Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୈନିକ ୭୦ ହଜାର କୋଭିଡ୍ ଟେଷ୍ଟ ଦିଗରେ ବଢୁଛି ଓଡ଼ିଶା, ବଢୁଛି ପଜିଟିଭ୍ କେସ୍

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଟେଷ୍ଟିଂ । ଦୈନିକ ୭୦ ହଜାର ଲକ୍ଷ୍ୟରେ ବଢୁଛି ଓଡ଼ିଶା । ଗତ କିଛି ଦିନ ହେବ ୬୦ହଜାରରୁ ଅଧିକ ଟେଷ୍ଟ ହେଉଥିଲା । ଗତ ୨୪ ଘଣ୍ଟାରେ ୬୭ହଜାର ୧୫୬ ନମୁନା ପରୀକ୍ଷା କରାଯାଇଛି । ଚିହ୍ନଟ ହୋଇଛନ୍ତି ୧୨ହଜାର ୮୫୨ ନୂଆ ଆକ୍ରାନ୍ତ । ଗତକାଲି ୬୦ହଜାର ୭୫୯…

ବାତ୍ୟା ମୁକାବିଲା: କେଉଁ ଜିଲ୍ଲାରେ ମୁତୟନ ରହିବେ କେତୋଟି NDRF ଟିମ୍ ?

ଭୁବନେଶ୍ୱର: ବାତ୍ୟା ମୁକାବିଲା ପାଇଁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବ୍ୟାପକ ପ୍ରସ୍ତୁତି ହେଲାଣି । ପ୍ରଭାବିତ ହେବାକୁ ଥିବା ଜିଲ୍ଲାକୁ ଯିବେ ଏନଡିଆରଏଫ୍, ଓଡ୍ରାଫ ଓ ଅଗ୍ନିଶନ ବିହାନୀ ଟିମ୍ । ୨୨ଟି ଏନଡିଆରଏଫ୍ ଟିମରୁ ବାଲେଶ୍ୱର ଜିଲ୍ଲାକୁ ୭ଟି ଟିମ୍ ଯିବେ । ସେହିପରି ଭଦ୍ରକକୁ ୪,…

ବାତ୍ୟା ମୁକାବିଲା: ଆଜି ପ୍ରଭାବିତ ଜିଲ୍ଲାକୁ ଯିବେ NDRF, ଓଡ୍ରାଫ ଓ ଅଗ୍ନିଶମ ବାହିନୀ

ଭୁବନେଶ୍ୱର: ବାତ୍ୟା ୟସ୍ ମୁକାବିଲା ନେଇ ପ୍ରଶାସନିକ ସ୍ତରରେ ସବୁ ପ୍ରକାର ପ୍ରସ୍ତୁତି  କରାଯାଇଛି । ବରିଷ୍ଠ ଅଧିକାରୀ ଜିଲ୍ଲାସ୍ତରରେ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସଜାଗ ଅଛନ୍ତି ଏନଡିଆରଏଫ୍, ଓଡ୍ରାଫ ଓ ଅଗ୍ନିଶମ ବାହିନୀ । ଆଜି ପ୍ରଭାବିତ ଆଶଙ୍କା ଥିବା ଉପକୂଳବର୍ତ୍ତୀ ଜିଲ୍ଲାର…

ଦିନକରେ ଓଡ଼ିଶାରୁ କରୋନା ନେଲା ରେକର୍ଡ ୨୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସହ ଦୈନିକ ମୃତ୍ୟସଂଖ୍ୟା ବି ରେକର୍ଡ ସ୍ତର ଛୁଇଁଛି । ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ପାର କରିଥିବା ବେଳେ ମୃତ୍ୟୁସଂଖ୍ୟା ବି ବର୍ତ୍ତମାନ ସୁଦ୍ଧା ଦିନକରେ ଅଧିକ । କରୋନା ଓଡ଼ିଶାରୁ ନେଇଛି ଦିନକରେ ସର୍ବାଧିକ ୨୮ ଜୀବନ । ୧୧ ଜିଲ୍ଲାରୁ…

ବାତ୍ୟା ୟସ୍ ମୁକାବିଲା ପ୍ରସ୍ତୁତିର ଆଜି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଆସୁଥିବା ବାତ୍ୟା ୟସ୍ ମୁକାବିଲା ପ୍ରସ୍ତୁତିର ଆଜି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସକାଳ ୧୧ଟାରେ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିବେ । ଏହି ବୈଠକରେ ବିଭିନ୍ନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଅନ୍ୟ ବିଭାଗର ମନ୍ତ୍ରୀ ଓ ବରିଷ୍ଠ…

ସଂକ୍ରମଣରେ ରେକର୍ଡ ଭାଙ୍ଗିଲା କରୋନା, ୨୪ ଘଣ୍ଟାରେ ୧୨ ହଜାର ୮୨୫ ଜଣ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସମାନ୍ତରାଳ ସ୍ଥିତିରେ ଥିବାବେଳେ ମାମଲା ବଢ଼ିଛି । ୨୪ ଘଣ୍ଟାରେ ୧୨ ହଜାର ୮୨୫ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୭ ହଜାର ୧୯୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ହଜାର ୬୫୭ଟି ମାମଲା ସ୍ଥାନୀୟ ସଂକ୍ରମଣ । ସବୁଦିନ…

୨୪ ଘଣ୍ଟାରେ ବାତ୍ୟା ‘ୟଶ’ର ରୂପ ନେବ ଲଘୁଚାପ, ଏବେ ବଙ୍ଗୋପସାଗରରେ ଗୋଟାଉଛି ବଳ

ଭୁବନେଶ୍ୱର: ପୂର୍ବକେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଆଜି ଅବପାତର ରୂପ ନେବ । ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍ ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ଆଶଙ୍କା ରହିଛି । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୫ ତାରିଖ ବେଳକୁ ଅତି ଭୟଙ୍କର ବାତ୍ୟାର ରୂପ…

କୋଭିଡ୍ ଟେଷ୍ଟକୁ ନେଇ ପାଟିତୁଣ୍ଡ

ରଣପୁର: ଗାଁରେ କୋଭିଡ୍ ଟେଷ୍ଟକୁ ନେଇ ଉତେଜନା । ମୟୁରଝାଲିଆ ଗ୍ରାମରେ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ଡାକ୍ତରଙ୍କୁ ଅଟକ ରଖିଲେ ଗାଁର ଲୋକେ । ରଣପୁର ମୟୁରଝାଲିଆ ଗାଁରେ ଗତ ୩ ଦିନ ତଳେ ୨୪ ଜଣଙ୍କର RTPCR ମାଧ୍ୟ୍ୟମରେ କୋଭିଡ୍ ଟେଷ୍ଟ କରାଯାଇଥିଲା । ସେହି ଟେଷ୍ଟ ବେଳେ ୨୦ ଜଣଙ୍କର କୋଭିଡ୍…

ସ୍ୱାମୀର କାଠ ଫାଳିଆରେ ସ୍ତ୍ରୀ ମୃତ

କାମାକ୍ଷାନଗର: ସ୍ୱାମୀର କାଠ ଫାଳିଆରେ ସ୍ତ୍ରୀ ମୃତ । ନିଜର ଗର୍ଭବତୀ ସ୍ତ୍ରୀକୁ କାଠ ଫାଳିଆ ରେ ବାଡେଇ ମାରିଲା ପିଶାଚ ସ୍ବାମୀ । ଏହି ଘଟଣା ଦେଖିବାକୁ ମିଳିଛି କାମାକ୍ଷାନଗର ଥାନା ବାଙ୍ଗୁରା ଗାଁରେ । ପାରିବାରିକ କଳହକୁ କେନ୍ଦ୍ର କରି ଗାଁର ବିକ୍ରମ ନାଏକ ନିଜ ସ୍ତ୍ରୀ ବର୍ଷା ନାଏକକୁ ଏକ…

ପାଉଡ଼ି ଭୂୟାଁ ଜନଜାତିଙ୍କ ସୁରକ୍ଷା ଚିନ୍ତା

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ବଣାଇଁ ଉପଖଣ୍ଡ ଅଞ୍ଚଳରେ ବସବାସ କରୁଥିବା ପାଉଡ଼ି ଭୂୟାଁ ସଂପ୍ରଦାୟ ଲୋକଙ୍କ ସୁରକ୍ଷା ଚିନ୍ତା । କରୋନା ସଂକ୍ରମଣ ବଢୁଥିବା ବେଳେ ଏମାନଙ୍କ ଲାଗି ନିଆଯାଇଛି ପଦକ୍ଷେପ । ସେମାନଙ୍କ ସୁରକ୍ଷା ସହ କରୋନା ଚେନ୍ ଭାଙ୍ଗିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ…