Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୧୦୪୧ କରୋନା ପଜିଟିଭ୍

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବର ପାଇଁ ଚିନ୍ତା ବଢ଼ାଇଛି ମହାମାରୀ କରୋନା । ପ୍ରତିଦିନ ଏଠାରୁ ସଂଖ୍ୟାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହି କ୍ରମରେ ଆଜି ଭୁବନେଶ୍ବର ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୧୦୪୧ ପଜିଟିଭ । କ୍ବାରେଣ୍ଟାଇନରୁ ୧୫୧ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୮୯୦ ।…

ସମ୍ଭାବ୍ୟ ବାତ୍ୟା ‘ୟଶ’; ଭଦ୍ରକରେ ପହଞ୍ଚିଲେ ୪ ଏନଡିଆରଏଫ୍ ଟିମ୍

ଭଦ୍ରକ: ସମ୍ଭାବ୍ୟ ବାତ୍ୟା 'ୟଶ' ପୂର୍ବରୁ ଭଦ୍ରକରେ ପହଞ୍ଚିଛନ୍ତି ଘଊଜୠର ଗୋଟିଏ ଟିମ। ବାତ୍ୟା ମୁକାବିଲା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସୂଚନା ଅନୁଯାୟୀ, ଜିଲ୍ଲାପାଳ ଜ୍ଞାନ ଦାସ ଶନିବାର ହୋଇଥିବା ଏକ ଜରୁରୀ ବୈଠକରେ ସମସ୍ତ ବିଭାଗର ଅଧିକାରୀ…

ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୧୫ରୁ ଅଧିକ ଅସୁସ୍ଥ

ପାରାଦୀପ: ପାରାଦୀପ ଗଡ଼ ଶିଳ୍ପାଞ୍ଚଳରେ ଏକ ଚିଙ୍ଗୁଡ଼ି ପ୍ରକ୍ରିୟାକରଣ କାରଖାନାରେ ବିଷାକ୍ତ ଆମୋନିଆ ଗ୍ୟାସ ନିର୍ଗତ ହୋଇଛି। ଫଳରେ ପ୍ରାୟ ୧୫ ଜଣ ବ୍ୟକ୍ତି ଅସୁସ୍ଥ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇପଡିଛନ୍ତି। ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ବିଷାକ୍ତ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୬୨୭ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଥମିବାର ନାଁ ନେଉନି ମହାମାରୀ କରୋନା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ଆଉ ୧୧ ହଜାର ୬୨୭ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…

ଅବପାତ ରୂପ ନେଲା ବାତ୍ୟା ‘ୟଶ’, ପାରାଦୀପ-ସାଗରଦୀପ ମଝିରେ କରିବ ଲ୍ୟାଣ୍ଡଫଲ

ଭୁବନେଶ୍ବର : ବଳ ଗୋଟାଉଛି ବାତ୍ୟା ‘ୟଶ’ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ପରେ ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲି ବାତ୍ୟାର ରୂପ ନେବ ‘ୟଶ’ । ସେହିପରି ୨୫ ତାରିଖରେ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର…

କେତେଦିନ ଚାଲିବ ଲାଲ୍ ସେନାର ଆତଙ୍କରାଜ ?

ମାଲକାନଗିରି: ରକ୍ତମୁଖା ଲାଲ୍ ସେନାର ଭିତ୍ତିହୀନ ଆନ୍ଦୋଳନ । ପ୍ରତିଦିନ ସରକାରୀ ସମ୍ପତ୍ତି ଧ୍ୱଂସ କରି ନିଜ ଲକ୍ଷ୍ୟହୀନ ଆନ୍ଦୋଳନର ଦ୍ୱାହି ଦେଉଛି । ପୁଣିଥରେ ଛତିଶଗଡ ବିଜାପୁର ଜିଲ୍ଲାରେ ମାଓବାଦୀ ହିଂସାକାଣ୍ଡ ଘଟାଇଛନ୍ତି । ସୂଚନା ଅନୁଯାୟୀ ଉନ୍ନୟନ ମୂଳକ କାମକୁ ବିରୋଧ କରି ବିଜାପୁର…

