Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାତ୍ୟା ୟଶ ନେଇ ଶ୍ରୀମନ୍ଦିରର ସ୍ଥିତି ଅନୁଧ୍ୟାନ

ପୁରୀ: ବାତ୍ୟା ୟଶ ନେଇ ଶ୍ରୀମନ୍ଦିରର ସ୍ଥିତି ଅନୁଧ୍ୟାନ । ଏଏସଆଇ ସୁପରିଣ୍ଟେଣ୍ଡେଟ ଅରୁଣ ମଲ୍ଲିକ, କୀର୍ତ୍ତନ ଚକଡା ଓ ଜଗମୋହନ ନିକଟରୁ କଢାଯାଉଛି ସ୍କାଫୋଲ୍ଡିଂ, ପ୍ରାୟ ୮୦ଫୁଟର ଲଗାଯାଇଥିବା ଲୁହାଭାରାକୁ କାଢିବା କାର୍ଯ୍ଯରେ ନିୟୋଜିତ ଅଛନ୍ତି ୩୨ଜଣ ଏଏସଆଇ କର୍ମଚାରୀ । ଆଜି ସୁଦ୍ଧା…

ବାତ୍ୟା ୟଶ ନେଇ ବାଲୁକା ଚିତ୍ରକଳା

ପୁରୀ: ବାତ୍ୟା ୟଶକୁ ନେଇ ଭୟର ବାତାବରଣ ଖେଳି ଯାଇଛି । ଅନ୍ୟସ୍ଥାନ ଭଳି ପୁରୀରେ ମଧ୍ୟ ପବନ ସହ ବର୍ଷା ଜାରି ରହିଛି । ସମୁଦ୍ରକୂଳିଆ ଲୋକେ ବେଶୀ ଆତଙ୍କିତ ହୋଇପଡ଼ିଛନ୍ତି । ତେବେ ଭୟଭୀତ ନ ହୋଇ ସୁରକ୍ଷିତ ସ୍ଥାନରେ ରହିବା ସହ ସରକାରଙ୍କ ଗାଇଡ଼ ଲାଇନ ମାନିବାକୁ ବାଲୁକା ଚିତ୍ରକଳା ମାଧ୍ୟମରେ…

ବାତ୍ୟା ୟଶର ମୁକାବିଲା ପାଇଁ ପ୍ରସ୍ତୁତି

ଖୋର୍ଦ୍ଧା : ବାତ୍ୟା ୟଶର ମୁକାବିଲା ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛି। ଧୀରେ ଧୀରେ ପବନର ବେଗ ବଢ଼ୁଥିବାରୁ ଚିଲିକା କୁଳର ଲୋକମାନଙ୍କୁ ସତର୍କ କରିଦିଆଯାଇଛି। କୌଣସି ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳକୁ ନିଆ ଯାଇନାହିଁ। ଆବଶ୍ୟକ ପଡ଼ିଲେ ସ୍ଥାନାନ୍ତର କରାଯିବ ବୋଲି…

ଭଦ୍ରକରେ ବର୍ଷା ଜାରି, ମୁକାବିଲା ପାଇଁ NDRF ପ୍ରସ୍ତୁତ

ଭଦ୍ରକ: ଭଦ୍ରକ ଜିଲ୍ଲାକୁ ଘନେଇଲା ବିପଦ । ଚାନ୍ଦବାଲି ଓ ଧାମରା ମଧରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି ବାତ୍ୟା ୟଶ । ମୁକାବିଲା ପାଇଁ NDRF ପ୍ରସ୍ତୁତ ରହିଛି । ଭଦ୍ରକ ଜିଲ୍ଲାରେ ଗତକାଲି ଠାରୁ ବର୍ଷା ଆରମ୍ଭ ହୋଇଯାଇଛି । ଏହି ବାତ୍ୟା ଏବେ ଉଗ୍ରରୂପ ଧାରଣ କରି ଉପକୂଳ ଓଡ଼ିଶା ଆଡ଼େ…

