ ଯୋଗୀପାଲି…

ବଲାଙ୍ଗିରରେ ସାନ ଭାଇକୁ ହତ୍ୟା କଲା ବଡ଼ ଭାଇ

ବଲାଙ୍ଗିର : ବଲାଙ୍ଗର ପୁଇଁତଲା ଥାନା ଆଟଗାଁରେ ଅଭାବନୀୟ ଘଟଣା । ସାନ ଭାଇକୁ ହତ୍ୟା କରିଛି ବଡ଼ ଭାଇ । ମୃତକ ହେଲେ ସୁରୁବାବୁ କୁଅଁର । କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା । ଫଳରେ ଉତ୍ୟକ୍ତ ହୋଇ ବଡ଼ ଭାଇ ସୁବ୍ରତ କୁଅଁର ଏକ ଧାରୁଆ ଅସ୍ତ୍ରରେ ସାନଭାଇକୁ ଆକ୍ରମଣ କରିଥିଲା…

ଯୌତୁକ ନିର୍ଯାତନା ଅଭିଯୋଗ, ସ୍ୱାମୀ ଗିରଫ

ଭଦ୍ରକ : ପୁଣି ଯୌତୁକ ଜୁଇରେ ବଳି ପଡ଼ିଲା ବଧୂ । ଯୌତୁକ ପାଇଁ ଜଣେ ନବ ବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ । ଭଦ୍ରକ ଗ୍ରାମାଞ୍ଚଳ ଥାନା ପାଞ୍ଚପଡା ଗ୍ରାମରେ ଘଟିଛି ଘଟଣା । ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ଖଇରା ଥାନା ଆଲଦାର ସସ୍ମିତାଙ୍କ ସହ ଭଦ୍ରକ ଗ୍ରାମାଞ୍ଚଳ ଥାନା…

ରାଜ୍ୟର ୭ ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ଅନୁକମ୍ପା ରାଶି ପ୍ରଦାନ

ଭୁବନେଶ୍ବର : ରାଜ୍ୟର ୭ ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ଅନୁକମ୍ପା ରାଶି ପ୍ରଦାନ କରାଯାଇଛି । ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଭିନ୍ନ ଭିନ୍ନ କାରଣ ପାଇଁ ଅନୁକମ୍ପା ରାଶି ଓ ଆର୍ଥିକ ସହାୟତା ବାବଦକୁ ୫୫ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ସେଥିମଧ୍ୟରୁ କରୋନାରେ ମୃତ୍ୟୁ ପାଇଁ…

ଚିନ୍ତା ବଢାଉଛି କୋରେକ୍ସର ଅବାଧ କାରବାର

ପୁରୀ: ଶ୍ରୀକ୍ଷେତ୍ରରେ ମଦ କିମ୍ବା ବ୍ରାଉନ୍ ସୁଗାର ପାଇଁ ପୋଲିସ ପ୍ରଶାସନ ଚିନ୍ତାରେ ପଡିନି । କୋରେକ୍ସର ବେଆଇନ ଓ ଅବାଧ କାରବାର ପୋଲିସର ମୁଣ୍ଡବ୍ୟଥାର କାରଣ ସାଜିଛି । ଏକ ନିର୍ଦ୍ଧିଷ୍ଟ ଅଂଚଳରେ କୋରେକ୍ସ କାରବାର ହେଉଥିବା ଖବର ପାଇ ଆଜି ଟାଉନ ଥାନା ପୋଲିସ ଚଢାଉ କରି ୪ଜଣଙ୍କୁ ଗିରଫ…

ଜାଣନ୍ତୁ ଢେଙ୍କାନାଳରେ କେଉଁ ଅଂଚଳ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷିତ !

ଢେଙ୍କାନାଳ: ପ୍ରତିଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । କେତେକ ଅଂଚଳରେ କରୋନାରେ ଅଙ୍କୁଶ ଲାଗିଥିବା ସୂଚନା ରହିଛି । କିନ୍ତୁ ଢେଙ୍କାନାଳ ପରଜଙ୍ଗ ବ୍ଲକରେ ସଂକ୍ରମିତଙ୍କ ବୃଦ୍ଧି ପାଉଥିବା ସଂଖ୍ୟା ସ୍ଥାନୀୟ ପ୍ରଶାସନକୁ ଚିନ୍ତାରେ ପକାଇଛି । ଜୟପୁରାକାଟେଣୀ…

କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୧୧ ହଜାର ୯୫୪ ଆକ୍ରାନ୍ତ

ଭୁବନେଶ୍ବର : କରୋନା ସଂକ୍ରମଣ ଭିତରେ ଆଶ୍ବସ୍ତି ହେଉଛି ରାଜ୍ୟ । ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ୧୧ ହଜାର ୯୫୪ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ…