Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ସୁସ୍ଥ ହେଲେ ୧୧ ହଜାର ୭୬୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ୧୦ ହଜାର ତଳକୁ ଖସୁନି ମହାମାରୀ କରୋନା ସଂକ୍ରମର । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବାରୁ ଭୟଭୀତ ଅବସ୍ଥାରେ ଲୋକେ । ତେବେ ଏହାରି ଭିତରେ ଆକ୍ରାନ୍ତ ସଂଖ୍ୟା ପରି ବୃଦ୍ଧି ପାଇବାରେ ଲାଗିଛି ସୁସ୍ଥତା ସଂଖ୍ୟା । ଏହି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୬୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଥମିବାର ନାଁ ନେଉନି ମହାମାରୀ କରୋନା । ରାଜ୍ୟରେ ୧୦ ହଜାର ଉପରେ ସଂକ୍ରମିତଙ୍କ ସଂଖ୍ୟା ରହୁଛି । ତେବେ ସବୁଠୁ ଅଧିକ ଚିନ୍ତା ବଢ଼ାଇଛି ରାଜଧାନୀ ଭୁବନେଶ୍ବର । ଭୁବନେଶ୍ବରରେ ଆଜି ଚିହ୍ନଟ ହୋଇଛନ୍ତି ୧୦୬୨ କରୋନା ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୭୨ ଜଣ ଥିବା ବେଳେ, ଲୋକାଲ…

ସୁରକ୍ଷା ପାଇଁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

କେନ୍ଦ୍ରାପଡା: କେନ୍ଦ୍ରାପଡାରେ ବାତ୍ୟା ୟାସ୍‌ର ମୁକାବିଲା ପାଇଁ ସଜାଗ ରହିଛି ଜିଲ୍ଲା ପ୍ରଶାସନ । ଜିରୋ କାଜୁଆଲିଟୀକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ତରଫରୁ ଜନ ସାଧାରଣଙ୍କୁ ସୁରକ୍ଷା ଦେବା ପାଇଁ ବ୍ୟାପକ ବ୍ୟବସ୍ଥ ଗ୍ରହଣ କରାଯାଇଛି । ବିଶେଷ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ରାଜନଗର…

ଆକ୍ସିସ୍ ବ୍ୟାଙ୍କରେ ନିଆଁ

ସମ୍ବଲପୁର: ଆକ୍ସିସ୍ ବ୍ୟାଙ୍କରେ ନିଆଁ । ସମ୍ବଲପୁର ବୁଢାରାଜା ଆକ୍ସିସ ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ । ନିଆଁକୁ ଆୟତ୍ତ କରିବାକୁ ଘଟଣାସ୍ଥଳରେ ୩ଟି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି । ନିଆଁର ଭୟାବହତା ଅଧିକ ଥିବା ବେଳେ ଆୟତ କରିବାରେ ସମସ୍ୟା ଉପୁଜିଥିଲା ।…

ମାଡ଼ି ଆସୁଛି ବାତ୍ୟା ୟାସ୍, ପାରାଦୀପଠାରୁ ୨୦୦ କିଲୋମିଟର ଦୂରରେ

ଭୁବନେଶ୍ବର : ମାଡ଼ି ଆସୁଛି ବାତ୍ୟା ୟାସ୍ । ଅତି ଭୟଙ୍କର ରୂପ ନେବା ସହ ଉପକୂଳ ମୁହାଁ ହେଉଛି । ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା । ବର୍ତ୍ତମାନ ବାତ୍ୟା ୟାସ୍ ପାରାଦୀପ ଠାରୁ ୨୦୦ କିଲୋମିଟର ଦୂରରେ ରହିଛି । ସେହିପରି ବାଲେଶ୍ବର ଠାରୁ…

ବାତ୍ୟା ପାଇଁ ଚଣ୍ଡିଖୋଲରୁ ବାଲେଶ୍ବର ମଧ୍ୟରେ ଗାଡ଼ି ଚଳାଚଳ ବନ୍ଦ

ଯାଜପୁର : ଭୟଙ୍କର ରୂପ ନେଇ ମାଡ଼ି ଆସୁଛି ବାତ୍ୟା ୟାସ୍ । ଆସନ୍ତାକାଲି ସକାଳେ ଧାମରା ଅ୍ଚଳରେ ଲ୍ୟାଣ୍ଡଫ୍‌ଲ କରିବ ବାତ୍ୟା । ଏହି ସମୟରେ ପ୍ରବଳ ବର୍ଷା ହେବା ସହିତ ଘଣ୍ଟା ପ୍ରତି ୧୫୫ରୁ ୧୬୫ କିଲୋମିଟର ବେଗରେ ପବନ ବହିବ । ତେବେ ବାତ୍ୟାକୁ ଦୃଷ୍ଟିରେ ରଖି ବଡ଼ ନିଷ୍ପତ୍ତି ନେଇଛି ଯାଜପୁର…

ଭୁଷୁଡିଲା ୩ ମହଲା ଘର

ରାଉରକେଲା: ରାଉରକେଲାରେ ଭୁଷୁଡିଲା ୩ ମହଲା ଘର । ରାଉରକେଲା ସେକ୍ଟର -୨୧ରେ ଥିବା ବ୍ୟାଙ୍କ କଲୋନୀର ତିନି ମହଲା ଘର ଭୁଷୁଡି ପଡଛି । ଏହା ବ୍ୟାଙ୍କ ଅଫ ବରୋଦାର ପୁରୁଣା ପରିତ୍ୟକ୍ତ ବିଲ୍ଡିଂ । ଘଟଣା ସ୍ଥଳରେ ଅଗ୍ନିଶମ ଅଧିକାରୀଙ୍କ ସହ ବହୁ ପୁଲିସ ଅଧିକାରୀ ପହଂଚିଛନ୍ତି । ଭିତରକୁ…

ପାଣି ଭର୍ତ୍ତି ପଥର ଖାଦାନରେ ପଡି ନାବାଳକ ନିଖୋଜ

ବାଙ୍ଗିରିପୋଷି: ଠାକୁରାଣୀ ପାହାଡ ଇଲାକାରୁ ଆସିଲା ଦୁଃଖଦ ଖବର । ପାହାଡରେ ସୃଷ୍ଟି ହୋଇଥିବା କୃତ୍ରିମ ଗାତରେ ବୁଡି ନାବାଳକ ନିଖୋଜ । ପଥର ଖାଦାନର ଗଭୀର ଗାତରେ ପାଣି ଭର୍ତ୍ତି ଥିବାରୁ ପିଲାଟିର ସନ୍ଧାନ ମିଳିପାରିନାହିଁ । ନିଖୋଜ ନାବାଳକ କେଶରପୁର ଗାଁର ମଙ୍ଗଳ ସରେନ । ଗତକାଲି…

ୱେବିନାର ମାଧ୍ୟମରେ କୋରାପୁଟ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଆଲୋଚନାଚକ୍ର

କୋରାପୁଟ : କୋରାପୁଟ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଜିଲ୍ଲାର ଜନଜାତି ଗବେଷକଙ୍କୁ ନେଇ ୱେବିନାର ମାଧ୍ୟମରେ 'ସଂସ୍କୃତି ଏବଂ ସାହିତ୍ୟ ଚର୍ଚ୍ଚା' ଶୀର୍ଷକରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମକୁ ରାଜ୍ୟ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ…

ବାତ୍ୟାଞ୍ଚଳରେ ପୋଲିସର ମହାନତା: ଦେଖନ୍ତୁ, ନବଜାତ ଓ ଗର୍ଭବତୀଙ୍କୁ କେମିତି କରୁଛନ୍ତି ସ୍ଥାନାନ୍ତର

ଭଦ୍ରକ: ମାଡ଼ି ଆସୁଛି ବାତ୍ୟା ୟସ୍ । ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର ହୋଇଛି । ଭଦ୍ରକ ଜିଲ୍ଲାର ବିଭିନ୍ନ ପଞ୍ଚାୟତର ପ୍ରଭାବିତ ଆଶଙ୍କା ଥିବା ଗାଁରୁ ଲୋକଙ୍କୁ ଖାଲି କରାଯାଉଛି । ସୁରକ୍ଷିତ ସ୍ଥାନକୁ ନେଉଛନ୍ତି ପୋଲିସ ଓ ଉଦ୍ଧାରକାରୀ ଟିମ୍ । ବିଶେଷ କରି ଗର୍ଭବତୀ, ନବଜାତ ଓ…