Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୋଲିସ୍ ଏନକାଉଣ୍ଟରରେ ୨ ନକ୍ସଲ ନିହତ, ବିପୁଳ ବିସ୍ଫୋରକ ଜବତ

ମାଲକାନଗିରି: ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଦୁଇ ଜଣ ସଶସ୍ତ୍ର ନକ୍ସଲ ପ୍ରାଣ ହରାଇଛନ୍ତି । ମୃତ ଦୁଇ ହାର୍ଡକୋର ମାଓବାଦୀଙ୍କ ମଧ୍ୟରେ ଜଣେ ମହିଳା ନକ୍ସଲ ଥିବା ଜଣା ପଡ଼ିଛି । ଗତ କିଛିଦିନ ତଳେ ନକ୍ସଲ ମାନେ ପୋମକେ ଗାଟ୍ଟା…

୪ଟି ଜିଲ୍ଲାରେ ୫୫୦ ବେଡ୍ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିବ ଏମ୍‌ସିଏଲ, ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ରଖିଲେ କେନ୍ଦ୍ର…

ଭୁବନେଶ୍ୱର: ସମ୍ୱଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୋଳ ଜିଲ୍ଲାରେ ୫୫୦ ବେଡ୍ ସହ ଆନୁସଙ୍ଗିକ ବ୍ୟବସ୍ଥା କରିବ ଏମଏସିଏଲ୍ । ଏଥିପାଇଁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଏନେଇ ଖଣି ମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ କେନ୍ଦ୍ରମନ୍ତ୍ରୀ…

କଟକରେ ସିଏମସି କର୍ମଚାରୀ ଓ ପୋଲିସ ଗାଡ଼ି ଭାଙ୍ଗାରୁଜା ଘଟଣାରେ ୬୭ ବସ୍ତିବାସିନ୍ଦା ଗିରଫ

କଟକ: କାଳବୈଶାଖୀ ଜନିତ ବର୍ଷା ପବନରେ କଟକ ନୂଆପଡ଼ା ବାଲିସାହିରେ ବସ୍ତି ବାସିନ୍ଦାଙ୍କ ଟେଣ୍ଟ ଭାଙ୍ଗିବା ପରେ ଭଙ୍ଗାରୁଜା ଘଟଣାରେ କାର୍ୟ୍ୟାନୁଷ୍ଠାନ । ସିଏମିସି କର୍ମଚାରୀ ଓ ପୋଲିସ ଉପରେ ଆକ୍ରମଣ ଓ ଗାଡ଼ି ଭଙ୍ଗାରୁଜା ଘଟଣାରେ ୬୭ ଜଣ ବସ୍ତି ବାସିନ୍ଦାଙ୍କୁ ଗିରଫ କରାଯାଇଛି । ଆକ୍ରମଣ…

ଓଡ଼ିଶାରୁ କରୋନା ନେଲା ଆଉ ୧୯ ଜୀବନ, ମୃତ୍ୟୁସଂଖ୍ୟା ୨୧ଶହ ୫୧କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ସହ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୧୫ ଜିଲ୍ଲାରୁ ସଂକ୍ରମିତ । ଅନୁଗୋଳ ଜିଲ୍ଲାରେ ଦୈନିକ ସଂକ୍ରମଣ ସହ ବଢୁଛି ମୃତ୍ୟୁସଂଖ୍ୟା । ଆଜି ଆଉ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି ।…

କରୋନା ଲକ୍ଷଣ ଥାଇ ଶିକ୍ଷକଙ୍କ ମୃତ୍ୟୁ, ପୂର୍ବରୁ କରୋନା ନେଇଥିଲା ଜଣେ ଶିକ୍ଷକଙ୍କ ପ୍ରାଣ

ବୁଗୁଡ଼ା: ମହାମାରୀ କରୋନା ତାଣ୍ଡବ ଥମୁନି । ମୃତ୍ୟୁର ଫାଶରେ ବାନ୍ଧୁଛି ମହାମାରୀ । କରୋନା ଲକ୍ଷଣ ଥାଇ ବ୍ରହ୍ମପୁର ବଡ଼ ମେଡିକାଲରେ ଆଉ ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଛି । ବୁଗୁଡା ବ୍ଲକ କୁଶପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଟି.ମୂରଲୀ ଆଖି ବୁଜିଛନ୍ତି । ଜର ଓ…

ରାଜ୍ୟର ଏସବୁ ଜିଲ୍ଲାରେ କାଳବୈଶାଖୀ ସକ୍ରିୟ, ଘଡ଼ଘଡ଼ି ସହ ବର୍ଷା ପବନ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଗତ କିଛି ଦିନ ହେବ କାଶବୈଶାଖୀ ଜନିତ ବର୍ଷା ପବନ ଲାଗି ରହିଛି । ଆସନ୍ତା ଦୁଇ ଦିନ (୧୫ ତାରିଖ ଯାଏ) ଏଭଳି ସ୍ଥିତି ଲାଗି ରହିବ । ଏଥିପାଇଁ ସତର୍କତା ଜାରି କରିଛି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର,…

ଓଡ଼ିଶାରେ ଲକ୍ଷେ ପାର କଲା କରୋନା ଆକ୍ଟିଭ୍ କେସ୍, ଆଜି ୧୦,୬୪୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପୁଣି ୧୦ ହଜାର ଉପରେ କରୋନା ଟ୍ରେଣ୍ଡ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦ହଜାର ୬୪୯ ନୂଆ ଆକ୍ରାନ୍ତ । ଏହି ସମୟର ୫୧ହଜାର ୪୫୧ କୋଭିଡ୍ ଟେଷ୍ଟ କରାଯାଇଛି । ଗତକାଲି ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା ଟିକେ ହ୍ରାସ ପାଇଛି । ଗତକାଲି ଏହି ସଂଖ୍ୟା ଥିଲା ୧୦ହଜାର ୯୮୨…

କରୋନା ମୁକାବିଲା ପାଇଁ ପଶ୍ଚିମ ଓଡ଼ିଶାକୁ ୨୫ କୋଟି

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି କରୋନା ମହାମାୀର ପ୍ରକୋପ । ପ୍ରତିଦିନି ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ, ବେଶି ପ୍ରଭାତି ହୋଇଛି ପଶ୍ଚିମ ଓଡ଼ିଶା । କୋଭିଡ ମହାମାରୀ ମଧ୍ୟରେ ପଶ୍ଚିମ ଓଡ଼ିଶାରେ ସ୍ବାସ୍ଥ୍ୟସେବାକୁ ଅଧିକ ମଜଭୁତ୍ କରିବା ପାଇଁ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର ।…

ଓଡ଼ିଶାରେ ୧୪ରେ ପାଳନ ହେବ ‘ଇଦ୍‌’

କଟକ : ଓଡିଶାରେ ଆସନ୍ତା ୧୪ ତାରିଖରେ ପାଳନ ହେବ ପବିତ୍ର ‘ଇଦ୍‌’ ପର୍ବ । ଏନେଇ ଘୋଷଣା କରିଛି ଅଞ୍ଜୁମାନ ଇସଲାମିଆ ଏହଲେ ସୁନତ୍ ଅଲ୍ ଜମାତ ଚାନ୍ଦ କମିଟି । ଆଜି ଦେଶର କୌଣସି ସ୍ଥାନରେ ଚାନ୍ଦ ଦେଖାଯାଇ ନ ଥିବାରୁ ଆସନ୍ତା ଶୁକ୍ରବାର ଦିନ ଇଦ୍ ପର୍ବ ପାଳନ କରାଯିବ ବୋଲି କମିଟି ପକ୍ଷରୁ…

କୋଭିଶିଲ୍ଡ ଟିକା ପାଇଁ କେନ୍ଦ୍ରକୁ ରାଜ୍ୟ ସରକାରଙ୍କ ଅନୁରୋଧ

ଭୁବନେଶ୍ୱର: ଅକ୍ସିଜେନ ସିଲିଣ୍ଡର ଏବଂ କୋଭିଶିଲ୍ଡ ଟିକା ଯୋଗାଣ ନେଇ ସ୍ପଷ୍ଟ କରିବା ଲାଗି ଓଡିଶା ସରକାର ବୁଧବାର ଦିନ କେନ୍ଦ୍ରକୁ ଅନୁରୋଧ କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କ ସହ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଏକ…