Latest Odisha News

BREAKING NEWS

Browsing Category

ଓଡିଶା

Odisha

ନବରଙ୍ଗପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା; ଓଡ଼ିଶା ଡିଜିପିଙ୍କୁ ଏନଏଚଆରସିଙ୍କ ନୋଟିସ୍

ଭୁବନେଶ୍ୱର: ନବରଙ୍ଗପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ସ୍ବତଃ ସଂଜ୍ଞାନ ନେଇଛନ୍ତି। ସୂଚନା ଅନୁଯାୟୀ, ୨୯ ଅଗଷ୍ଟ ୨୦୨୫ରେ ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ଜନୈକ ବ୍ୟକ୍ତି ଅନେକ ଥର ଛୁରାମାଡ଼ କରିଥିଲେ।…

ସମ୍ବଲପୁର ମହାନଗର ନିଗମ ନିର୍ବାଚନ ପାଇଁ ବାଟ ଖୋଲିଲା

ସମ୍ବଲପୁର: ସମ୍ବଲପୁର ମହାନଗର ନିଗମ ନିର୍ବାଚନ ପାଇଁ ବାଟ ଫିଟିଲା। ୨୦୧୫ରେ ପ୍ରକାଶିତ ବିଜ୍ଞପ୍ତିକୁ ରଦ୍ଦ କଲେ ଓଡିଶା ହାଇକୋର୍ଟ। ୬ ସପ୍ତାହ ଭିତରେ ବିଜ୍ଞପ୍ତି ପାଇଁ ସରକାରଙ୍କୁ ଦିଆଯାଇଛି ନିର୍ଦ୍ଦେଶ। ସଂରକ୍ଷଣ ନିୟମ ଆଧାରରେ ସାନି ବିଜ୍ଞପ୍ତି ପାଇଁ କହିଲେ ହାଇକୋର୍ଟ। ଏହି…

ମଦ ନପିଇବାରୁ ନାବାଳକକୁ ନିସ୍ତୁକ ମାଡ଼

ଜଗତସିଂହପୁର: କୁଜଙ୍ଗ ଥାନା ବନାପାଟ ଗାଁରେ ଅଭାବନୀୟ ଘଟଣା। ମଦ ନପିଇବାରୁ ନାବାଳକକୁ ନିସ୍ତୁକ ମାଡ଼। ମଙ୍ଗଳବାର ରାତିରେ ଜଣେ ନାବାଳକକୁ କିଛି ଯୁବକ ବଳପୂର୍ବକ ମଦ ପିଆଇ ମାଡ଼ ମାରିଥିଲେ। ଏହି ଘଟଣା ପ୍ରଘଟ ପରେ ନାବାଳକର ପରିବାର ଲୋକ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏତଲା ଆଧାରରେ…

ଆସନ୍ତାକାଲି ଶ୍ରୀମନ୍ଦିରରେ ୫ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ପୁରୀ:ଗୁରୁବାର ଭାଦ୍ରବ ଶୁକ୍ଲ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ତେବେ ବାମନ ଜନ୍ମ ନୀତି ପାଇଁ ୫ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ । ତେଣୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା…

ଓଡ଼ିଶା ଚଳଚ୍ଚିତ୍ର ପୁରସ୍କାର ପାଇଁ ଦରଖାସ୍ତ ଆହ୍ୱାନ, ଅକ୍ଟୋବର ୪ ସୁଦ୍ଧା ଡାକ ଜରିଆରେ ପ୍ରମାଣପତ୍ର ସହ ଆବେଦନ

ଭୁବନେଶ୍ୱର: ୩୫ତମ ରାଜ୍ୟ ଓଡ଼ିଶା ଚଳଚ୍ଚିତ୍ର ପୁରସ୍କାର ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଦରଖାସ୍ତ ଆହ୍ୱାନ କରାଯାଇଛି। ଆଗ୍ରହୀ ପ୍ରଯୋଜକମାନେ ଅକ୍ଟୋବର ୪ ତାରିଖ ସୁଦ୍ଧା ଡାକ ଜରିଆରେ ପ୍ରମାଣପତ୍ର ସହ ଆବେଦନ କରିପାରିବେ। ୨୦୨୩ ଓ ୨୦୨୪ ଦୁଇ ବର୍ଷ ପାଇଁ ଦରଖାସ୍ତ ଆହ୍ବାନ…

Biometric attendance: ଏଣିକି ମୋବାଇଲ୍ ଆପ୍‌ରେ ବାୟୋମେଟ୍ରିକ୍ ବାଧ୍ୟତାମୂଳକ, ଉପସ୍ଥାନ ଅନୁସାରେ ଦରମା

