Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁଗମ ଅକ୍ସିଜେନ୍ ଯୋଗାଣ ପାଇଁ ଓଏସ୍‌ଏଲ୍ ପକ୍ଷରୁ ଲଜିଷ୍ଟିକ୍ସ ସହାୟତା

ଭୁବନେଶ୍ୱର: ଓଡ଼ିଶା ଷ୍ଟିଭେଡୋର୍ସ ଲିମିଟେଡ୍ (ଓଏସ୍‌ଏଲ୍‌) ପକ୍ଷରୁ ସୁଗମ ଅକ୍ସିଜେନ୍ ଯୋଗାଣ ପାଇଁ ଲଜିଷ୍ଟିକ୍ସ ସହାୟତା ପ୍ରଦାନ କରାଯାଉଛି। ସୂଚନା ଅନୁଯାୟୀ, ପାରାଦୀପ ପୋର୍ଟ ଟ୍ରଷ୍ଟ ଜରିଆରେ ସିଙ୍ଗାପୁରର ଏମ୍‌ଭି ଆନ୍ନା ମାରିଆ ଦ୍ୱାରା ୪୦ ଲିଟର ଧାରଣ କ୍ଷମତାଯୁକ୍ତ ୨୪ଟି ମେଡିକାଲ୍…

ଭଦ୍ରକ ଜିଲ୍ଲାର ଏହି ଗାଁ ୫ ଦିନ ସଟ୍‌ଡାଉନ୍‌

ଭଦ୍ରକ: ଭଦ୍ରକ ଜିଲ୍ଲାର ଗେଲପୁରର ସରପଞ୍ଚ ମାନସୀ ରାଉତ କରୋନା ସଂକ୍ରମଣକୁ ରୋକିବା ଲାଗି ନଳନଗା ଗାଁକୁ ୫ ଦିନ ଯାଏ ସଟ୍‌ଡାଉନ୍‌ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ୨୪ ମେରୁ ୨୮ ମେ ପର୍ଯ୍ୟନ୍ତ ଲାଗୁ ହେବ। ଏହି ସଟ୍‌ଡାଉନ୍‌ ଗାଁର ଚାରୋଟି ୱାର୍ଡରେ କାର୍ଯ୍ୟକାରୀ ହେବ…

ପୁରୀ ସମୁଦ୍ରକୂଳରେ ମାଛ ମଡକ

ପୁରୀ: ପୁରୀ ସମୁଦ୍ରକୂଳରେ ମାଛ ମଡକ । ସମୁଦ୍ରକୂଳରେ ପଡ଼ିରହିଛି କୁଢ଼ କୁଢ଼ ମାଛ । ଏହାକୁ ନେଇ ସାଧାରଣରେ ଚର୍ଚ୍ଚା ଜୋର ଧରିଥିବା ବେଳେ ମାଛ ମଡ଼କକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି | ତେବେ ଏହି ମାଛ ଗୁଡିକ ପଥର ମୁଣ୍ଡି ପ୍ରଜାତିର ହୋଇଥିବା ବେଳେ ଏହାର ମୃତ୍ୟୁର ପ୍ରକୃତ କାରଣ କଣ…

ସାତକୋଶିଆରେ ନୂଆ ଅତିଥି

ଅନୁଗୁଳ - ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ପାଇଁ ଖୁସି ଖବର । ସାତକୋଶିଆ ଗଣ୍ଡର ପ୍ରାକୃତିକ ଆବାସ ସ୍ଥଳୀରେ ପୁଣି ଥରେ ବିରଳ ଘଡ଼ିଆଳ କୁମ୍ଭୀର ଜନ୍ମ ନେଇଛନ୍ତି । ସାତକୋଶିଆର ଟିକରପଡା ବନ୍ୟପ୍ରାଣୀ ବନାଞ୍ଚଳ ମହାନଦୀର ବଳଦମରା ପାଖରେ ଶନିବାର ଏକ ମାଆ ଘଡ଼ିଆଳ ସହ କିଛି ନବଜାତକ ଘଡ଼ିଆଳ…