ସୁଗମ ଅକ୍ସିଜେନ୍ ଯୋଗାଣ ପାଇଁ ଓଏସ୍‌ଏଲ୍ ପକ୍ଷରୁ ଲଜିଷ୍ଟିକ୍ସ ସହାୟତା

ଭୁବନେଶ୍ୱର: ଓଡ଼ିଶା ଷ୍ଟିଭେଡୋର୍ସ ଲିମିଟେଡ୍ (ଓଏସ୍‌ଏଲ୍‌) ପକ୍ଷରୁ ସୁଗମ ଅକ୍ସିଜେନ୍ ଯୋଗାଣ ପାଇଁ ଲଜିଷ୍ଟିକ୍ସ ସହାୟତା ପ୍ରଦାନ କରାଯାଉଛି। ସୂଚନା ଅନୁଯାୟୀ, ପାରାଦୀପ ପୋର୍ଟ ଟ୍ରଷ୍ଟ ଜରିଆରେ ସିଙ୍ଗାପୁରର ଏମ୍‌ଭି ଆନ୍ନା ମାରିଆ ଦ୍ୱାରା ୪୦ ଲିଟର ଧାରଣ କ୍ଷମତାଯୁକ୍ତ ୨୪ଟି ମେଡିକାଲ୍…

ଭଦ୍ରକ ଜିଲ୍ଲାର ଏହି ଗାଁ ୫ ଦିନ ସଟ୍‌ଡାଉନ୍‌

ଭଦ୍ରକ: ଭଦ୍ରକ ଜିଲ୍ଲାର ଗେଲପୁରର ସରପଞ୍ଚ ମାନସୀ ରାଉତ କରୋନା ସଂକ୍ରମଣକୁ ରୋକିବା ଲାଗି ନଳନଗା ଗାଁକୁ ୫ ଦିନ ଯାଏ ସଟ୍‌ଡାଉନ୍‌ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ୨୪ ମେରୁ ୨୮ ମେ ପର୍ଯ୍ୟନ୍ତ ଲାଗୁ ହେବ। ଏହି ସଟ୍‌ଡାଉନ୍‌ ଗାଁର ଚାରୋଟି ୱାର୍ଡରେ କାର୍ଯ୍ୟକାରୀ ହେବ…

ପୁରୀ ସମୁଦ୍ରକୂଳରେ ମାଛ ମଡକ

ପୁରୀ: ପୁରୀ ସମୁଦ୍ରକୂଳରେ ମାଛ ମଡକ । ସମୁଦ୍ରକୂଳରେ ପଡ଼ିରହିଛି କୁଢ଼ କୁଢ଼ ମାଛ । ଏହାକୁ ନେଇ ସାଧାରଣରେ ଚର୍ଚ୍ଚା ଜୋର ଧରିଥିବା ବେଳେ ମାଛ ମଡ଼କକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି | ତେବେ ଏହି ମାଛ ଗୁଡିକ ପଥର ମୁଣ୍ଡି ପ୍ରଜାତିର ହୋଇଥିବା ବେଳେ ଏହାର ମୃତ୍ୟୁର ପ୍ରକୃତ କାରଣ କଣ…

ସାତକୋଶିଆରେ ନୂଆ ଅତିଥି

ଅନୁଗୁଳ - ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ପାଇଁ ଖୁସି ଖବର । ସାତକୋଶିଆ ଗଣ୍ଡର ପ୍ରାକୃତିକ ଆବାସ ସ୍ଥଳୀରେ ପୁଣି ଥରେ ବିରଳ ଘଡ଼ିଆଳ କୁମ୍ଭୀର ଜନ୍ମ ନେଇଛନ୍ତି । ସାତକୋଶିଆର ଟିକରପଡା ବନ୍ୟପ୍ରାଣୀ ବନାଞ୍ଚଳ ମହାନଦୀର ବଳଦମରା ପାଖରେ ଶନିବାର ଏକ ମାଆ ଘଡ଼ିଆଳ ସହ କିଛି ନବଜାତକ ଘଡ଼ିଆଳ…