Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୂର୍ବତଟ ରେଳପଥ ପକ୍ଷରୁ ପୁରୀକୁ ଏହିସବୁ ସ୍ପେଶାଲ୍ ଟ୍ରେନର ଅବଧି ବୃଦ୍ଧି

ଭୁବନେଶ୍ୱର: ପୂର୍ବତଟ ରେଳପଥ (ECoR) ଯାତ୍ରା ସୁବିଧା ଏବଂ ବର୍ଦ୍ଧିତ ଯାତ୍ରୀ ଚାହିଦା ପୂରଣ କରିବା ପାଇଁ କିଛି ସ୍ୱତନ୍ତ୍ର ଟ୍ରେନର ଚଳାଚଳ ଅବଧି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଜାଣନ୍ତୁ କେଉଁ ସବୁ ଟ୍ରେନ... ୧.ଟ୍ରେନ୍ ନମ୍ବର ୦୮୦୧୧/୦୮୦୧୨ ଭଞ୍ଜପୁର-ପୁରୀ-ଭଞ୍ଜପୁର…

ରାଜ୍ୟର କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ପରେ ପ୍ରମୁଖ ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇଥିଲେ ମଧ୍ୟ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ। ଏନେଇ ମଙ୍ଗଳବାର ଦିନ ଓଡ଼ିଶା ସରକାର ପ୍ରକାଶ କରିଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ବୁଢାବଳଙ୍ଗ ଏବଂ ସୁବର୍ଣ୍ଣରେଖା ଭଳି…

ଉପରମୁଣ୍ଡରେ ପ୍ରବଳ ବର୍ଷା, ଖୋଲିଲା ହୀରାକୁଦର ୬ଟି ଗେଟ୍

ସମ୍ବଲପୁର:ବର୍ତ୍ତମାନ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ୁଥିବାରୁ ଖୋଲିଲା ୬ଟି ଗେଟ୍ । ଆଜି କିଛି ଘଣ୍ଟା ପୂର୍ବରୁ ପ୍ରଥମେ ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍‌ ଖୋଲିଥିଲେ । ପରେ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଖୋଲିଲା । ୨ଟି ଗେଟ୍‌ ଖୋଲାଥିବା ବେଳେ ଜଳଭଣ୍ଡାରର ଜଳସ୍ତର ୬୨୬.୩୭ ଫୁଟ ରହିଥିଲା।…

ଚୋରି ହୋଇଥିବା ୯୦୦ ଗ୍ରାମ ସୁନା ସହ ୨ କେଜି ରୂପା ଜବତ, ୪ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରୀ ଗ୍ରାମରେ ଥିବା ସ୍ବର୍ଣ୍ଣ ଅଳଙ୍କାର ପ୍ରତିଷ୍ଠାନରୁ ବଡ଼ ଲୁଟ୍‌ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ । ଗତ ୨୪ ତାରିଖ ଦିନ ଦ୍ୱିପହରେ ୧୦ଜଣ ଡକାୟତ ମୁଖା, ହେଲମେଟ ପିନ୍ଧି ବନ୍ଧୁକ, ବମ୍‌ ଫୁଟାଇ ରୂପା, ଅଳଙ୍କାର ସହ ନଗଦ ଟଙ୍କା…

ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ମାମଲା: ଗିରଫ ହେଲେ ମଧୁସ୍ମିତା ସିଂ

ଭୁବନେଶ୍ବର: ଜାମଦା ତହସିଲଦାର ମଧୁସ୍ମିତା ସିଂଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ଝାରସୁଗୁଡ଼ା ଜିଲ୍ଲାର ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ତାଙ୍କୁ ଗିରଫ କରାଯାଇଛି । ଝାରସୁଗୁଡା ବେଲପାହାଡ ମ୍ୟୁନିସିପାଲିଟିରେ ନିର୍ବାହୀ ଅଧିକାରୀ ଥିବା ବେଳେ ୪…

Arrest : ଗୋପାଳପୁର ଥାନାରେ ନାବାଳିକା ଫିନାଇଲ୍ ପିଇବା ଘଟଣା; ଅପହରଣ ଅଭିଯୋଗରେ ପୁରୁଷ ବନ୍ଧୁ ଗିରଫ

ଗଞ୍ଜାମ: ଗୋପାଳପୁର ଥାନାରେ ନାବାଳିକା ଫିନାଇଲ ପିଇବା ଘଟଣାରେ ପୁରୁଷ ବନ୍ଧୁ ଗିରଫ। ଗିରଫ କଲା ଗୋପାଳପୁର ପୋଲିସ । ନାବାଳିକାକୁ ଅପହରଣ ଅଭିଯୋଗରେ ପୁରୁଷ ବନ୍ଧୁ ଗିରଫ । ନାବାଳିକାଙ୍କ ବାପା ମାଆଙ୍କ ଅଭିଯୋଗରେ ବାନ୍ଧିଲା ପୋଲିସ । ପୀଡ଼ିତାଙ୍କ ମା ଥାନାରେ ଅଭିଯୋଗ କରିବା ପରେ ଏହି…

ଜୁଆ ଖେଳ ଚାଲିଥିବା ବେଳେ ପୋଲିସର ଚଢଉ, ୪ ଜୁଆଡ଼ି ଗିରଫ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ମାଟିଖାଲ ଅଞ୍ଚଳରେ ଚାଲିଥିଲା ଜୁଆ ଆଡ୍ଡା। ଜମିଥିଲା ଆସର। ଖବର ପାଇ ଅତର୍କିତ ଚଢାଉ କଲେ ପୋଲିସ। ଫଳରେ ଘଟଣାସ୍ଥଳରୁ ୪ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ। ଏହାସହ ୪୪ ହଜାରରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଛି। ସୂଚନାନୁଯାୟୀ, ଗଞ୍ଜାମ ଜିଲ୍ଲା…

Anti-Drug Drive: ନିଶା ବେପାରୀଙ୍କ ଉପରେ ଅପରେସନ ‘ପ୍ରହାର’: ଦିନକରେ ୭୪ ନିଶା ବେପାରୀ ଗିରଫ

ଭୁବନେଶ୍ୱର: ଏଣିକି ସାବାଡ ହେବେ ନିଶାଡି ଏବଂ ନିଶା କାରବାର କରୁଥିବା ଲୋକ। ନିଶା ନିବାରଣ, ଚାଲାଣ ଏବଂ ଅବୈଧ ବିକ୍ରୟର ବର୍ଦ୍ଧିତ ବିପଦକୁ ମୁକାବିଲା କରିବା ପାଇଁ ଏକ ନିର୍ଣ୍ଣାୟକ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ରାଜଧାନୀ ଭୁବନେଶ୍ୱର ସମେତ ସମସ୍ତ ସହରରେ ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ…

TET Mandatory: ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା; ଶିକ୍ଷକଙ୍କ…

ଭୁବନେଶ୍ବର:ସୁପ୍ରିମକୋର୍ଟ ଶିକ୍ଷକ ନିଯୁକ୍ତି ପାଇଁ ଟିଇଟି (ଟିଚର୍ସ ଇଲିଜିବିଲିଟି ଟେଷ୍ଟ୍‌)କୁ ବାଧ୍ୟତାମୂଳକ(TET Mandatory ) କରିଛନ୍ତି। ଏହି ରାୟ ପ୍ରକାଶ ପାଇବା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ବିଭାଗ ଏହା ଉପରେ ତର୍ଜମା କରିବ। ଶିକ୍ଷକଙ୍କ…