Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଉରକେଲାକୁ କୋଭିଡମୁକ୍ତ ପାଇଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ କରାଯାଉଛି: କମିଶନର

ରାଉରକେଲା: ରାଉରକେଲାରେ କୋଭିଡ୍ ସଂକ୍ରମଣକୁ ରୋକିବା ପାଇଁ ଆବଶ୍ୟକୀୟ ସ୍ଥାନରେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ କରାଯାଉଛି। "ଯେଉଁସବୁ ଅଞ୍ଚଳରେ ଟେଷ୍ଟିଂ ବେଳେ ଅଧିକ ସଂଖ୍ୟାରେ ପଜିଟିଭ୍ କେସ୍ ଆସୁଛି ସେହି ସ୍ଥାନରେ ସଂକ୍ରମଣକୁ ରୋକିବାକୁ ରାଉରକେଲା ମହାନଗର ନିଗମ ପକ୍ଷରୁ ଏହି ପଦକ୍ଷେପ…

ମେ ଶେଷ ଯାଏଁ ପୂର୍ବତଟ ରେଳପଥ ମଧ୍ୟରୁ ୪ ଏକ୍ସପ୍ରେସ ବିଶେଷ ଟ୍ରେନ ବାତିଲ୍

ଭୁବନେଶ୍ୱର: କମ ପୃଷ୍ଠପୋଷକତା ଏବଂ କୋଭିଡ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ଛାଡୁଥିବା ଚାରି ଯୋଡ଼ା ବିଶେଷ ଏକ୍ସପ୍ରେସ ଟ୍ରେନକୁ ଉଭୟ ପାର୍ଶ୍ୱରୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। ୦୧ . ୦୨୮୬୬/୦୨୮୬୫ ପୁରୀ-ଏଲଟିଟି- ପୁରୀ ସାପ୍ତାହିକ…

ଓଡ଼ିଶାର ୨୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ୨୦ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଗୁରୁବାର ଦିନ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆଞ୍ଚଳିକ କେନ୍ଦ୍ର। ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡା, ବରଗଡ, ନୂଆପଡା, ପୁରୀ, ଖୋର୍ଦ୍ଧା (ଭୁବନେଶ୍ୱର), ନୟାଗଡ଼, ବଲାଙ୍ଗିର, ଗଞ୍ଜାମ,…

କରୋନାକୁ ପରାସ୍ତ କଲେ ୯୮ ବର୍ଷୀୟା ବୃଦ୍ଧା

ଭୁବନେଶ୍ୱର: ପରିଣତ ବୟସ ଓ ଦୃଢ ମନୋବଳ ଆଗରେ ହାର ମାନିଲା କରୋନା ସଂକ୍ରମଣ । କେଭିଡ୍‌-୧୯ର ଦ୍ୱିତୀୟ ଲହରକୁ ଚିରି ବିଜୟୀ ହୋଇଛନ୍ତି ଜଣେ ୯୮ ବର୍ଷୀୟା ବୃଦ୍ଧା । କରୋନାରେ ସଂକ୍ରମିତ ହୋଇ ଏହି ବୃଦ୍ଧା ଜଣକ ଭୁବନେଶ୍ୱର ସ୍ଥିତ ସମ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଅନ୍ନପୂର୍ଣ୍ଣା…

ଘାରିଲା କରୋନା ଭୟ, ଆତ୍ମସମର୍ପଣ କଲେ ମାଓ ଦମ୍ପତ୍ତି

ମାଲକାନଗିରି: କରୋନା ଚଡକରେ ଭୟଭୀତ ଲାଲ ସେନା । କେତେବେଳେ ଭାକ୍ସିନ୍ ଲୁଟୁଛି ତ ପୁଣି କେତେବେଳେ ଯବାନଙ୍କ ରକ୍ତରେ ଖେଳୁଛି ଖୁନୀ ଖେଳ । ହେଲେ ଏହି ଧାରାରେ ଏକ ଚକିତକର ଘଟଣା ସାମ୍ନାକୁ ଆସିଛି । ଲାଲ ସେନାରେ ସାମିଲ ହୋଇ ବିପ୍ଳବୀ ସାଜିଥିବା ଏକ ମାଓ ଦମ୍ପତ୍ତି ଆତ୍ମ ସମର୍ପଣ କରିଛନ୍ତି ।…

ଘୁଞ୍ଚିଲା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା

ନୂଆଦିଲ୍ଲୀ: ଘୁଞ୍ଚିଲା ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ୟୁପିଏସ୍‌ସି ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ପୂର୍ବରୁ ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଆସନ୍ତା ମାସ ଜୁନ୍ ୨୭ ହେବାର ଥିଲା। ଏବେ ଏହାକୁ ଅକ୍ଟୋବର ୧୦କୁ…

କେନ୍ଦୁଝର ରାଙ୍କି କୋଭିଡ୍ ହସ୍ପିଟାଲରେ ସ୍ଥାପନ ହେଲା ଅକ୍ସିଜେନ୍ ସପ୍ଲାଏ ୟୁନିଟ୍

କେନ୍ଦୁଝର: ରାଙ୍କି କୋଭିଡ୍ ହସ୍ପିଟାଲରେ ଆଉ ରହିବନି ମେଡିକାଲ୍ ଅକ୍ସିଜେନ୍ ଅଭାବ । ମେଡିକାଲରେ ପିଏସ୍ଏ ଟେକ୍ନୋଲୋଜି ଅକ୍ସିଜେନ୍ ଜେନେରେଟର ମେସିନ୍ ସ୍ଥାପନ କରାଯାଇଛି । ଯାହାକି ରାଙ୍କି କୋଭିଡ୍ ହସ୍ପିଟାଲରେ ଅକ୍ସିଜେନ୍ ଚାହିଦାକୁ ପୂରଣ କରିପାରିବ । ମେଡିକାଲରେ ୪୫ଟି ଆଇସିୟୁ ଓ ୨୬ଟି…

କଟକ-ଭୁବନେଶ୍ୱରରେ ଘଣ୍ଟାଏ କାଳବୈଶାଖୀ ବର୍ଷା, ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସକ୍ରିୟ ରହିଛି । ଆଗାମୀ ଘଣ୍ଟାଏ ଯାଏ କଟକ ଓ ଭୁବନେଶ୍ୱରରେ ଜାରି ରହିବ କାଳବୈଶାଖୀ ଜନିତ ବର୍ଷା ପବନ । ଘଡ଼ଘଡ଼ି ବି ମାରିବ । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭୁବନେଶ୍ୱର ଓ କଟକ ପାଇଁ…

କୋଭିଡ୍‌ ଟେଷ୍ଟ ପାଇଁ ମୋବାଇଲ୍ ଭ୍ୟାନ୍ ଲଞ୍ଚ କଲା ଗଞ୍ଜାମ ପ୍ରଶାସନ

ବ୍ରହ୍ମପୁର: କରୋନା ପରୀକ୍ଷା କେନ୍ଦ୍ରଗୁଡିକରେ ଭିଡ଼କୁ ଏଡାଇବା ପାଇଁ ଗଞ୍ଜାମ ପ୍ରଶାସନ ବ୍ରହ୍ମପୁର ଏବଂ ନିକଟବର୍ତ୍ତୀ ଅଞ୍ଚଳରେ କୋଭିଡ୍‌ ଟେଷ୍ଟ ପାଇଁ ଏକ ମୋବାଇଲ୍ ଭ୍ୟାନ୍ ଲଞ୍ଚ କରିଛି। ଏହି ସୁବିଧା ଜିଲ୍ଲାର ଅନ୍ୟ ଅଞ୍ଚଳରେ କିଛି ଦିନ ପରେ ଉପଲବ୍ଧ ହେବ। ଏହାଦ୍ବାରା ପରୀକ୍ଷା…

ପୋଲିସ୍ ଏନକାଉଣ୍ଟରରେ ୨ ନକ୍ସଲ ନିହତ, ବିପୁଳ ବିସ୍ଫୋରକ ଜବତ

ମାଲକାନଗିରି: ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଦୁଇ ଜଣ ସଶସ୍ତ୍ର ନକ୍ସଲ ପ୍ରାଣ ହରାଇଛନ୍ତି । ମୃତ ଦୁଇ ହାର୍ଡକୋର ମାଓବାଦୀଙ୍କ ମଧ୍ୟରେ ଜଣେ ମହିଳା ନକ୍ସଲ ଥିବା ଜଣା ପଡ଼ିଛି । ଗତ କିଛିଦିନ ତଳେ ନକ୍ସଲ ମାନେ ପୋମକେ ଗାଟ୍ଟା…