Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁନରୁଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁନରୁଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ୭ ଦିନ ମଧ୍ୟରେ ଘରଭଙ୍ଗା କ୍ଷତିର ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ…

ଲଗାଣ ବର୍ଷାରେ ବେହାଲ ସ୍ଥିତି, ଯୋଗାଯୋଗ ବିଛିନ୍ନ

ବାତ୍ୟା ପରେ ଚାଲିଛି ପୁନରୁଦ୍ଧାର । ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ ନଦୀରେ ବନ୍ୟାଜଳ । ଆନନ୍ଦପୁର ଓ ଆଖୁଆପଦାରେ ବିପଦ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ତେଣୁ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା…

ବାତ୍ୟା ବିଭୀଷିକା ଭିତରେ ଜନ୍ମ ନେଲେ ୭୫୦ ଶିଶୁ

ଭୁବନେଶ୍ବର : ବାତ୍ୟା ବିଭୀଷିକା ଭିତରେ ରାଜ୍ୟରେ ଜନ୍ମ ନେଇଛନ୍ତି ୭୫୦ ଜଣ ଶିଶୁ । ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ଜନ୍ମ ହୋଇଛନ୍ତି ଶିୁଶୁ । ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ୧୦ଟି ଉପକୂଳବର୍ତ୍ତୀ ଜିଲ୍ଲାରେ ୪ ହଜାର ୫୫୫ ଜଣ ଗର୍ଭବତୀ…

ୟାସ୍ ପ୍ରଭାବରେ ଝାଡଖଣ୍ଡରେ ବର୍ଷା ପବନ

ଭୁବନେଶ୍ୱର: ୟାସ୍ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା । ଆଉ ଏବେ ବି ବହୁତ୍ ଲୋକ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି । ବାତ୍ୟା ପ୍ରଭାବ କମିଯାଇଥିଲେ ବି ବନ୍ୟା ଯୋଗୁଁ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ସେପଟେ ଉତ୍ତର ଓଡିଶାରେ ତାଣ୍ଡବ ରଚିବା ପରେ ଏବେ ପଡୋଶୀ ରାଜ୍ୟରେ ପହଁଚିଛି ବାତ୍ୟା…

୫ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ସକ୍ରିୟ ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ମାଳଦ୍ୱୀପ କମୋରିନ୍ ଅଞ୍ଚଳ ସହ ଦକ୍ଷିଣପଶ୍ଚିମ ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ସକ୍ରିୟ ହେବାରେ ଲାଗିଛି । ମେ ୩୧ ସୁଦ୍ଧା ଦକ୍ଷିଣମୌସୁମୀ ବାୟୁ କେରଳ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।ଏହାର…

ବିପଦ ଆଣିଲା ବୈତରଣୀ, କେନ୍ଦୁଝର ବଇଙ୍ଗାରେ ଭାସିଗଲା ଡାଇଭର୍ସନ ପୋଲ

କେନ୍ଦୁଝର : ବାତ୍ୟା ପରେ ବିପଦ ଆଣିଲା ବନ୍ୟା । ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖାରେ ବନ୍ୟା ଆଶଙ୍କା ଟଳିଥିବା ବେଳେ, ବିପଦ ଆଣିଛି ବୈତରଣୀ । ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ । ଆନନ୍ଦପୁରରେ ବନ୍ୟାଜଳ ବିପଦସଙ୍କେତ ଉପରେ ଥିବା ବେଳେ ତୁରୁମୁଙ୍ଗାରେ ପୋଲ ଉପରେ ଚାଲୁଛି ୬ ଫୁଟ…

ଭୁବନେଶ୍ବରରୁ ଆଉ ୪୭୧ ପଜିଟିଭ୍, ୧୦୬୨ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନାକୁ ନେଇ ବଢୁଛି ଚିନ୍ତା । ହେଲେ ଆଜି ଅଧାକୁ ଖସିଛି ସଂକ୍ରମଣ । ପ୍ରତିଦିନ ୧୦ ହଜାର ଉପରେ ଆକ୍ରାନ୍ତ ସଂଖ୍ୟା ରହୁଥିବା ବେଳେ, ଆଜି ଦ୍ରୁତ ଗତିରେ ହ୍ରାସ ପାଇଛି ପଜିଟିଭ୍ ସଂଖ୍ୟା । ଏହି କ୍ରମରେ ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୪୭୧ ପଜିଟିଭ୍…

ଜଉ କଣ୍ଢେଇ ବାହାଘରର ଲଗ୍ନଧରା ସମ୍ପନ୍ନ

ବାଲେଶ୍ୱର: ପ୍ରତିବର୍ଷ ପବିତ୍ର ଚନ୍ଦନ ପୂର୍ଣ୍ଣିମାରେ ଜଉକଣ୍ଢେଇ ବାହାଘର ଉତ୍ସବ କମିଟି ଦ୍ବାରା ଜଉ କଣ୍ଢେଇ ବାହାଘରର ଲଗ୍ନଧରା କାର୍ଯ୍ୟ ସମ୍ପନ୍ନ କରାଯାଏ । ଚଳିତ ବର୍ଷ ଚନ୍ଦନ ପୂର୍ଣ୍ଣିମା ଅବସରରେ ସନ୍ଧ୍ୟା ୭ ଟାରେ ରେମୁଣା ଗୋଲେଇ ନିକଟସ୍ଥ କୋଶମ୍ବ ନଗରର ଦୁବଲାଗଡ଼ରେ ପ୍ରତୀକାତ୍ମକ…

ଓଡ଼ିଶା ଆସିବେ ମୋଦି: ୟାସ୍ ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୟାସ୍ ପ୍ରଭାବିତ ଅଞ୍ଚଳ ବୁଲିଦେଖିବେ ମୋଦି । ସାମୁଦ୍ରିକ ଝଡ଼ ୟାସ୍ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି । ଓଡ଼ିଶାରେ ତାଣ୍ଡବ ରଚିଛି ବାତ୍ୟା । ତେବେ ଉତ୍ତର ଓଡ଼ିଶା ଉପକୂଳରେ ବେଶୀ କ୍ଷତି ହୋଇଛି । ବହୁ ଘରଦ୍ୱାର…

ବାତ୍ୟା ଅଂଚଳରେ ପହଂଚିଲେ ବରିଷ୍ଠ ବିଜେପି ନେତା ବୈଜୟନ୍ତ ପଣ୍ଡା

କେନ୍ଦ୍ରାପଡା: ବାତ୍ୟା ୟାସ୍ ପରେ କେନ୍ଦ୍ରାପଡାରେ ପହଂଚିଥିଲେ ବରିଷ୍ଠ ବିଜେପି ନେତା ବୈଜୟନ୍ତ ପଣ୍ଡା । ଜିଲ୍ଲାର ବାତ୍ୟା ପ୍ରଭାବିତ ରାଜନଗର ଓ ରାଜକନିକା ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଂଚଳ ବୁଲିବା ସହ ସ୍ଥାନୀୟ ଲୋକଙ୍କ ସହ ସାକ୍ଷାତ କରିଥିଲେ । ଆଜି କେନ୍ଦ୍ରାପଡା ପରିଦର୍ଶନ କରିଥିବା…