Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଉରକେଲା ମହାନଗରରେ ଆଜିଠୁ ୧୮-୪୪ ବର୍ଷ ବର୍ଗଙ୍କୁ ଟିକାକରଣ

ରାଉରକେଲା: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଛି । ଆଜିଠାରୁ ରାଉରକେଲା ମହାନଗର ନିଗମ ଅଞ୍ଚଳରେ ୧୮ରୁ ୪୪ ବର୍ଷ ବର୍ଗଙ୍କ ପାଇଁ ଟିକାକରଣ ଆରମ୍ଭ ହୋଇଛି । ପଞ୍ଜିକରଣ କରିଥିବା ବ୍ୟକ୍ତି ନିଜ ସ୍ଲଟ୍ ଅନୁଯାୟୀ ନିର୍ଦ୍ଦିଷ୍ଟ ଟିକାଦାନ କେନ୍ଦ୍ରକୁ ଆସି ଟିକା ନେଇପାରିବେ ।…

ଓଡ଼ିଶାର ୧୦ ଜିଲ୍ଲାରୁ କରୋନା ନେଲା ୧୮ ଜୀବନ, ଅନୁଗୋଳରୁ ସର୍ବାଧିକ

ଅନୁଗୋଳ: ଜୀବନ ନେଉଛି କରୋନା । ଗତ ୨୪ ଘଣ୍ଟାରେ ରାଜ୍ୟର ୧୦ ଜିଲ୍ଲାରୁ କରୋନାରେ ଆଖି ବୁଜିଛନ୍ତି ୧୮ ଆକ୍ରାନ୍ତ । ଅନୁଗୋଳ ଜିଲ୍ଲାରେ ସଂକ୍ରମଣ ସହ ବଢୁଛି ମୃତ୍ୟୁସଂଖ୍ୟା । ଜିଲ୍ଲାରୁ ଦିନକରେ ଚାରି ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ଖୋର୍ଦ୍ଧା…

ପାଞ୍ଚ ଦିନ ପରେ ଓଡ଼ିଶାରେ ୧୦ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ପାଞ୍ଚ ଦିନ ପରେ ଓଡ଼ିଶାରେ ୧୦ ହଜାର ଖସିଲା ଦୈନିକ ସଂକ୍ରମଣ । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯ହଜାର ୭୯୩ ପଜିଟିଭ୍ । ଏହି ସମୟରେ ରାଜ୍ୟରେ ୪୬ ହଜାର ୨୪୧ଟି କୋଭିଡ୍ ଟେଷ୍ଟ କରାଯାଇଛି । ନୂଆ ସଂକ୍ରମିତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୫ହଜାର ୫୩୪ ଚିହ୍ନଟ ହୋଇଥିବା ବେଳେ…

ପରଲୋକରେ ଜଗନ୍ନାଥ ସଂସ୍କୃତିର ମହାନ ପ୍ରଚାରକ ତଥା ପୂର୍ବତନ ପ୍ରଶାସକ ଗୋପୀନାଥ ମହାନ୍ତି

ଭୁବନେଶ୍ୱର: ଜଗନ୍ନାଥ ସଂସ୍କୃତିର ମହାନ ପ୍ରଚାରକ, ଲେଖକ ତଥା ପୂର୍ବତନ ପ୍ରଶାସକ ଗୋପୀନାଥ ମହାନ୍ତିଙ୍କର ଆଜି ସନ୍ଧ୍ୟାରେ ପରଲୋକ ହୋଇଛି । ଗତ କିଛି ଦିନ ହେଲା ସେ ଅସୁସ୍ଥ ଥିଲେ । କଳିଙ୍ଗ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ଦେହାନ୍ତ ଖବର ପାଇ ବହୁ…

ଆଣିଥିଲି ଘୋଡା, ଦେଇପାରୁନି ଭଡା !

ଅନୁଗୁଳ: ବାହାରେ ଘୁରିବୁଲୁଥିବା ଜୀବଜନ୍ତୁଙ୍କ ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ୬୦ ଲକ୍ଷ ଟଙ୍କାର ସହାୟତା ରାଶି । ରାଜ୍ୟ ସରକାରଙ୍କୁ ଏହି ପଦକ୍ଷେପକୁ ବିଭିନ୍ନ ମହଲରୁ ମିଳିଛି ଭୁରିଭୁରି ପ୍ରଶଂସା । ହେଲେ ଏହାରି ଭିତରେ ଏକ ଖବର ଅନେକ ଲୋକଙ୍କ ଧ୍ୟାନ ଆକର୍ଷଣ କରିଛି । ଜଣେ…

ଚିହ୍ନଟ ହେଲେ ରାଜ୍ୟର ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ

ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ । କୋଭିଡ ପଜିଟିଭ ଆସିବା ପରେ ଘରେ ସଂଗରୋଧରେ ଥିଲେ ଏହି ରୋଗୀ । ପଜିଟିଭ୍ ଚିହ୍ନଟ ରୋଗୀ ଏବେ ଭୁବନେଶ୍ବରରେ ଚିକିତ୍ସାଧୀନ ଅଛନ୍ତି । ସେ ଏବେ ସମ୍ ଅଲଟିମେଟ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କ ସ୍ବାସ୍ଥ୍ୟବସ୍ଥା…

କରୋନା ନେଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ

ବୌଦ୍ଧ: କାୟା ମେଲାଇ ଚାଲିଛି କରୋନା ମହାମାରୀ । ପ୍ରତିଦିନ ଖେଳୁଛି ମୃତ୍ୟୁର ଖେଳ । ଧନୀ ହେଉ ଅବା ଗରିବ, ନେଇ ଚାଲିଛି ଗୋଟିଏ ପରେ ଗୋଟିଏ ଜୀବନ । ଏହି ଧାରାରେ ଚାଲିଯାଇଛି ଓଡିଶାର ଆଉ ଜଣେ ସାମ୍ବାଦିକଙ୍କ ଜୀବନ । ଦୈନିକ ଖବର କାଗଜ “ଓଡିଶା ଭାସ୍କର”ର ବୌଦ୍ଧ ଜିଲ୍ଲା ପ୍ରତିନିଧି…

ଝାରପଡ଼ା ଜେଲରେ ଚଢ଼ାଉ, ଜବତ ହେଲା ୯ଟି ମୋବାଇଲ

ଭୁବନେଶ୍ବର : ଝାରପଡ଼ା ଜେଲରେ ଚଢ଼ାଉ । ଜେଲ୍ ଡିଜିଙ୍କ ନେତୃତ୍ବରେ ହୋଇଥିବା ଚଢ଼ାଉ ବେଳେ ଜବତ ହୋଇଛି ୯ଟି ମୋବାଇଲ । ଜେଲ୍ ଭିତରେ ଥିବା ଦୁର୍ଦ୍ଦାନ୍ତ ଅପରାଧୀଙ୍କ ନିକଟରୁ ଏସବୁ ମୋବାଇଲ ଜବତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଜେଲ୍ ଡିଜି ସନ୍ତୋଷ ଉପାଧ୍ୟାୟ । ଆଜି ଅଚାନକ…

ଏକ ନମ୍ବର ହାଟ ପାଇଁ ନୂଆ ସମୟ, ରାତି ତିନିଟାରୁ ସକାଳ ସାଢେ ଛଅ ଯାଏଁ ହୋଲସେଲ ବେପାର

ଭୁବନେଶ୍ୱର: କରୋନା ସମୟରେ ଭିଡକୁ ଦୃଷ୍ଟିରେ ରଖି ଏକ ନମ୍ବର ହାଟରେ ହୋଲସେଲ ବ୍ୟବସାୟର ସମୟକୁ ପରିବର୍ତ୍ତନ କରାଯାଇଛି । ଭୁବିନେଶ୍ୱର ମହାନଗର ନିଗମ, କମିଶନରେଟ୍ ପୋଲିସ ଓ ବ୍ୟବସାୟଙ୍କ ମଧ୍ୟରେ ହୋଇଥିବା ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ରାତି ତିନିଟାରୁ ସକାଳ ସାଢେ ଛଅ ଯାଏଁ…

ଟିକା ପାଇଁ ରାଜ୍ୟ ସରକାର ଆହ୍ବାନ କରିବେ ଗ୍ଲୋବାଲ ଟେଣ୍ଡର

ଭୁବନେଶ୍ବର : ଟିକା ପାଇଁ ରାଜ୍ୟ ସରକାର ଆହ୍ବାନ କରିବେ ଗ୍ଲୋବାଲ ଟେଣ୍ଡର । ଏନେଇ ନିଷ୍ପତ୍ତି ନେଇଛି ରାଜ୍ୟ କ୍ୟାବିନେଟ୍ । ଟିକା ଯେପରି ରାଜ୍ୟର ଲୋକେ ସୁବିଧାରେ ପାଇପାରିବେ, ସେଥିପାଇଁ ବିଶ୍ବର ବିଭିନ୍ନ କମ୍ପାନୀରୁ ଟିକା ସଂଗ୍ରହ ପାଇଁ ପଦକ୍ଷେପ ନିଆଯିବ । ଏଣିକି ବିଦେଶୀ କମ୍ପାନୀଙ୍କ…