Latest Odisha News

BREAKING NEWS

Browsing Category

ଓଡିଶା

Odisha

ଘଣ୍ଟା ପ୍ରତି ୧୫ କିମି ବେଗରେ ଆଗକୁ ବଢ଼ୁଛି ବାତ୍ୟା ‘ୟାସ୍’, ବଢ଼ୁଛି ପବନ ସହ ବର୍ଷାର ପରିମାଣ

ଭୁବନେଶ୍ୱର: ସ୍ଥଳଭାଗ ମୁହାଁ ବାତ୍ୟା ‘ୟାସ୍’ । ବଙ୍ଗୋପସାଗରରେ ବଳ ଗୋଟାଇ ବିଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଉତ୍ତର- ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଏବେ ବାତ୍ୟା ‘ୟାସ୍’ କେନ୍ଦ୍ରସ୍ଥଳରେ ଘଣ୍ଟାପ୍ରତି ୧୩୦ରୁ ୧୪୦ କିଲୋମିଟର ବେଗରେ ପବନ ବହୁଥିବା ବେଳେ ଝଟକା…

ଧାମରାରୁ ୭୦ କିମି ଦୂରରେ ଅତି ଭୀଷଣ ବାତ୍ୟା ‘ୟାସ୍’, ଦିନ ୧୦ରୁ ୧୧ଟା ମଧ୍ୟରେ ଆରମ୍ଭ ହେବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

ଭୁବନେଶ୍ୱର: ସ୍ଥଳଭାଗ ମୁହାଁ ବାତ୍ୟା ‘ୟାସ୍’ । ବଙ୍ଗୋପସାଗରରେ ବଳ ଗୋଟାଇ ବିଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଉତ୍ତର- ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଏବେ ବାତ୍ୟା ‘ୟାସ୍’ କେନ୍ଦ୍ରସ୍ଥଳରେ ଘଣ୍ଟାପ୍ରତି ୧୩୦ରୁ ୧୪୦ କିଲୋମିଟର ବେଗରେ ପବନ ବହୁଥିବା ବେଳେ ଝଟକା…

ବାତ୍ୟା ‘ୟାସ୍’: ଆଜି ରାତି ୧୧ରୁ ଭୁବନେଶ୍ୱରରୁ ବିମାନ ଉଡାଣ ବନ୍ଦ

ଭୁବନେଶ୍ୱର: ବାତ୍ୟା 'ୟାସ୍' କୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ମଙ୍ଗଳବାର ରାତି ୧୧ ଟାରୁ ବିମାନ ଚଳାଚଳ ସ୍ଥଗିତ ରହିବ। ଏନେଇ ବିମାନବନ୍ଦର ନିର୍ଦ୍ଦେଶକ ଭି.ଭି ରାଓ କହିଛନ୍ତି ଯେ ବାତ୍ୟା କୁ ନଜରରେ ରଖି ସତର୍କତାମୂଳକ ପଦକ୍ଷେପ ଭାବରେ…

ଭୁବନେଶ୍ୱରରେ ବୁଧବାର ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ବାତ୍ୟା 'ୟାସ୍'କୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି) ପକ୍ଷରୁ ଆସନ୍ତା ଶନିବାର ଯାଏଁ ଟୀକାକରଣକୁ ସ୍ଥଗିତ ରହିବ। “ଆସନ୍ତାକାଲି ତଥା ମେ ୨୬ ତାରିଖରେ ହେବାକୁ ଥିବା ଟୀକାକରଣ ଆଗାମୀ ୨୯ ତାରିଖରେ କରାଯିବ ବୋଲି ଧାର୍ଯ୍ୟ କରାଯାଇଛି। ବିଏମସି…

ଲୋକଙ୍କ ସୁରକ୍ଷା ନେଇ ପ୍ରଶାସନ ପ୍ରସ୍ତୁତ ….

ଭୁବନେଶ୍ୱର: ମାଡ଼ି ଆସୁଛି ୟାସ୍‌ । ବାତ୍ୟାରେ ଉତ୍ତର ଉପକୂଳ ଓଡ଼ିଶା ବିଶେଷ ପ୍ରଭାବିତ ହେବାର ଆଶଙ୍କା ରହିଛି । ଧନଜୀବନ ସୁରକ୍ଷା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ବାତ୍ୟା ପାଇଁ ୧୩ ଗୋଟି ଜିଲ୍ଲାରେ ୬୮୯୧ଟି ଆଶ୍ରୟସ୍ଥଳୀ ପ୍ରସ୍ତୁତ ରହିଛି । ଆଶ୍ରୟସ୍ଥଳରୀ ଶୁଖିଲା ଓ ରନ୍ଧା ଖାଦ୍ୟ ସହ…

ଭୟଙ୍କର ବାତ୍ୟା ୟାସର ଦେଖାଗଲା ଆଖି

ଭୁବନେଶ୍ବର : ଭୟଙ୍କର ବାତ୍ୟା ୟାସର ଦେଖାଗଲା ଆଖି । କରାଳ ରୂପ ଧାରଣ କରି ଉପକୂଳ ଆଡକୁ ମାଡି ଆସୁଛି ଅତି ଭୀଷଣ ସାମୁଦ୍ରିକ ଝଡ ୟାସ । ବାତ୍ୟା ୟାସ୍‌ର ଆଖି ପାରାଦୀପ ଡପଲର ରାଡାରରେ ସ୍ପଷ୍ଟ ହୋଇଛି । ବାତ୍ୟାର ଆଖି ୩୫ କିଲୋମିଟର ବ୍ୟାସାର୍ଦ୍ଧ ବିଶିଷ୍ଟ ହୋଇଥିବା ଜଣାପଡିଛି । ରାଡାର…

ବାତ୍ୟା ‘ୟସ୍’ ପାଇଁ ୬ ଜିଲ୍ଲାରେ ୨୭ ଯାଏଁ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ବାତ୍ୟା 'ୟସ' ପାଇଁ ରାଜ୍ୟରେ ବାଧାପ୍ରାପ୍ତ ହେବାକୁ ଯାଉଛି ଟିକାକରଣ । ୬ଟି ଜିଲ୍ଲାରେ ୨୫ରୁ ଆସନ୍ତା ୨୭ ତାରିଖ ଯାଏଁ ବନ୍ଦ ରହିବ କୋଭିଡ୍ ଟେଷ୍ଟିଂ ଓ ଟିକାକରଣ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, କଟକ, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ ଓ ଖୋର୍ଦ୍ଧା ଆଦି ଜିଲ୍ଲା…

ଭୟଙ୍କର ରୂପ ନେଇ ପାଖେଇ ଆସୁଛି ବାତ୍ୟା

ଭୁବନେଶ୍ବର : ଗର୍ଜନ କରି ମାଡ଼ି ଆସୁଛି ବାତ୍ୟା ୟାସ୍ । ଦୂରତା ଯେତିକି କମୁଛି, ଲୋକଙ୍କ ମନରେ ସେତିକି ବଢୁଛି ଛନକା । ବାତ୍ୟା ପ୍ରଭାବରେ ଉପକୂଳ ଅଞ୍ଚଳରେ ବଢ଼ିଲାଣି ପବନର ବେଗ । ତାସାଙ୍ଗକୁ ବର୍ଷା ବି ବଢ଼ିବାରେ ଲାଗିଛି । ତେବେ ଆସନ୍ତାକାଲି ଭଦ୍ରକ ବାସୁଦେବପୁରରୁ ବାହାନାଗା ମଧ୍ୟରେ…

ବାତ୍ୟା ‘ୟାସ’ର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଭୟଙ୍କର ରୂପ ନେଇ ମାଡ଼ି ଆସୁଛି ବାତ୍ୟା ୟାସ୍ । ପାରାଦୀପ ଠାରୁ ଏହା ୨୦୦ କିଲୋମିଟର ଦୂରରେ ରହିଛି । ଆସନ୍ତାକାଲି ବାତ୍ୟା ଧାମରା ଆଖପାଖରେ ଲ୍ୟାଣ୍ଡଫଲ କରିବ । ତେବେ ବାତ୍ୟାର ମୁକାବିଲା ସରକାର ପ୍ରସ୍ତୁତ ଥିବା ବେଳେ, ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରତ୍ୟେକ ଜୀବନ…

ଚିତ୍ରକୋଣ୍ଡା ସିଲେରୁ ଡଙ୍ଗାବୁଡିରେ ୬ ମୃତ, ୨ ନିଖୋଜ

ମାଲକାନଗିରି: ଚିତ୍ରକୋଣ୍ଡା ସିଲେରୁ ନଦୀ ଡଙ୍ଗାବୁଡି ମାମଲା । ସକାଳୁ ଜାରି ରହିଥିଲା ଉଦ୍ଧାର କାର୍ଯ୍ୟ । ତାଜା ସୂଚନା ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ୬ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲାବେଳେ ନିଖୋଜ ଅଛନ୍ତି ଦୁଇଜଣ । ମୃତକଙ୍କ ମଧ୍ୟରେ ୫ଜଣ ଶିଶୁ ଓ ଜଣେ ମହିଳା ଥିବା ଜଣାପଡିଛି ।…