Latest Odisha News

BREAKING NEWS

Browsing Category

ଓଡିଶା

Odisha

ରମାଦେବୀ ବିଶ୍ୱଦ୍ୟାଳୟରେ ଐତିହାସିକ ନିର୍ବାଚନ: ରାତି ଅଧରେ ବାହାରିଲା ରେଜଲ୍ଟ, ବାଜି ମାରିନେଲା BCJD

ଭୁବନେଶ୍ୱର: ରମାଦେବୀରେ ରାତି ୨ଟା ଯାଏ ହାଇଡ୍ରାମା। ରାତି ଅଢେଇଟାରେ ବାହାରିଲା ଇଲେକ୍ସନ ରେଜଲ୍ଟ। ସସପେନ୍ସ ଭିତରେ ବାଜି ମାରିନେଲା BCJD। ରମାଦେବୀ (ଆର୍‌ଡି) ମହିଳା ବିଶ୍ୱବିଦ୍ୟାଳୟରେ ୮ ବର୍ଷ ପରେ ହୋଇଥିବା ଛାତ୍ର ସଂସଦ ନିର୍ବାଚନରେ ଦଳର ପ୍ରାର୍ଥୀମାନେ ବୃହତ୍‌ ବିଜୟ ଲାଭ କରିଛନ୍ତି…

ଆମେରିକା ସିନେଟର ଓ ମେୟରଙ୍କ କିଟ୍‍-କିସ୍‍ ପରିଦର୍ଶନ, ୧୦ ଜଣଙ୍କୁ ‘କିଓ’ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ୱର: ଆମେରିକାର ୱାଶିଂଟନ ରାଜ୍ୟର ସିନେଟର ତଥା ବିଭିନ୍ନ ସହରର ମେୟରଙ୍କ ସମେତ ବିଶିଷ୍ଟ ବ୍ୟକ୍ତି ଆଜି କିଟ୍ ଓ କିସ୍ ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସହ ଦୀର୍ଘ ସମୟ ଅତିବାହିତ କରିଥିଲେ। ଏହି ଅବସରରେ କିସରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ…

ମହିଳା ଓ ଶିଶୁ ବିକାଶ ବିଭାଗ ଓ ବିର୍ଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଓ ବିର୍ଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟ (ବିଜିୟୁ) ମଧ୍ୟରେ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଏକ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଛି। ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର-ତଥା-ଶାସନ ସଚିବ ମୃଣାଳିନୀ…

ଅନ୍ତ୍ୟୋଦୟ ଗୃହ ଯୋଜନାରେ ଆଉ ୨,୯୧,୬୬୬ ନୂଆ ଘର ହେବ ନିର୍ମାଣ

ଭୁବନେଶ୍ୱର:ଅନ୍ତ୍ୟୋଦୟ ଗୃହ ଯୋଜନାରେ ଆଉ ୨,୯୧,୬୬୬ ନୂଆ ଘର ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହା ସହିତ ଏହି ଯୋଜନାର କାର୍ଯ୍ୟକାଳ ମଧ୍ୟ ୨ ବର୍ଷ ବୃଦ୍ଧି ପାଇଛି। ୨୦୨୭ ପରିବର୍ତ୍ତେ ୨୦୨୯ ପର୍ଯ୍ୟନ୍ତ ଏହାର ଅବଧି ବୃଦ୍ଧି…

Odisha Student Union Elections:ଭୋଟିଂ ପରେ ଆସିଛି ଫଳାଫଳ;ରେଭେନ୍ସାରେ BCJD,ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ…

ଭୁବନେଶ୍ବର: ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ କଲେଜ ଓ ବିଶ୍ବବିଦ୍ୟାଳୟ ଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ନିଜ ପସନ୍ଦର ପ୍ରତିନିଧି ଚୟନ କରିଛନ୍ତି ଛାତ୍ରଛାତ୍ରୀ ।ଚଳିତବର୍ଷ ୧୨ଟି ବିଶ୍ବବିଦ୍ୟାଳୟ ସମେତ ୩୪୬ଟି ମହାବିଦ୍ୟାଳୟକୁ ମିଶାଇ ମୋଟ ୩୫୮ଟି ଉଚ୍ଚ…

ସିରିଜ ଦୁର୍ଘଟଣା ଘଟାଇଲା ଟ୍ରକ; ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି

ଚମାଖଣ୍ଡି:ବୁଧବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଚମାଖଣ୍ଡି ଛକରେ ଘଟିଥିବା ସିରିଜ୍‌ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ଏଥିରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ୯ ଜଣ ଆହତ ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି ହୋଇଥିଲେ।…

ଲୋକଭବନରେ ହେବ ଆଉ ୧୪୪ କ୍ୱାର୍ଟର୍ସ, ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଲୋକଭବନ ପରିସରରେ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପାଟି। ଏହି ପ୍ରକଳ୍ପ ଅନ୍ତର୍ଗତ ଚାରୋଟି ବ୍ଲକ୍ରେ ୯୬ଟି ‘ଇ-ଟାଇପ୍’ଏବଂ ଦୁଇଟି ବ୍ଲକ୍ରେ ୪୮ଟି ‘ଏଫ୍-ଟାଇପ୍’…

ପଞ୍ଚାୟତ ଓ ପୌର ନିର୍ବାଚନକୁ ନେଇ ପ୍ରସ୍ତୁତି ଆରମ୍ଭ, ଆସନ୍ତା ୨୬ରୁ ଘରକୁ ଘର ସର୍ଭେ

ଭୁବନେଶ୍ୱର: ଅକ୍ଟୋବର ୨୬ରୁ ସମଗ୍ର ଓଡ଼ିଶାରେ ଘରକୁ ଘର ଭୋଟର ସର୍ଭେ ଆରମ୍ଭ ହେବାକୁ ଯାଉଛି। ଆସନ୍ତା ୨୦୨୭ ପଞ୍ଚାୟତ ଏବଂ ପୌର (ମ୍ୟୁନିସିପାଲିଟି) ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତ ଓ ସଂଶୋଧନ କରିବା ଉଦ୍ଦେଶ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରା ଏହି ନିଷ୍ପତ୍ତି ନିଆଯାଇଛି।…

ରାଉରକେଲାରେ ନିର୍ଭରଯୋଗ୍ୟ ବିଦ୍ୟୁତ୍ ଯୋଗାଣ ପାଇଁ TPWODLର ୨.୧୧କୋଟି ନିବେଶ

ରାଉରକେଲା: ରାଉରକେଲା ସହର ଓ ଏହାର ଆଖପାଖ ଅଞ୍ଚଳରେ ଘରୋଇ ଉପଭୋକ୍ତା, ଶିଳ୍ପ ଓ ଖଣି କ୍ଷେତ୍ରକୁ ଅଧିକ ନିର୍ଭରଯୋଗ୍ୟ ବିଦ୍ୟୁତ୍ ଯୋଗାଣ ଲକ୍ଷ୍ୟରେ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟୋଗ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (TPWODL) ପକ୍ଷରୁ ପ୍ରାୟ ୨.୧୧…

Illegal Highway Parking: ରାଜପଥରେ ଟ୍ରକ୍ ପାର୍କିଂ କଲେ ଆଉ ନିସ୍ତାର ନାହିଁ! କମ୍ପାନୀ ଉପରେ ବି ହେବ…

ଭୁବନେଶ୍ବର: ରାଜପଥ ଉପରେ ଟ୍ରକ୍ ରଖିଲେ ଆଉ ଚଳିବ ନାହିଁ! ରାସ୍ତାକୁ ନିଜର ପାର୍କିଂ ସ୍ଥଳୀ ଭାବି ଯେଉଁମାନେ ଭାରୀଯାନ ରଖୁଛନ୍ତି, ସେମାନଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ। କେବଳ ଗାଡ଼ି ଚାଳକ ନୁହେଁ, ରାଜପଥରେ ଟ୍ରାଫିକ୍ ସମସ୍ୟା ଓ ଦୁର୍ଘଟଣାର କାରଣ ପାଲଟୁଥିବା ଶିଳ୍ପ ଓ ଖଣି…