Latest Odisha News

BREAKING NEWS

Browsing Category

ଓଡିଶା

Odisha

କରୋନା ପାଇଁ କେଉଁ ଟ୍ରେନ୍ ହୋଇଛି ବାତିଲ, ଜାଣିବା ପାଇଁ ଦେଖନ୍ତୁ

ଭୁବନେଶ୍ବର : କରୋନା ସଂକ୍ରମଣକୁ ବେକ୍ ଦେବା ପାଇଁ ରେଳ ବିଭାଗର ନିଷ୍ପତ୍ତି । କୋଭିଡ ସଂକ୍ରମଣକୁ ରୋକିବା ପାଇଁ ଉଭୟ ଦିଗରୁ ଜୁନ୍ ୧୦ ତାରିଖ ପର୍ଯ୍ୟନ୍ତ ଟ୍ରେନ୍ ଚଳାଚଳ ବାତିଲ କରାଯାଇଛି । ସେହିପରି କିଛି ଟ୍ରେନକୁ ଆଂଶିକ ବାତିଲ କରାଯାଇଛି । ଏନେଇ ସୂଚନା ଦେଇଛି ରେଳ ବିଭାଗ । ଜୁନ…

ମହିଳା କନେଷ୍ଟବଳଙ୍କ ସହ ଦୁଷ୍କର୍ମ ଅଭିଯୋଗ, ଫାଣ୍ଡି ଅଧିକାରୀ ଗିରଫ

ବାଲେଶ୍ୱର: ଚାରିଆଡେ ଖେଳିଥିଲା ବାତ୍ୟା ୟାସ୍‌ର କୋକୁଆ ଭୟ । ସାଧାରଣ ଲୋକଙ୍କୁ ସୁରକ୍ଷା ଓ ସହାୟତା ଦେବା ପାଇଁ ନିୟୋଜିତ ହୋଇଥିଲେ ଓଡ୍ରାଫ୍‌, ଏନ୍‌ଡିଆରଏଫ୍ ଓ ପୋଲିସ ପ୍ରଶାସନ । ତେବେ ଖାସ କରି ବାତ୍ୟା ପରେ ପୋଲିସର ଭୂମିକାକୁ ମିଳିଥିଲା ଭୁରିଭୁରି ପ୍ରଶଂସା । ହେଲେ ବାତ୍ୟା ସମୟରେ ଜଣେ…

ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କା ବାତ୍ୟା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ବାତ୍ୟା ପାଇଁ ମୋଟ ୧୦୦୦ କୋଟି ସହାୟତା ଘୋଷଣା କରିଛନ୍ତି। ସେଥିରୁ ଓଡ଼ିଶାରେ ତୁରନ୍ତ ରିଲିଫ କାର୍ଯ୍ୟ ପାଇଁ ୫୦୦ କୋଟି ସହାୟତା ଘୋଷଣା କରିଛନ୍ତି। ବାକି ୫୦୦ କୋଟି ଟଙ୍କା ପଶ୍ଚିମବଙ୍ଗ ଏବଂ ଝାଡଖଣ୍ଡ ପାଇଁ ଆର୍ଥିକ…

କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ଦେହାନ୍ତ

ଭୁବନେଶ୍ୱର: କରୋନା ସଂକ୍ରମଣରେ ରାଜ୍ୟରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି। ସମ୍ପୃକ୍ତ ସାମ୍ବାଦିକ ଜଣକ ହେଉଛନ୍ତି ଅନୁଗୁଳ ଜିଲ୍ଲାର ଜି ଓଡ଼ିଶା ପ୍ରତିନିଧି ରଘୁନାଥ ସାହୁ। ସେ ଶୁକ୍ରବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ…

ବାତ୍ୟା ପ୍ରଭାବିତ ବାଲେଶ୍ୱରରେ ରିଲିଫ୍ ବାଣ୍ଟୁଛି ଭାରତୀୟ ନୌସେନା

ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ବାଲେଶ୍ୱରରେ ଭାରତୀୟ ନୌସେନା ପକ୍ଷରୁ ରିଲିଫ୍ ବଣ୍ଟନ ଜାରି ରହିଛି । ଗତକାଲି ନୌସେନା ସଦର ବ୍ଲକର ପରିଖି ଗାଁରେ ରିଲିଫ୍ ବଣ୍ଟନ କରିଥିଲା । ବାତ୍ୟା ପରେ ପରିଖି ଗାଁ ଜଳବନ୍ଦୀ ହୋଇ ରହିଛି । ନୌସେନା ପକ୍ଷରୁ ସେଠାରେ ଥିବା ବାତ୍ୟା ଆଶ୍ରୟସ୍ଥଳୀରେ କମ୍ୟୁନିଟି…

କୋଷ୍ଟାଲ ଷ୍ଟର୍ମ ସର୍ଜ ପ୍ରୋକ୍ଟେକ୍ସନ୍ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଦାବି ଜଣାଇଲା ଓଡ଼ିଶା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବାତ୍ୟା ‘ୟାସ୍’ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ବିମାନବନ୍ଦରର ସମ୍ମିଳନୀ କକ୍ଷରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ୨ ଜଣ କେନ୍ଦ୍ରମନ୍ତ୍ରୀ, ମୁଖ୍ୟ ଶାସନ ସଚିବ,…

ଚାଲ ଗାଁକୁ ଫେରିଯିବା

ବିଶ୍ୱାମିତ୍ର ..  ହଁ .. ସେ ପୁରାଣକାଳର ଋଷି ବିଶ୍ୱାମିତ୍ର ନାଇଁ, ଇଏ ସେ ଓସ୍ତପୁର ଗାଁର ବିଶ୍ୱାମିତ୍ର ମହାପାତ୍ର । ଗୋବିନ୍ଦ ମହାପାତ୍ରଙ୍କ ଏକମାତ୍ର ପୁଅ । ବର୍ଷେ ହେଲାଣି ବଡ଼ ହଇରାଣ ହେଉଛି । ରାତି ପାହିଲେ, ସ୍ତ୍ରୀ ବିନୀତା ସହିତ ତୁଣ୍ଡବଜା ହେଉଛି । ଛୋଟ ଛୋଟ କଥାରେ ଗଣ୍ଡଗୋଳ । ହଁ…

ସୁବର୍ଣ୍ଣରେଖାରେ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି

ଭୁବନେଶ୍ୱର: ବାତ୍ୟା 'ୟାସ୍' ପ୍ରଭାବରେ ଝାଡ଼ଖଣ୍ଡରେ ନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁଁ ସୁବର୍ଣ୍ଣରେଖାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବାଲେଶ୍ବର ଜିଲ୍ଲାର ଜାମୋସଲା ଘାଟରେ ଏହି ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ଜଳ ସ୍ତର ୫୦.୮୮ ମିଟର ଛୁଇଁଛି ବୋଲି…

ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ବୈଠକ ପରେ ଆକାଶ ମାର୍ଗରୁ ବୁଲି ଦେଖିବେ ବାତ୍ୟାଞ୍ଚଳ

ଭୁବନେଶ୍ୱର: ବାତ୍ୟା ‘ୟାସ୍’ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବା ପାଇଁ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ କରିଛନ୍ତି । ମୁଖ୍ୟ…

ବିପିୟୁଟିର ଅଡ୍ ସେମିଷ୍ଟାର ପରୀକ୍ଷା ଲାଗି ନୂଆ ତାରିଖ ଘୋଷଣା

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (ବିପିୟୁଟି) ପକ୍ଷରୁ ଅଡ୍ ସେମିଷ୍ଟାର ଅନଲାଇନ୍ ପରୀକ୍ଷା ୨୦୨୧କୁ ପୁନଃ ନିର୍ଦ୍ଧାରିତ କରାଯାଇଛି। ଯେଉଁ ପରୀକ୍ଷା ବାତ୍ୟା 'ୟାସ୍' ଯୋଗୁଁ ସ୍ଥଗିତ ରହିଥିଲା। ମେ ୨୪ରୁ ଜୁନ୍ ୬ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପରୀକ୍ଷା…