ସିଲେରୁ ନଦୀରେ ଡଙ୍ଗା ବୁଡି: ଜଣେ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ମାଲକାନଗିରି:ମାଲକାନଗିରି ଆନ୍ଧ୍ର ସିମାନ୍ତ ସିଲେରୁ ନଦୀରେ ଡଙ୍ଗା ବୁଡି । ଚିତ୍ରକୋଣ୍ଡା ବ୍ଳକ୍ ଅନ୍ତର୍ଗତ କନ୍ଧଗୁଡ଼ା ଘାଟରେ ଦୁଇଟି ଦେଶୀ ଡ଼ଙ୍ଗା ବୁଡ଼ି ସାତ ଜଣ ନିଖୋଜ, ଜଣେ ମୃତ, ତିନି ଉଦ୍ଧାର l ଚିତ୍ରକୋଣ୍ଡା ବ୍ଲକ ଗୁଣ୍ଠାୱାଡା ପଞ୍ଚାୟତ କନ୍ଧଗୁଡ଼ା ଓ ଗୁଣ୍ଠାୱାଡା ଗ୍ରାମର ୧୧ ଜଣ…

୨୬ରେ ଦେଖାଯିବ ସୁପର ବ୍ଲଡମୁନ

ଭୁବନେଶ୍ୱର : ଚଳିତ ବର୍ଷ , ମଇ ୨୬ରେ ଦେଖାଯିବ ପ୍ରଥମ ରକ୍ତଚନ୍ଦ୍ରଗ୍ରହଣ । ଏହା , ଏହି ବର୍ଷର ତଥା ଶତାଦ୍ଦୀର ବୃହତ ଚନ୍ଦ୍ରଗ୍ରହଣ ହେବ ଏବଂ  ୨୦୨୧ର ଶେଷ ସୁପରମୁନ୍ ଭାବେ ଦେଖାଯିବ। ଏହି ଚନ୍ଦ୍ରଗ୍ରହଣରେ ପୃଥିବୀର ଛାଇ ଅପରାହ୍ନ ୨ ଟା ୧୬ ମିନିଟରେ ପ୍ରବେଶ କରିବ ଓ ସନ୍ଧ୍ୟା ୭ଟା ୨୦…

ବାତ୍ୟା ମୁକାବିଲା: ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବାଲେଶ୍ୱର ପଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାତ୍ୟା ମୁକାବିଲା ପାଇଁ ସରକାର ଦମ୍ ଲଗାଇ ଦେଇଛନ୍ତି । ପ୍ରଭାବିତ ଆଶଙ୍କା ଥିବା ୪ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ତଳି ଅଞ୍ଚଳ ଓ ବିପଦ ଆଶଙ୍କା ଥିବା ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଉଛି । ବିଦ୍ୟୁତ ଯୋଗାଣକୁ ଫୋକସ୍ ବି…

ବଡ଼ ଖବର: ଧାମରା ପାଖ ଦେଇ କାଲି ସକାଳେ ଗତି କରିବ ବାତ୍ୟା ୟସ୍

ଭୁବନେଶ୍ୱର: ବାତ୍ୟା ୟସର ଲାଣ୍ଡଫଲକୁ ନେଇ ବଡ଼ ଖବର ସାମନାକୁ ଆସିଛି । କାଲି ସକାଳେ ଧାମରା ନିକଟ ଦେଇ ଗତି କରିବ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ । ଏହି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜ ମହାପାତ୍ର । ଅର୍ଥାତ ଉତ୍ତର ଓଡ଼ିଶା ଉପକୂଳର…

ବାତ୍ୟା ପାଇଁ ୬ ଜିଲ୍ଲାରେ ତିନି ଦିନ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ବାତ୍ୟା ୟସ ପାଇଁ ରାଜ୍ୟରେ ବାଧାପ୍ରାପ୍ତ ହେବ ଟିକାକରଣ । ୬ଟି ଜିଲ୍ଲାରେ ଆଜିଠୁ ତିନି ଦିନ ବନ୍ଦ ରହିବ କୋଭିଡ୍ ଟିକାକରଣ । ଏସବୁ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝର । ଆଜିଠାରୁ ୨୭ ତାରିଖ ଯାଏ ଏହି ଜିଲ୍ଲାରେ…

ଆଜି ଓଡ଼ିଶାରୁ କରୋନା ନେଲା ୩୩ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୭

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୩୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୧୨ଟି ଜିଲ୍ଲାରୁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରେ ଦୈନିକ ମୃତ୍ୟୁସଂଖ୍ୟା ବଢୁଛି । ଦିନକରେ ଆଉ ୭ ଜଣ ପ୍ରାଣ ହରାଇଛନ୍ତି । ମୃତକଙ୍କ…