Latest Odisha News

BREAKING NEWS

Browsing Category

ଓଡିଶା

Odisha

ରେଲୱେ ସମ୍ପତ୍ତି ଚୋରି ଅଭିଯୋଗରେ ୩ ଜଣ ଗିରଫ

ଭୁବନେଶ୍ବର : ରେଳ ସମ୍ପତ୍ତି ଚୋରି ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି ରେଳ ସୁରକ୍ଷା ବଳ ବା ଆରପିଏଫ । ଭୁବନେଶ୍ବର ରେଳ ବିହାରରୁ ଚୋରି କରୁଥିବା ସମୟରେ ୩ ଜଣଙ୍କୁ ଗିରଫ କରିଛି ଆରପିଏଫ୍ । ରେଳ ବିହାର ବାସିନ୍ଦାଙ୍କଠାରୁ ସୂଚନା ପାଇବା ସହ ସିସିଟିଭି ଫୁଟେଜ୍ ଆଧାରରେ ଆରପିଏଫ୍ କ୍ରାଇମ…

ରାଜ୍ୟରୁ ସୁସ୍ଥ ହେଲେ ୧୦ ହଜାର ୩୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ନେଇ ଚିନ୍ତା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୧୦ ହଜାରରୁ ଅଧିକ ପଜିଟିଭ୍ । ସାରା ରାଜ୍ୟରୁ ଆଜି ୧୦ ହଜାର ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ…

ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ୨ ମହାରଣା ସେବାୟତ କରୋନା ପଜିଟିଭ

ପୁରୀ: ରଥ ଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ୨ ଜଣ ମହାରଣା ସେବାୟତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ଅନୁଯାୟୀ, ସମସ୍ତ ମହାରଣା ସେବାୟତମାନଙ୍କର ଅକ୍ଷୟ ତୃତୀୟା ପୂର୍ବରୁ କୋଭିଡ୍‌ ଟେଷ୍ଟ ହୋଇଥିଲା ଏବଂ କେବଳ…

ସୁନାଫୁଲ ସାହିତ୍ୟ ସଂସଦ ପକ୍ଷରୁ ଆଧ୍ୟାତ୍ମିକ ଆଲୋଚନାଚକ୍ର

ରାଉରକେଲା : ବିଶିଷ୍ଟ ସାହିତ୍ୟ ଅନୁଷ୍ଠାନ 'ସୁନାଫୁଲ ସାହିତ୍ୟ ସଂସଦ' ପକ୍ଷରୁ ଅନଲାଇନ ମାଧ୍ୟମରେ 'ହିନ୍ଦୁ ସଂସ୍କୃତିରେ ଅନ୍ତିମ ସଂସ୍କାର ଓ କରୋନା ବିପତ୍ତିରେ ମାନବିକତା' ଶୀର୍ଷକରେ ଏକ ଆଧ୍ୟାତ୍ମିକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନାଚକ୍ରରେ ଯୁବ ଆର୍ଯ୍ୟ ସମାଜ ଓ…

ସାହିତ୍ୟିକ ଚିନ୍ତାମଣି ବେହେରାଙ୍କ ପରଲୋକ

ଉମରକୋଟ : ବିଶିଷ୍ଟ ଗାଳ୍ପିକ ତଥା ନାଟ୍ୟକାର ଚିନ୍ତାମଣି ବେହେରାଙ୍କର ପରଲୋକ ଘଟିଛି । ଦୀର୍ଘଦିନ ଧରି ସେ ଗଳା କର୍କଟ ରୋଗରେ ପୀଡିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା । ସ୍ୱର୍ଗତଃ ବେହେରା କୋରାପୁଟିଆ ଭାଷାରେ କମଳୀ ନାମକ ଏକ ଚଳଚ୍ଚିତ୍ର ମଧ୍ୟ ନିର୍ମାଣ କରିଥିଲେ…

ରାଜଧାନୀରେ ୧୮-୪୪ ବର୍ଷର ବ୍ୟକ୍ତିଙ୍କ ପାଇଁ ଆଜିଠାରୁ ପୁଣି ସ୍ଲଟ ବୁକିଂ…ଜାଣନ୍ତୁ କେଉଁ ସମୟରେ କରିବେ…

ଭୁବନେଶ୍ୱର: ୧୮-୪୪ ବ୍ୟକ୍ତିଙ୍କ ଟୀକାକରଣ ପାଇଁ ଆଜିଠାରୁ ପୁଣି ଆରମ୍ଭ ହେଉଛି ସ୍ଲଟ ବୁକିଂ । ଆଜି ସନ୍ଧ୍ୟା ୬ଟାରୁ ଏହି ସୁବିଧା ଉପଲବ୍ଧ ହେବ । ଆସନ୍ତା କାଲିଠାରୁ ୨୮ ତାରିଖ ପାଇଁ ଆପଣ ବୁକିଂ କରିପାରିବେ । ? New slots for COVID Vaccination of 18 - 44 age groups &…

ବୁଡିଗଲା ଡଙ୍ଗା, ୮ ଉଦ୍ଧାର ୩ ନିଖୋଜ

ମାଲକାନଗିରି: କରୋନା ମହାମାରୀରେ ମାଲକାନଗିରି ଜିଲ୍ଲାରୁ ଆସିଲା ଦୁଃଖଦ ଖବର । କରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଦାମୋଦରବେଡା ଓ ଓରାପଦର ଡଙ୍ଗା ଘାଟରେ ମାଛ ଡଙ୍ଗା ବୁଡି ୩ଜଣ ନିଖୋଜ । ନିଖୋଜଙ୍କ ମଧ୍ୟରେ ଦୁଇଜଣ ମହିଳା ଓ ଜଣେ ବର୍ଷକର ଶିଶୁ ଥିବା ସୂଚନା ରହିଛି । ଆଜି ସକାଳେ ଏକ ମାଛ…

ଦାଦନ ଶ୍ରମିକଙ୍କୁ ନିର୍ମମ ହତ୍ୟା, ବେଙ୍ଗାଳୁରୁରେ ପଡିଛି ମୃତଦେହ

ବାରିପଦା: ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ । ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଥିବା ଅଭିଯୋଗ । ମୃତ ଶ୍ରମିକଙ୍କ ଘର ମୟୁରଭଂଜ ଜିଲ୍ଲା ଶରତ ଗାଁ । ବେଙ୍ଗାଳୁରୁରେ ତାଙ୍କ ମୃତ୍ୟୁ ହୋଇଥିଲାବେଳେ ମୃତଦେହକୁ ଫେରାଇ ଆଣିବା ପାଇଁ ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ତାଙ୍କ ପରିବାର ଲୋକେ ।…

ବିବିଧ ପ୍ରତିଭାର ଅନନ୍ୟ ପ୍ରତୀକ ପ୍ରମୋଦ ପାଣିଗ୍ରାହୀ

ସ୍କୁଲରେ ପଢୁଥାଏ ମୁଁ। କଟକରେ, ରେଭେନଶା କଲେଜିଏଟ ସ୍କୁଲରେ, ହଠାତ୍ ଦିନେ ସ୍କୁଲରୁ ଫେରିଲା ବେଳକୁ, ବୋଉ କହିଲେ “ଆଜି ଆଉ ଖେଳିବାକୁ ଯାଅନି। ଆଜି ସନ୍ଧ୍ୟାରେ ଆମେ ଓଡ଼ିଆ ସିନେମା ଦେଖିବାକୁ ଯିବା। ଖୁସିରେ ତାଳି ମାରି ଡେଇଁପଡିଲି ମୁଁ। ଏମିତିଆ କାଁ ଭାଁ କେତେବେଳେ କେମିତି ମିଳୁଥିଲା।…

କରୋନାରେ ଆଖି ବୁଜିଲେ ଓଡ଼ିଆ ଆଇଏଏସ୍ ଅଫିସର

ନୂଆଦିଲ୍ଲୀ: କରୋନା ନେଲା ଓଡ଼ିଆ ଆଇଏଏସ୍ ଅଫିସରଙ୍କ ଜୀବନ । କେରଳ କ୍ୟାଡର ବରିଷ୍ଠ ଆଇଏଏସ୍ ଏଡଓ୍ୱିନ୍ କୁଳଭୂଷଣ ମାଝୀ କରୋନାରେ ଆଖି ବୁଜିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୫୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ଘର ସୁନ୍ଦରଗଡ଼ ଜିଲ୍ଲାରେ । ୧୯୮୯ ବ୍ୟାଚ୍ କେରଳ କ୍ୟାଡର…