ଭୁବନେଶ୍ବର: ଏଣିକି ମୋବାଇଲ୍ ଆପ୍ ବ୍ୟବହାର କରି ବାୟୋମେଟ୍ରିକ୍ ଉପସ୍ଥାନ ବାଧ୍ୟତାମୂଳକ। ଉପସ୍ଥାପନ ଅନିସାରେ ମିଳିବ ଦରମା। ଏଭଳି ନିର୍ଦ୍ଧେଶନାମା ଜାରି କରିଛି ସାମାଜିକ ସୁରକ୍ଷା ଓ ଭିନ୍ନ କ୍ଷମ ସଶକ୍ତିକରଣ ବିଭାଗ। ୧ ସେପ୍ଟେମ୍ବର ଠାରୁ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ…

Bhupinder Singh: ବିଜେଡି ଛାଡ଼ିବା ନେଇ ସଂକେତ ଦେଲେ କି ଭୂପିନ୍ଦର ସିଂ: କହିଲେ- ମୋ ପାଇଁ ଲୋକ ହିଁ ଶ୍ରେଷ୍ଠ ଦଳ…

ଭୁବନେଶ୍ବର: ବିଜେଡି ଛାଡ଼ିବା ନେଇ ସଂକେତ ଦେଲେ କି ବରିଷ୍ଠ ନେତା ଭୂପିନ୍ଦର ସିଂ? କାରଣ ଭୂପିନ୍ଦର ହଠାତ୍ ତେରଛା ବାଣ ମାରିଛନ୍ତି। ବିଜେଡିକୁ ନିଜ ଷ୍ଟାଣ୍ଡ କ୍ଲିଅର କରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଭୂପିନ୍ଦର କହିଲେ ମୋ ପାଇଁ ଲୋକେ ହିଁ ଶ୍ରେଷ୍ଠ ଦଳ ନୁହେଁ। ମୋର ଭବିଷ୍ୟତ କଣ ହେବ…

ଶିକ୍ଷୟିତ୍ରୀଙ୍କ ମାଡ଼ରେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କ ଆଖି ନଷ୍ଟ..

ଭୁବନେଶ୍ୱର: ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଲହୁ ଲୁହାଣ କଲେ ଶିକ୍ଷୟିତ୍ରୀ । ଗଣିତ ଆସିଲାନି ବୋଲି ମାଡ଼ ମାରି ଆଖି ଫଟେଇ ଦେଇଥିବା ଅଭିଯୋଗ ହୋଇଛି । ଖଣ୍ଡଗିରି ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଛାତ୍ରୀଙ୍କୁ ମାଡ଼ ଅଭିଯୋଗ ହୋଇଛି । ଖବର ମୁତାବକ, ଭୁବନେଶ୍ବର ଡୁମୁଡୁମା ଫେଜ-ଟୁରେ…

Jeevan zindabad: ଆତ୍ମହତ୍ୟା ରୋକିବାକୁ ପ୍ରୟାସ; ସେପ୍ଟେମ୍ବର ୧୦ରୁ ‘ଜୀବନ ଜିନ୍ଦାବାଦ୍’ କାର୍ଯ୍ୟକ୍ରମ..

ଭୁବନେଶ୍ୱର: ଗତ କିଛି ଦିନ ହେବ ଲଗାତାର ଭାବେ ରାଜ୍ୟର ଅନେକ ସ୍ଥାନରୁ ଆତ୍ମହତ୍ୟା ଖବର ସାମ୍ନାକୁ ଆସୁଛି । ସେ ବୟସ୍କ ହେଉଛି ଯୁବପିଢି କିଏ ନା କିଏ ଜୀବନ ହାରୁଛନ୍ତି । ଏଭଳି ଘଟଣା ଉପରେ କିପରି ରୋକ ଲାଗିବ ସେନେଇ ଆଜି ଲୋକସଭା ଭବନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ…

କିଟରେ ୩୧ତମ ରାଜ୍ୟ ଏସଏନଏଆଇ ଦ୍ୱିବାର୍ଷିକ ସମ୍ମିଳନୀ ଉଦଯାପିତ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟରେ ଷ୍ଟୁଡ଼େଣ୍ଟ ନର୍ସେସ୍‍ ଆସୋସିଏସନ ଅଫ୍‍ ଇଣ୍ଡିଆ(ଏସ୍‍ଏନ୍‍ଏଆଇ) ଓଡ଼ିଶା ରାଜ୍ୟ ଶାଖାର ୩୧ତମ ଦ୍ୱିବାର୍ଷିକ ସମ୍ମିଳନୀ ରବିବାର ଉଦ୍‍ଯାପିତ ହୋଇଯାଇଛି। ଭାରତୀୟ ତାଲିମପ୍ରାପ୍ତ ନର୍ସ ସଂଘ (ଟିଏନ୍‍ଏଆଇ)ର ଓଡ଼ିଶା ଶାଖା ଏବଂ କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍…