Latest Odisha News

BREAKING NEWS

Browsing Category

ଓଡିଶା

Odisha

Weather Update: ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଉପକୂଳ ଓଡ଼ିଶା ଅତିକ୍ରମ କରିବ । ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି…

Utkal university: ପୁଣି ଅଶାନ୍ତ ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌; ଘଟଣାସ୍ଥଳରେ ପୋଲିସ

ଭୁବନେଶ୍ବର: ସେପ୍ଟେମ୍ବର ୪ ସୁଦ୍ଧା ହଷ୍ଟେଲ୍‌ ଛାଡ଼ିବାକୁ ନୋଟିସ୍‌ ଲାଗିବାର ୨୪ ଘଣ୍ଟା ଭିତରେ ଉତ୍କଳ ବିଶ୍ବବିଦ୍ୟାଳୟ ଅଶାନ୍ତ ହୋଇ ଉଠିଛି । ମଙ୍ଗଳବାର ରାତି ପ୍ରାୟ ଆଠ ପର ଠାରୁ ଏହି ଉତ୍ତେଜନା ବୃଦ୍ଧି ପାଇଛି । ଖବର ଅନୁସାରେ ଅଣଛାତ୍ରମାନେ ଏକ ନମ୍ବର ହଷ୍ଟେଲ ବା ‘ଗୋପବନ୍ଧୁ…

୭ ତାରିଖ ଚନ୍ଦ୍ରଗ୍ରହଣ ନେଇ ନୀତି ନିର୍ଘଣ୍ଟ; ଦିନ ୧୨ଟା ୫୭ରୁ ପାକ ତ୍ୟାଗ…

ପୁରୀ:ଛତିଶା ନିଯୋଗ ବୈଠକରେ ୭ ତାରିଖ ରବିବାର ଚନ୍ଦ୍ରଗ୍ରହଣ ନେଇ ନୀତି ନିର୍ଘଣ୍ଟ ହୋଇଛି । ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଆସନ୍ତା ୭ ତାରିଖ ଦିନ ୧୨ ଟା ୩୦ ସୁଦ୍ଧା ସମସ୍ତ ନୀତିକାନ୍ତି ଅନୁଷ୍ଠିତ ହେବ । ଏହା ପରେ ୧୨ଟା ୫୭ରୁ ପାକ ତ୍ୟାଗ କରାଯିବ। କୌଣସି ଦେବ ନୀତି କରାଯିବ…

ଅଙ୍ଗନବାଡି କେନ୍ଦ୍ରରେ ଚିନି ବୋର୍ଡ ସ୍ଥାପନ, ଜାଣନ୍ତୁ କଣ ରହିଛି ଖାସ୍

ଭୁବନେଶ୍ୱର: ଶିଶୁ ଏବଂ ଗୋଷ୍ଠୀ ମଧ୍ୟରେ ଚିନିର ଅତ୍ୟଧିକ ବ୍ୟବହାରକୁ ରୋକିବା ପାଇଁ ଓଡ଼ିଶା ସରକାର ଅଙ୍ଗନବାଡି କେନ୍ଦ୍ରରେ ଚିନି ବୋର୍ଡ ସ୍ଥାପନ କରିଛନ୍ତି। ଏହି ପଦକ୍ଷେପ ଅଧୀନରେ ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରରେ ସୂଚନାପ୍ରଦ ଏବଂ ଦୃଶ୍ୟାତ୍ମକ ରୂପରେ ଚିନି ବୋର୍ଡ ସ୍ଥାପନ କରାଯାଉଛି।…

ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସମେତ ୭ ଗିରଫ

ଗଜପତି: ୯ଲକ୍ଷ ଟଙ୍କା ଲୁଟ ଅଭିଯୋଗରେ ତିନି ଜଣ ହୋମଗାର୍ଡଙ୍କ ସମେତ ସାତ ଜଣ ଗିରଫ ହୋଇଛନ୍ତି। ଗଜପତି ଜିଲ୍ଲାର ଗାରାବନ୍ଧାର ଟି ଉମା ରେଡ୍ଡି ନାମକ ଜଣେ ବ୍ୟବସାୟୀ ସୋମବାର ଦିନ ତାଙ୍କ ଦୁଇ ବନ୍ଧୁ ଓ ଡ୍ରାଇଭରଙ୍କ ସହ ଜୟପୁରରୁ ରାୟଗଡା ଯାଉଥିଲେ। ସେହି ସମୟରେ ରାଫାକୋଣା ଛକ ନିକଟରେ…

ପାର୍ବଣ ପୂର୍ବରୁ ଗ୍ୟାଙ୍ଗ୍‌ଷ୍ଟାର୍ ସକିଲର ଆତ୍ମସମର୍ପଣ

କଟକ:କଟକ ସହରର ଆଇନ ଶୃଙ୍ଖଳାକୁ ନଜରରେ ରଖି ପେଶାଦାର ଅପରାଧୀଙ୍କୁ ସ୍କାନରରେ ରଖିଛି କମିଶନରେଟ୍ ପୋଲିସ । ଏହି ସମୟରେ ଦୁର୍ଦ୍ଦାନ୍ତ ଅପରାଧୀ ମହମ୍ମଦ ସକିଲ କରିଛି ଆତ୍ମସମର୍ପଣ । ମଙ୍ଗଳାବାଗ ଥାନାର ଏକ ମାମଲାରେ ଆତ୍ମସମର୍ପଣ ସୂଚନା ରହିଛି । କଟକ JMFCରେ ସକିଲର ଆତ୍ମସମର୍ପଣ କରିଛି ।…

ଫୁଲବାଣୀ ଓ ତାଳଚେର ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢା

ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି। ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି। ଫୁଲବାଣୀ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ ଟି ସିଟ୍ ଅନୁମୋଦିତ ହୋଇଥିବା ବେଳେ ତାଳଚେର ସ୍ଥିତ ପବିତ୍ର ମୋହନ ପ୍ରଧାନ ସରକାରୀ ମେଡିକାଲ…

୫୬ତମ ଜିଏସଟିି ବୈଠକରେ ଯୋଗ ଦେବେ ଓଡ଼ିଶା ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ସାମଗ୍ରୀ ଏବଂ ସେବା ଟିକସ (ଜିଏସଟିି) ପରିଷଦର ୫୬ତମ ବୈଠକ ବୁଧବାର ଦିନ ନୂଆଦିଲ୍ଲୀରେ ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ବୈଠକରେ ଅଧ୍ୟକ୍ଷତା କରିବେ। ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ପରିଷଦର…

‘ମହିଳାଙ୍କ ମୃତ୍ୟୁ ପାଇଁ ରାଜ୍ୟ ସରକାର ଦାୟୀ’

ଭୁବନେଶ୍ୱର:ଗୋଟିଏ ଘରୋଇ ଆମ୍ୱୁଲାନ୍ସରେ ଜଣେ ଗୁରୁତର ଅସୁସ୍ଥ ମହିଳାଙ୍କୁ କଟକ ବଡ଼ ମେଡିକାଲକୁ ଅଣାଯାଉଥିବା ବେଳେ ହଠାତ ଅକ୍ସିଜେନ ଶେଷ ହୋଇଯିବାରୁ ମୃତ୍ୟୁ ହୋଇଥିବା ଖବର ସମଗ୍ର ରାଜ୍ୟବାସୀଙ୍କୁ ବ୍ୟଥିତ କରିଛି । ରାଜ୍ୟରେ ୧୦୮ ଆମ୍ୱୁଲାନ୍ସ ସେବା ଗତ ଏକବର୍ଷ ଭିତରେ ବିପର୍ଯ୍ୟସ୍ତ ହୋଇଥିବା…

ପୂର୍ବତଟ ରେଳପଥ ପକ୍ଷରୁ ପୁରୀକୁ ଏହିସବୁ ସ୍ପେଶାଲ୍ ଟ୍ରେନର ଅବଧି ବୃଦ୍ଧି

ଭୁବନେଶ୍ୱର: ପୂର୍ବତଟ ରେଳପଥ (ECoR) ଯାତ୍ରା ସୁବିଧା ଏବଂ ବର୍ଦ୍ଧିତ ଯାତ୍ରୀ ଚାହିଦା ପୂରଣ କରିବା ପାଇଁ କିଛି ସ୍ୱତନ୍ତ୍ର ଟ୍ରେନର ଚଳାଚଳ ଅବଧି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଜାଣନ୍ତୁ କେଉଁ ସବୁ ଟ୍ରେନ... ୧.ଟ୍ରେନ୍ ନମ୍ବର ୦୮୦୧୧/୦୮୦୧୨ ଭଞ୍ଜପୁର-ପୁରୀ-ଭଞ୍ଜପୁର…