ବୁଲା ଗାଈଗୋରୁ ଓ କୁକୁରଙ୍କ ଖାଦ୍ୟ ପାଇଁ ଆଉ ୫୫ ଲକ୍ଷ ଟଙ୍କା ମଞ୍ଜୁର

ଭୁବନେଶ୍ୱର: କୋଭିଡ୍ମ ହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ…

ବାଲେଶ୍ୱରରେ ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ସ୍ୱତନ୍ତ୍ର ରିଲିଫ କମିଶନର

ବାଲେଶ୍ୱର: ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ନେଇ ଜିଲ୍ଲାସ୍ତରରେ ବସୁଛି ଘନ ଘନ ବୈଠକ । ଆଜି ବାଲେଶ୍ୱରରେ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ଜିଲ୍ଲାପାଳ, ଏସପି ଓ ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କ ସହ ପ୍ରସ୍ତୁତି ନେଇ ପୁଙ୍ଖାନୁପୁଙ୍ଖ…

ଭୁବନେଶ୍ୱର ପୋଖରୀପୁଟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ବହୁ ଉଠା ଦୋକାନ

ଭୁବନେଶ୍ୱର: ପୋଖରୀପୁଟ ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ବହୁ ଉଠା ଦୋକାନ । ମଧୁସୂଦନ ପାର୍କ ନିକଟରେ ଏହି ଅଗ୍ନିକାଣ୍ଡ ହୋଇଛି । ହୁ ହୁ ହୋଇ ଜଳିଗଲା ଗୋଟିଏ ପରେ ଗୋଟିଏ ଦୋକାନ । କିଛି ସମୟ ଭିତରେ ନିଆଁ ଆଁରେ ଚାଲିଗଲା ବହୁ ଦୋକାନ ଘର । ଖରବ ପାଇଁ ଘଟଣାସ୍ଥଳରେ…

ଲକଡାଉନ୍ ରାତିରେ ମାତିଲେ ଲୁଟେରା: ମନ୍ଦିରରୁ ରୁପା ମୁକୁଟ ଓ ଟଙ୍କା ନେଇ ଛୁ

ଯାଜପୁର: ଲକଡାଉନ୍ ରାତିରେ ସବୁଆଡ଼େ ଶୂନଶାନ । ଏହାର ଫାଇଦା ନେଇ ମନ୍ଦିରରୁ ଲୁଟ୍ । ଜଗନ୍ନାଥ ମନ୍ଦିର ତାଲା ଭାଙ୍ଗି ଦୁର୍ବୃତ୍ତ ରୁପା ମୁକୁଟ ଓ ଟଙ୍କା ନେଇ ଚମ୍ପଟ ମାରିଛନ୍ତି । ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ସ୍ଥିତ ଜଗନ୍ନାଥ ମନ୍ଦିରରୁ ଗତକାଲି ରାତିରେ ଏହି ଲୁଟ୍ ହୋଇଛି । ବିଳମ୍ବିତ…

ନକଲି ମଦ କାରଖାନାରେ ଚଢ଼ାଉ

ଭଦ୍ରକ: ଭଦ୍ରକରେ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଦ୍ଵାରା ବହୁ ପରିମାଣରେ ନକଲି ବିଦେଶୀ ମଦ ସହ ୨ ଜଣ ଗିରଫ । ନକଲି ବିଦେଶୀ ମଦ ତିଆରି କାରଖାନା ଉପରେ ଚଢ଼ାଉ କରାଯାଇଛି । ଏହି ଘଟଣାରେ ସଂପୃକ୍ତି ନେଇ ଦୁଇ ଜଣ ଗିରଫ ଗିରଫ ହୋଇଛନ୍ତି ।  କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ…

ଗୋଟିଏ କ୍ଲିକରେ ପଢ଼ନ୍ତୁ ସକାଳର ୫ଟି ଗୁରୁତ୍ୱପୂର୍ଣ୍ଣ ଖବର

ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଆଜି ଅବପାତର ରୂପ ନେବ । ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍ ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ଆଶଙ୍କା ରହିଛି । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୫ ତାରିଖ ବେଳକୁ ଅତି ଭୟଙ୍କର ବାତ୍ୟାର ରୂପ ନେବ । ୨୬…