Latest Odisha News

BREAKING NEWS

Browsing Category

ଓଡିଶା

Odisha

ଡିପ୍ ଡିପ୍ରେସନ୍ ହେଲା ୟସ୍: ଓଡ଼ିଶାରେ ତାଣ୍ଡବ ପରେ ଝାଡ଼ଖଣ୍ଡରେ ପ୍ରବେଶ

ଭୁବନେଶ୍ୱର: ଓଡ଼ିଶାରେ ତାଣ୍ଡବ ରଚିବା ପରେ ଝାଡ଼ଖଣ୍ଡରେ ପ୍ରବେଶ କରିଛି ବାତ୍ୟା ୟସ୍ । ଏବେ ଏହା ଡିପ୍ ଡିପ୍ରେସନ୍ ହୋଇ ସାରିଛି । ଝାଡ଼ଖଣ୍ଡର ଦକ୍ଷିଣ ଓ ସଂଲଗ୍ନ ଉତ୍ତର କେନ୍ଦ୍ରୀୟ ଓଡ଼ିଶା ଉପରେ ରହିଛି ଗଭୀର ଅବପାତ । ଏବେ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ଗତି…

୭ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ଅନୁଗୁଳରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ମାମଲା ହ୍ରାସ୍ ପାଇଛି । ଗତକାଲି ରାଜ୍ୟରେ ୧୧ ହଜାର ୬୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୬ ହଜାର ୭୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରେ ଦୈନିକ ସଂକ୍ରମଣ ମାମଲା ୧ ହଜାରରୁ ଅଧିକ ରହୁଥିବା ବେଳେ ଆଜି ୬ ଶହ…

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ଜମିଛି ପାଣି , ଚାଲିଛି ପୁନରୁଦ୍ଧାର କାମ

ଭୁବନେଶ୍ୱର: ୟାସ୍ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲାଣି । କିଛି ସ୍ଥାନରେ ଲୋକେ ଜଳବନ୍ଦୀରେ ରହିଥିବା ବେଳେ ପ୍ରତି ସମସ୍ୟା ପାଇଁ ପ୍ରସ୍ତୁତ ରହିଛି ପ୍ରଶାସନ । ବାତ୍ୟା ପ୍ରଭାବିତ ମାନଙ୍କୁ ୭ ଦିନ ଯାଏ ରିଲିଫ୍ ଘୋଷଣା ହୋଇଛି ।…

ବ୍ରହ୍ମପୁରରେ ଜୁଆ ଆଡ୍ଡା ଉପରେ ଚଢଉ, ୪ ମହିଳାଙ୍କ ସମେତ ୧୮ ଗିରଫ

କୁକୁଡାଖଣ୍ଡି: ବ୍ରହ୍ମପୁର ପୋଲିସ ପକ୍ଷରୁ ଆଜି ସଦର ଥାନା ଅନ୍ତର୍ଗତ ଶ୍ରୀକ୍ଷେତ୍ର ବିହାର ଅଞ୍ଚଳରେ ଏକ ବଡ ଜୁଆ ଆଡ୍ଡା ଉପରେ ଚଢଉ ହୋଇଛି । ଚଢଉ ବେଳେ ୪ଜଣ ମହିଳାଙ୍କ ସମେତ ୧୮ ଜଣ ଜୁଆଡିଙ୍କୁ ଗିରଫ କରାଯାଇଛି । ସେମାନଙ୍କଠାରୁ ନଗଦ ଏକ ଲକ୍ଷ ୭ ହଜାର ୪୯୦ ଟଙ୍କା, ୧୭ଟି ମୋବାଇଲ ଓ ଦୁଇଟି…

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ଢେଙ୍କାନାଳର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି

କାମାକ୍ଷାନଗର: ବାତ୍ୟା ୟାସ୍ ପ୍ରଭାବ ଢେଙ୍କାନାଳ କାମାକ୍ଷାନଗରରେ ବି ଦେଖିବାକୁ ମିଳିଛି । ବର୍ଷା ସହ ପବନର ବେଗ ବଢ଼ିବାରେ ଲାଗିଛି । ଯାହାକୁ ନେଇ କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କଡା ବ୍ୟବସ୍ଥା କରାଯାଇଛି । ଭୁବନ ,କାମାକ୍ଷାନଗର ଓ କଙ୍କଡ଼ାହାଡ଼ରେ ବ୍ଲକରେ ବାତ୍ୟା ଆଶ୍ରୟସ୍ଥଳୀ…

କେନ୍ଦ୍ରୀୟ ଅର୍ଥରାଶି ୬୪୧ କୋଟି ଟଙ୍କା ବାତ୍ୟା ପ୍ରଭାବିତଙ୍କ ପାଇଁ ବ୍ୟବହାର କରାଯାଉ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ବାତ୍ୟା ୟାସ୍ ଓଡ଼ିଶାବାସୀଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଛି । ଏଥି ପାଇଁ କେନ୍ଦ୍ରରୁ ଆସିଥିବା ୬୪୧.୬ କୋଟି ଟଙ୍କାକୁ ବାତ୍ୟା ପ୍ରଭାବିତଙ୍କ ପାଇଁ ବ୍ୟବହାର କରାଯିବା ନେଇ ଆଜି ଟ୍ୱିଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟକୁ ଗତ ୧ତାରିଖରେ…

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ଲଗାଣ ବର୍ଷା ଯୋଗୁ ଜଳବନ୍ଦୀ ଲୋକେ

ଭଦ୍ରକ: ବାତ୍ୟା ୟାସ୍ ପ୍ରଭାବରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା । ତା ସହିତ ପବନ ଯୋଗୁ ଅନେକ କ୍ଷୟକ୍ଷତି ମଧ୍ୟ ହୋଇଛି । ଆଗକୁ ମଧ୍ୟ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ତୁହାକୁ ତୁହା ବର୍ଷା ଛେଚୁଥିବା ବେଳେ ବିିଭିନ୍ନ ସ୍ଥାନର ତଳି ଅଞ୍ଚଳ ଗୁଡିକରେ ଅବସ୍ଥା…

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ବାତ୍ୟାରେ ଜଣଙ୍କର ମୃତ୍ୟୁ, ଜଣେ ଗୁରୁତର

ଭୁବନେଶ୍ୱର: ବାତ୍ୟା ୟାସ୍ ପ୍ରଭାବରେ ପ୍ରବଳରୁ ପ୍ରବଳ ବର୍ଷା । ଧାମରା ଓ ଆଖପାଖ ଅଞ୍ଚଳ ଗୁଡିକରେ ବହୁ କ୍ଷୟକ୍ଷତି ହୋଇଯାଇଛି । ନିକଟରେ ଥିବା ଗାଁ ଗୁଡିକ ଅମରନଗର, ରବୀନ୍ଦ୍ର ନଗର, କାନାଳି ଓ ଚାନ୍ଦିନୀପାଳରେ ପ୍ରବଳ କ୍ଷୟକ୍ଷତି ହୋଇଛି । ଲଗାଣ ବର୍ଷା ଆଉ ପବନରେ ଧାମରା ଓ ଦୋସିଙ୍ଗା…

ସୁସ୍ଥ ହୋଇ ଘରକୁ ଫେରିଲେ ୧୦ ହଜାର ୬୩୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ବଢୁଛି ଚିନ୍ତା । ପ୍ରତିଦିନ ପଜିଟିଭ୍ ସଂଖ୍ୟା ବଢୁଥିବା ବେଳେ, ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦ ହଜାର ୬୩୫ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖଷାର୍ଦ୍ଧାରୁ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବାତ୍ୟା ପ୍ରଭାବିତଙ୍କୁ ମିଳିବ ୭ ଦିନର ରିଲିଫ୍

ଭୁବନେଶ୍ବର : ବାତ୍ୟା ‘ୟାସ୍’ର ପରବର୍ତ୍ତୀ କ୍ଷୟକ୍ଷତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା ପ୍ରଭାବିତ ଗ୍ରାମବାସୀଙ୍କୁ ୭ ଦିନର ରିଲିଫ୍ ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାତ୍ୟା ପ୍ରଭାବିତ ଜିଲ୍ଲାର ୧୨୮ଟି ଗାଁ ଜଳବନ୍ଦୀ ହୋଇ ରହିଛି । ତେଣୁ…