Latest Odisha News

BREAKING NEWS

Browsing Category

ଓଡିଶା

Odisha

ରକ୍ତ ସଂପର୍କକୁ ଫିକା କରିଦେଉଛି କରୋନା ମହାମାରୀ

ସଇଁନ୍ତଳା: ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ମହାମାରୀର ଭୟାବହତା । ଅକାଳରେ ଚାଲିଯାଉଛି ଜୀବନ, ସଂକ୍ରମଣ ଭୟରେ ସଂପର୍କ ଭୁଲିଯାଉଛି ମଣିଷ । ରକ୍ତ ସଂପର୍କ ହେଉ କି ବନ୍ଧୁବାନ୍ଧବ ଅବା ପଡୋଶୀ । କରୋନା ସଂକ୍ରମିତଙ୍କ ମୃତ ଶରୀରକୁ ହାତ ମାରିବାକୁ ସମସ୍ତେ ପଛଘୁଂଚା ଦେଉଛନ୍ତି ।…

ଶୋଇଥିବା ବେଳେ ଯୁବକଙ୍କୁ ଗଳା କାଟି ହତ୍ୟା

ଭବାନୀପାଟଣା: ରାତିରେ ଘର ଆଗରେ ଶୋଇଥିବା ବେଳେ ଯୁବକଙ୍କୁ ଗଳା କାଟି ହତ୍ୟା ଅଭିଯୋଗ । ଧାରୁଆ ଅସ୍ତ୍ରରେ ଗଣ୍ଡିରୁ ମୁଣ୍ଡକୁ କେହି ଦୁର୍ବୃତ୍ତ ଅଲଗା କରି ବୀଭତ୍ସ ହତ୍ୟା କରିଛି । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ସିମିଲିଭଟ୍ଟା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ…

ସରକାରୀ ଡାକ୍ତରଖାନାରେ ଲାଞ୍ଚ କାରବାର

ମାଲକାନଗିରି :ସରକାରୀ ଡାକ୍ତରଖାନାରେ ଚିକିତ୍ସା ପାଇଁ ଲାଞ୍ଚ ମାଗୁଛନ୍ତି ଡାକ୍ତର । ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟରୁ ଏବେ ଏପରି ଏକ ଘଟଣା ସାମନାକୁ ଆସିଛି । ବାଲିମେଳା ସହରର ସୌମ୍ୟ ରଞ୍ଜନ ମହାନ୍ତି ନାମକ ଜଣେ ନାବାଳକଙ୍କ ହାତ ଭାଙ୍ଗିବା ପରେ ପରିବାର ଲୋକେ ତାଙ୍କ ହାତକୁ…

ବାତ୍ୟା ଆଶ୍ରୟସ୍ଥଳୀରେ ସ୍ଥିତି ପରଖିଲେ ଭଦ୍ରକ ଜିଲ୍ଲାପାଳ

ଭଦ୍ରକ: ବାତ୍ୟା ୟଶ ଆସୁଛି । ସଜାଗ ରହିବା ପାଇଁ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଏହାପରେ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ଭଦ୍ରକ ଜିଲ୍ଲାପାଳ ଡକ୍ତର ଜ୍ଞାନ ଦାସ ବାସୁଦେବପୁର ଅଞ୍ଚଳରେ ଥିବା ବାତ୍ୟା ଆଶ୍ରୟ ସ୍ଥଳୀ ପରିଦର୍ଶନ…

ରଥ ନିର୍ମାଣରେ ନିୟୋଜିତ ୮ ସେବାୟତ ପଜିଟିଭ୍

ପୁରୀ: ମହପ୍ରଭୁଙ୍କ ରଥ ନିର୍ମାଣରେ ନିୟୋଜିତ ମହାରଣା ଓ ଭୋଇ ସେବାୟତଙ୍କ ମଧ୍ୟରୁ ୮ ଜଣ ଆଜି କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩ ଜଣ ମହାରଣା ରହିଥିବା ବେଳେ ୫ ଜଣ ଭୋଇ ସେବାୟତ ଅଛନ୍ତି ଥିବା ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମୋଟ୍ ୮୯ ଜଣଙ୍କୁ ସଙ୍ଗରୋଧରେ…

