Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତାକାଲି ଚନ୍ଦନ ଯାତ୍ରା, ପ୍ରଶାସନ ପକ୍ଷରୁ ଜାରି ହେଲା କଟକଣା

ପୁରୀ: ଆସନ୍ତାକାଲି ଚନ୍ଦନଯାତ୍ରା । ନରେନ୍ଦ୍ର ପୁଷ୍କରଣୀରେ ଚାପ ଖେଳିବେ ମହାପ୍ରଭୁ । କରୋନାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଚନ୍ଦନଯାତ୍ରା ବେଳେ ନରେନ୍ଦ୍ର ପୁଷ୍କରିଣୀ ଓ ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ୧୪୪ ଧାରା ଲାଗୁ କରାଯିବ । ସେହିପରି ୬ଟି ଏନଫୋର୍ସମେଣ୍ଟ ସ୍କ୍ବାଡ୍ ରହିବ ।…

କୋଭିଡ୍ କଟକଣାରେ ପାଳନ ହେଲା ପବିତ୍ର ଇଦ ପର୍ବ

କେନ୍ଦ୍ରାପଡା: କରୋନା ମହାମାରୀର ଦ୍ୱିତୀୟ ଲହରରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଦତ୍ତ କୋଭିଡ୍ କଟକଣାକୁ ସମ୍ମାନ ଜଣାଇଛନ୍ତି କେନ୍ଦ୍ରାପଡାର ଇସଲାମ ଧର୍ମୀ । କୋଭିଡ୍ କଟକଣା ଅନୁଯାୟୀ କେନ୍ଦ୍ରାପଡା ସହରରେ ପବିତ୍ର ଇଦ ପର୍ବ ପାଳନ କରିଛନ୍ତି ମୁସଲିମ୍ ସମ୍ପ୍ରଦାୟ । ଗୋଟିଏ ମାସ…

ଏଥର ରଜକୁ “କହିବିନି ତୋତେ ଆଇ ଲଭ ୟୁ”

ଭୁବନେଶ୍ୱର: କରୋନା ମହାମାରୀରେ ବି ଲୋକଙ୍କ ମନରୁ ଦୁଃଖ ଅବସାଦକୁ ଦୂର କରିବାକୁ ଚେଷ୍ଟା କରୁଛି ଓଲିଉଡ । ରିଲିଜ୍ ଅପେକ୍ଷାରେ ରହିଛି ଭିନ୍ନ ଏକ ପ୍ରେମ କାହାଣୀ ଉପରେ ଆଧାରିତ ଫିଲ୍ମ “କହିବିନି ତୋତେ ଆଇ ଲଭ ୟୁ” । ଲକଡାଉନ୍ ପାଇଁ ଫିଲ୍ମଟି ଅଟକି ରହିଥିବାବେଳେ ରଜ ଅବସରରେ ରିଲିଜ୍ ହେବାର…

ଘେରିଲେ ପଂଚାୟତ ଅଫିସ, ଝୁଲାଇଲେ ତାଲା

ମାଲକାନଗିରି: ମହଙ୍ଗା ପଡିଲା ସରଂପଚଙ୍କ ମନମୁଖୀ ଶାସନ । ଲୋକେ ତାତିଲେ, ବିରୋଧ କଲେ ଏପରିକି ପଂଚାୟତ ଅଫିସ ଘେରାଉ ବି କଲେ । ଶେଷରେ ମାଲକାନଗିରି କାଲିମେଳା ବ୍ଲକ ଅନ୍ତର୍ଗତ ଭେଜାଙ୍ଗିୱାଡା ପଂଚାୟତ ଅଫିସରେ ତାଲା ବି ପକାଇଲେ । ମିଳିଥିବା ସୂଚନା ଅନୁଯାୟୀ ନୂତନ ପଂଚାୟତ ଅଫିସ…

ବେଳଥାଉ ବନ୍ଧ ବାନ୍ଧ

(ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’) କୁଜିବାହାଡ଼ା ଗାଁର ନିମାଇଁ ସୁବୁଦ୍ଧିର ମାଆ ସୋମବାରୀ ସେଦିନ ଦାଣ୍ଡରେ ଠିଆ ହୋଇ ଗାଳି ଦେଉଥିଲା ବଳରାମ ଟହଲକୁ । କେତେ କଣ ଭାଷାରେ ସେ ଗାଳି ଦେଉଥିଲା, ତାକୁ ଯେ କେହି ଶୁଣିବ, ତାର ରକ୍ତ ଗରମ ହୋଇଉଠିବ । ଅଳପେଇଷା, ଅଧରଦିନିଆ,…

କୋଭିସିଲ୍ଡ ପାଇଁ ସାନି ଗାଇଡଲାଇନ୍, ପ୍ରଥମ ଡୋଜର ୧୨ ସପ୍ତାହ ପରେ ଦ୍ୱିତୀୟ ଡୋଜ୍

ଭୁବନେଶ୍ୱର: କୋଭିସିଲ୍ଡ ଟିକା ନେବାର ବ୍ୟବଧାନ ପରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସାନି ଗାଇଡଲାଇନ୍ ଜାରି କରିଛି । ଏଣିକି କୋଭିସିଲ୍ଡର ପ୍ରଥମ ଡୋଜ୍ ନେବାର ୧୨ ସପ୍ତାହ ଅର୍ଥାତ୍ ୮୪ ଦିନ ପରେ ଦ୍ୱିତୀୟ ଡୋଜ୍ ନେଇ ହେବ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଏବଂ ମହାନଗର…

କଟକରେ ଆଜି ହେବନି ଟୀକାକରଣ

କଟକ: ଇଦ୍-ଉଲ୍-ଫିତର ଛୁଟିଦିନକୁ ଦୃଷ୍ଟିରେ ରଖି ଶୁକ୍ରବାର ଦିନ କଟକ ସହରରେ ଟୀକାକରଣ କରାଯାଉ ନାହିଁ। ଏନେଇ କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି) କମିଶନର ଅନନ୍ୟା ଦାସ ଟ୍ବିଟ କରି ସୂଚନା ଦେଇଛନ୍ତି। ଏହା କେବଳ କଟକ ସହରରେ ହୋଇଥିବା ନେଇ ସେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ,…

ବ୍ରହ୍ମପୁର ମଣ୍ଡଳ କାରାଗାରରେ ପଶିଲା କରୋନା, ୪୮ ଅନ୍ତେବାସୀ ପଜିଟିଭ୍

ବ୍ରହ୍ମପୁର: ଜେଲରେ କରୋନା । ବ୍ରହ୍ମପୁର ମଣ୍ଡଳ କାରାଗାରରେ ୪୮ ଜଣ ବିଚାରାଧୀନ କଏଦୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨ ଦିନ ତଳେ ୮୪ କଏଦୀଙ୍କ RT-PCR ଟେଷ୍ଟ କରାଯାଇଥିଲା । ସେଥିମଧ୍ୟରୁ ୫୦ ପ୍ରତିଶତରୁ ଅଧିକ ମାମଲା କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବ୍ରହ୍ମପୁର ମଣ୍ଡଳ…

ରାଉରକେଲାରେ ୧୮+ ବର୍ଗଙ୍କୁ ଟିକାକରଣ, ଦ୍ୱିତୀୟ ଦିନରେ ନେଲେ ୩୨୬୩ ଜଣ

ରାଉରକେଲା: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଉରକେଲା ମହାନଗର ନିଗମରେ ୧୮ରୁ ୪୪ ବର୍ଷ ବର୍ଗଙ୍କୁ କୋଭିଡ୍ ଟିକା ଦିଆଯାଉଛି। ଗୁରୁବାର ଦିନ ମୋଟ ୩୨୬୩ ଜଣ ଟିକା ନେଇଛନ୍ତି। ସୂଚନା ଅନୁଯାୟୀ, ଟିକାକରଣ ପାଇଁ ରାଉରକେଲା ସହରରେ ୮ଟି କେନ୍ଦ୍ର କରାଯାଇଛି। ଯେଉଁମାନେ ଅନଲାଇନ ପଞ୍ଜୀକରଣ…

ଦୈନିକ ସଂକ୍ରମଣ ସହ ମୃତ୍ୟୁରେ ବି କରୋନାର ନୂଆ ରେକର୍ଡ, ୨୪ ଘଣ୍ଟାରେ ୨୨ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନାର ପ୍ରକୋପ ଜାରି ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ସର୍ବାଧିକ ୧୨ ହଜାର ୩୯୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୨୨ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୨୭୩କୁ ବୃଦ୍ଧି ପାଇଛି । ରାଜ୍ୟର କରୋନ ମୃତ୍ୟୁହାର ଜାତୀୟ ହାରର…