Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟର ସମସ୍ତ ଜେଲରେ କଏଦୀଙ୍କୁ ଆରମ୍ଭ ହେଲା ଟିକାକରଣ

ଭୁବନେଶ୍ବର : ରାଜ୍ୟର ସମସ୍ତ ଜେଲରେ ଆରମ୍ଭ ହେଲା ଟିକାକରଣ । ଜେଲରେ ଥିବା କଏଦୀଙ୍କୁ ଦିଆଯାଇଛି ଟିକା । ଜେଲରେ ଥିବା ୧୧ ଶହ ଅନ୍ତେବାସୀଙ୍କୁ ଦ୍ବିତୀୟ ଡୋଜ ଓ ୭୨୮ ଜଣଙ୍କୁ ପ୍ରଥମ ଡୋଜ ଦିଆଯାଇଛି । ସେହିପରି ସମସ୍ତ ଜେଲ କର୍ମଚାରୀଙ୍କୁ କୋଭିଡ ଯୋଦ୍ଧା ଭାବେ ଟିକା ଦିଆଯାଇଛି । ଏନେଇ ସୂଚନା…

ଗଡିଲା ସଂଜିବନୀ ରଥ, ଶଯ୍ୟାଶାୟୀ ଓ ଭିନ୍ନକ୍ଷମଙ୍କୁ ଘରେ ଦିଆଯିବ କୋଭିଡ୍ ଟିକା

ରାଉରକେଲା: କୋଭିଡ୍ ଟିକାଦାନ କ୍ଷେତ୍ରରେ ରାଉରକେଲା ପ୍ରଶାସନ ତରଫରୁ ଅଭିନବ ପଦକ୍ଷେପ । ଏଥର ଘରେ ଟିକାଦାନ କରିବ ସଂଜିବନୀ ରଥ । ଶଯ୍ୟାଶାୟୀ, ଭିନ୍ନକ୍ଷମ ଓ ଅତ୍ୟନ୍ତ ବାର୍ଦ୍ଧକ୍ୟ କାରଣରୁ ଟୀକାକରଣ କେନ୍ଦ୍ର୍ରକୁ ଆସିପାରୁନଥିବା ବ୍ୟକ୍ତିଙ୍କୁ ହିଁ ଏହି ସେବା ଯୋଗାଇଦିଆଯିବ । ଏଥିପାଇଁ…

୪୦ ଡିଗ୍ରୀ ଉପରେ ରାଜ୍ୟର ୧୧ ସହର

ଭୁବନେଶ୍ବର : ତାତି କରୁଛି କଲବଲ । ତାପମାତ୍ରା ବଢ଼ିବା ସହ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଲେଣି ରାଜ୍ୟବାସୀ । ଆଜି ୪୦ଡିଗ୍ରୀ ଉପରେ ରହିଛି ରାଜ୍ୟର ୧୧ ସହରର ତାପମାତ୍ରା । ତେବେ ୪୨ ଡିଗ୍ରୀ ସହ ସୋନପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ…

ପୁଣି ୫ ଦିନ ପରେ ଭୁବନେଶ୍ୱରରେ ୧୧ ଶହ ଟପିଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ୫ ଦିନର ବ୍ୟବଧାନ ପରେ ବିଏମସି ଅଞ୍ଚଳରେ ଦୈନିକ ସଂକ୍ରମଣ ମାମଲା ପୁଣି ଥରେ ୧୧ ଶହ ଟପିଛି । ଆଜି ଭୁବନେଶ୍ୱରରୁ ୧୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୬୭ ଜଣ ସଂକ୍ରମିତ ଚିହ୍ନଟ…

ଦିନକରେ ଯେତିକି ଆକ୍ରାନ୍ତ ତା’ଠୁ ସୁସ୍ଥ ହେଲେ ୭୯ ଜଣ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତ ଏବଂ ସୁସ୍ଥ ହାର ପ୍ରାୟ ସମାନ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୦ ହଜାର ୩୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦ ହଜାର ୨୪୨ ଜଣ ସୁସ୍ଥ ହୋଇଛନ୍ତି । ସଂଖ୍ୟା ହିସାବରେ ଦିନକରେ ଯେତିକି ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି ତା’…

କମ୍ ଯାତ୍ରୀ ଓ କଟକଣା ପାଇଁ ବାତିଲ୍ ହେଲା ଏହି ସବୁ ଟ୍ରେନ୍

ଭୁବନେଶ୍ୱର: କମ୍ ଯାତ୍ରୀ ଓ କୋଭିଡ୍ ସଂକ୍ରମଣର ଚେନକୁ ଭାଙ୍ଗିବା ପାଇଁ ଟ୍ରେନ ସେବା ବାତିଲ୍ ଓ ଆଂଶିକ ବାତିଲ୍ କରାଯାଇଛି । ପ୍ରତିଦିନ ଚଳାଚଳ କରୁଥିବା ପାଞ୍ଚ ଯୋଡ଼ା ମେମୁ/ପାସେଞ୍ଜର ବିଶେଷ ଟ୍ରେନ ମେ ୩୧ ପର୍ଯ୍ୟନ୍ତ ବାତିଲ ରହିବ। ଏଥିସହ ନଅ ଯୋଡ଼ା ମେମୁ/ପାସେଞ୍ଜର/ଏକ୍ସପ୍ରେସ ବିଶେଷ…

ସ୍ୱାମୀ ଚେତନାନନ୍ଦ ସରସ୍ୱତୀ (ପ୍ରଫେସର ଡ଼. ଚକ୍ରପାଣି ମିଶ୍ର)ଙ୍କ ପରଲୋକ

ଭୁବନେଶ୍ବର: ସ୍ୱାମୀ ଚେତନାନନ୍ଦ ସରସ୍ୱତୀ (ପ୍ରଫେସର ଡ଼. ଚକ୍ରପାଣି ମିଶ୍ର) ଙ୍କ ପରଲୋକ ହୋଇଛି। ସେ ୧୯୩୩ ମସିହା ମାର୍ଚ୍ଚ ୨୭ରେ ଜନ୍ମ ଗ୍ରହଣ କରିଥିଲେ । ପ୍ରଫେସର (ଡ଼) ଚକ୍ରପାଣି ମିଶ୍ର ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିର ଏକ ଗରିବ ବ୍ରାହ୍ମଣ ପରିବାରରେ ଜନ୍ମ ହୋଇଥିଲେ। ଶ୍ରୀମଦ୍…

ଯାଜପୁରରେ ସ୍ୱତନ୍ତ୍ର କୋଭିଡ଼ ହସ୍ପିଟାଲକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର: କୋଭିଡ଼ ରୋଗୀଙ୍କ ଚିକିତ୍ସା ଲାଗି ଯାଜପୁରରେ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ। ଘରୋଇ ସହାୟତା ରେ ଏକ ସ୍ୱତନ୍ତ୍ର କୋଭିଡ଼ ହସ୍ପିଟାଲ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମତି ପ୍ରଦାନ କରିଛନ୍ତି । ଯାଜପୁରର ଭୂମିକା…

ରାଜ୍ୟରେ ପୁଣି ବଢିଲା ଲକ୍‌ଡାଉନ୍‌ ଅବଧି

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢିଲା ଲକ୍‌ଡାଉନ୍‌। କରୋନା ସଂକ୍ରମଣ ରୋକିବା ଲାଗି ଓଡ଼ିଶା ସରକାର ମଙ୍ଗଳବାର ଦିନ ରାଜ୍ୟବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକ୍‌ଡାଉନ୍‌ ଜୁନ୍‌ ୧ ସକାଳ ୫ଟା ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ…

କୁଆଡେ ଯିବେ ନିମ୍ନ ଓ ମଧ୍ୟବିତ୍ତ ପରିବାର ?

ଭବାନୀପାଟଣା: କରୋନା ମହାମାରୀ ପାଇଁ ସବୁଠୁ ବେଶି ଉପେକ୍ଷିତ ହୋଇଛନ୍ତି ନିମ୍ନ ଓ ମଧ୍ୟବିତ୍ତ ବର୍ଗର ଲୋକେ । ରୋଜଗାର ଠପ୍‌, ଖାଦ୍ୟ ଜୁଟାଇବାକୁ ହଜିଯାଇଛି ରାତିର ନିଦ । ଦାଦନ ହେଉ କି ଦିନ ମଜୁରିଆ । ଛୋଟମୋଟ ଚାକିରିଆ ହୁଅନ୍ତୁ ଅବା କ୍ଷୁଦ୍ର ବ୍ୟବସାୟ । ଦୁଇ ପଇସା ଆଣିଲେ ନିମ୍ନ ଓ…