ବାତ୍ୟା ମୁକାବିଲା ପ୍ରସ୍ତୁତି: ସଜାଗ ରହିବାକୁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ୟଶ ମୁକିବାଲ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ସ୍ଥିତି ଅନୁଧ୍ୟାନ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଭାରତୀୟ ପାଣିପାଗ ବିଭାଡ ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଓ ବିଭିନ୍ନ ବିଭାଗର ସଚିବଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା…

ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ମସ୍ତି

ଭୁବନେଶ୍ୱର: ଦିନକୁ ଦିନ ବଢ଼ିଚାଲିଛି କାରୋନା ଚିନ୍ତା । କରୋନା ମହାମାରୀରେ ସବୁଆଡେ ତାଲା ବନ୍ଦ। ରାସ୍ତା ଘାଟ ବି ଶୁନଶାନ୍ ହୋଇପଡିଛି । ସେପଟେ ଜୀବଜନ୍ତୁ ମାନଙ୍କ ସୁରକ୍ଷା ପାଇଁ ନନ୍ଦନକାନନ ବି ବାଦ ପଡିନି। ହେଲେ ଏହି ସମୟରେ ନନ୍ଦନକାନନରେ କିଛି ଖୁସିର ଦୃଶ୍ୟ ଦେଖିବାକୁ ମିଳିଛି।…

ଆସୁଛି ବାତ୍ୟା ‘ୟଶ’: କୁଆଡ଼େ ଗତିପଥ, କେଉଁଠି କରିବ ଲ୍ୟାଣ୍ଡଫଲ୍ ?

ଭୁବନେଶ୍ୱର: ଆରବ ସାଗର ପରେ ବଙ୍ଗୋପସାଗରରେ ଆଶୁଛି ବାତ୍ୟା ୟଶ । ଦିନେ ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ତାପରେ ଡିପ୍ରେସନ୍ ଓ ପରବର୍ତ୍ତୀ ୭୨ ଘଣ୍ଟାରେ ସାଇକ୍ଲୋନ୍ ସୃଷ୍ଟି ହେବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ବାତ୍ୟା ୟଶ କୁଆଡ଼େ ମୁହାଇଁଇବ ? ଓଡ଼ିଶା,…

ଜବର ଦଖଲ ଉଚ୍ଛେଦ

କୋରାପୁଟ: କୋରାପୁଟ ଜିଲ୍ଲାରେ ଜବର ଦଖଲ ଉଚ୍ଛେଦ। ସୁନାବେଡାର ବିଭିନ୍ନ ସ୍ଥାନରେ ସରକାରୀ ଜାଗାରେ ଜବରଦଖଲ । ସ୍ଥାନୀୟ ସେମିଳିଗୁଡା ତହସିଲଦାର ଓ ସୁନାବେଡା ପୌରନିର୍ବାହୀ ଅଧିକାରୀଙ୍କ ମିଲିତ ଉଦ୍ୟମରେ ଏହି ଉଚ୍ଛେଦ କରାଯାଇଥିଲା। ସୁନାବେଡା ଡ୍ରାଇଭର କଲୋନୀ ଓ ଚର୍ଚ୍ଚ କଲୋନୀ ଅଞ୍ଚଳରୁ ଜବର …

ଦିନକରେ ଓଡ଼ିଶାରୁ କରୋନା ନେଲା ରେକର୍ଡ ୨୫ ଜୀବନ

ଭୁବନେଶ୍ୱର: ସଂକ୍ରମଣ ସହ ଓଡ଼ିଶାରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୨୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି…