Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାତ୍ୟା ୟସ୍ ମୁକାବିଲା ପ୍ରସ୍ତୁତିର ଆଜି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଆସୁଥିବା ବାତ୍ୟା ୟସ୍ ମୁକାବିଲା ପ୍ରସ୍ତୁତିର ଆଜି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସକାଳ ୧୧ଟାରେ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିବେ । ଏହି ବୈଠକରେ ବିଭିନ୍ନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଅନ୍ୟ ବିଭାଗର ମନ୍ତ୍ରୀ ଓ ବରିଷ୍ଠ…

ସଂକ୍ରମଣରେ ରେକର୍ଡ ଭାଙ୍ଗିଲା କରୋନା, ୨୪ ଘଣ୍ଟାରେ ୧୨ ହଜାର ୮୨୫ ଜଣ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସମାନ୍ତରାଳ ସ୍ଥିତିରେ ଥିବାବେଳେ ମାମଲା ବଢ଼ିଛି । ୨୪ ଘଣ୍ଟାରେ ୧୨ ହଜାର ୮୨୫ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୭ ହଜାର ୧୯୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ହଜାର ୬୫୭ଟି ମାମଲା ସ୍ଥାନୀୟ ସଂକ୍ରମଣ । ସବୁଦିନ…

୨୪ ଘଣ୍ଟାରେ ବାତ୍ୟା ‘ୟଶ’ର ରୂପ ନେବ ଲଘୁଚାପ, ଏବେ ବଙ୍ଗୋପସାଗରରେ ଗୋଟାଉଛି ବଳ

ଭୁବନେଶ୍ୱର: ପୂର୍ବକେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଆଜି ଅବପାତର ରୂପ ନେବ । ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍ ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ଆଶଙ୍କା ରହିଛି । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୫ ତାରିଖ ବେଳକୁ ଅତି ଭୟଙ୍କର ବାତ୍ୟାର ରୂପ…

କୋଭିଡ୍ ଟେଷ୍ଟକୁ ନେଇ ପାଟିତୁଣ୍ଡ

ରଣପୁର: ଗାଁରେ କୋଭିଡ୍ ଟେଷ୍ଟକୁ ନେଇ ଉତେଜନା । ମୟୁରଝାଲିଆ ଗ୍ରାମରେ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ଡାକ୍ତରଙ୍କୁ ଅଟକ ରଖିଲେ ଗାଁର ଲୋକେ । ରଣପୁର ମୟୁରଝାଲିଆ ଗାଁରେ ଗତ ୩ ଦିନ ତଳେ ୨୪ ଜଣଙ୍କର RTPCR ମାଧ୍ୟ୍ୟମରେ କୋଭିଡ୍ ଟେଷ୍ଟ କରାଯାଇଥିଲା । ସେହି ଟେଷ୍ଟ ବେଳେ ୨୦ ଜଣଙ୍କର କୋଭିଡ୍…

ସ୍ୱାମୀର କାଠ ଫାଳିଆରେ ସ୍ତ୍ରୀ ମୃତ

କାମାକ୍ଷାନଗର: ସ୍ୱାମୀର କାଠ ଫାଳିଆରେ ସ୍ତ୍ରୀ ମୃତ । ନିଜର ଗର୍ଭବତୀ ସ୍ତ୍ରୀକୁ କାଠ ଫାଳିଆ ରେ ବାଡେଇ ମାରିଲା ପିଶାଚ ସ୍ବାମୀ । ଏହି ଘଟଣା ଦେଖିବାକୁ ମିଳିଛି କାମାକ୍ଷାନଗର ଥାନା ବାଙ୍ଗୁରା ଗାଁରେ । ପାରିବାରିକ କଳହକୁ କେନ୍ଦ୍ର କରି ଗାଁର ବିକ୍ରମ ନାଏକ ନିଜ ସ୍ତ୍ରୀ ବର୍ଷା ନାଏକକୁ ଏକ…

ପାଉଡ଼ି ଭୂୟାଁ ଜନଜାତିଙ୍କ ସୁରକ୍ଷା ଚିନ୍ତା

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ବଣାଇଁ ଉପଖଣ୍ଡ ଅଞ୍ଚଳରେ ବସବାସ କରୁଥିବା ପାଉଡ଼ି ଭୂୟାଁ ସଂପ୍ରଦାୟ ଲୋକଙ୍କ ସୁରକ୍ଷା ଚିନ୍ତା । କରୋନା ସଂକ୍ରମଣ ବଢୁଥିବା ବେଳେ ଏମାନଙ୍କ ଲାଗି ନିଆଯାଇଛି ପଦକ୍ଷେପ । ସେମାନଙ୍କ ସୁରକ୍ଷା ସହ କରୋନା ଚେନ୍ ଭାଙ୍ଗିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ…

ସମ୍ଭାବ୍ୟ ବାତ୍ୟା “ୟସ” ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ

ଭଦ୍ରକ: ଆସନ୍ନ ବାତ୍ୟା ୟସକୁ ନେଇ ଜାଗତିଆର ଓଡିଶା ରାଜ୍ୟ । ଉପକୂଳବର୍ତ୍ତି ଜିଲ୍ଲାଗୁଡିକ ବାତ୍ୟା ମୁକିବାଲି ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି । ଏହି ଧାରାରେ ସାମିଲ ହୋଇ ଭଦ୍ରକ ଜିଲ୍ଲା ପ୍ରଶାସନ ବ୍ୟାପକ ପ୍ରସ୍ତୁତି କରିଥିବା ସୂଚନା ରହିଛି । ସମୁଦ୍ର ତଟବର୍ତ୍ତି ଦୁଇଟି ବ୍ଲକ…

ଛତିଶଗଡରେ ମାଓବାଦୀ ଓ ଯବାନ ମୁହାଁମୁହିଁ, ଜଣେ ନକ୍ସଲ ନିହତ

ମାଲକାନଗିରି: ଛତିଶଗଡ ସୀମାନ୍ତ ଦନ୍ତେୱାଡା ଜିଲ୍ଲାରେ ଏନକାଉଣ୍ଟର । ପୋଲିସ ଗୁଳିରେ ନିହତ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ । ଘଟଣାସ୍ଥଳର ଦୁଇଟି ଦେଶୀ ବନ୍ଧୁକ ସହ ଲ୍ୟାଣ୍ଡମାଇନ୍ ଓ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ କିରଣ୍ଡୁଲ ଥାନା ଅନ୍ତର୍ଗତ…

ସମ୍ଭାବ୍ୟ ବାତ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ଲୋକଙ୍କୁ ନିରାପଦ ସ୍ଥାନାନ୍ତର ଉପରେ ଗୁରୁତ୍ୱ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ୟଶ୍’ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟାରେ ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିଛନ୍ତି । ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ ଗୁରୁତ୍ୱ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି,…

ବଜ୍ରାଘାତରେ ଜଣେ ଚାଷୀ ମୃତ

ଚାନ୍ଦପୁର: ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତ । ଏହି ସମୟରେ ବଜ୍ରାଘାତରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି । ନୟାଗଡ ଜିଲା ଚାନ୍ଦପୁର ଥାନା କଟକ ସହର ଗ୍ରାମର ଯୁବ ଚାଷୀ ସଂଜିତ୍ ରଞ୍ଜନ ସେନାପତି । ବାପାଙ୍କ ସହ ଚାଷ କରୁଥିବା ଜମିକୁ ଯାଇଥିବା ବେଳେ ବର୍ଷା ହୋଇଥିଲା । ଆଉ ସେତିକିବେଳେ…