Latest Odisha News

BREAKING NEWS

Browsing Category

ଓଡିଶା

Odisha

କରୋନାରୁ ସୁସ୍ଥ ହେଲେ ଆଉ ୮୫୪୧ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ କାୟା ମେଲାଉଛି ମହାମାରୀ କରୋନା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ, ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୮୫୪୧ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…

ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ଆଉ ନାହାନ୍ତି ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ର । କରୋନାରେ ଆଜି ରଘୁନାଥ ମହାପାତ୍ରଙ୍କର ବିୟୋଗ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବର ଏମସରେ ତାଙ୍କର ପରଲୋକ ହୋଇଛି । ସାଂସଦ ରଘୁନାଥ ମହାପାତ୍ରଙ୍କ ଅକାଳ ବିୟୋଗରେ ଶୋକ…

ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର : ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ । ଆଜି ଅପରାହ୍ନରେ ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଭୁବନେଶ୍ବର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିବା ନେଇ…

ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ; ମନ୍ତ୍ରୀ ସାମାନ୍ୟ ଆହତ

ବାଲେଶ୍ବର: କେନ୍ଦ୍ର ମନ୍ତ୍ରୀ ତଥା ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ। ରବିବାର ଦିନ ନୀଳଗିରି ଅଞ୍ଚଳରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଗାଡ଼ି। ତେବେ ଏହି ଦୁର୍ଘଟଣାରେ ମନ୍ତ୍ରୀ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ସୂଚନା…

ମେ ୧୨ରୁ ଆରମ୍ଭ ହେବ ସେବାୟତଙ୍କ କୋଭିଡ୍‌ ଟେଷ୍ଟ

ପୁରୀ: ମେ ୧୨ରୁ ଶ୍ରୀମନ୍ଦିର ସେବାୟତଙ୍କର ହେବ କରୋନା ଟେଷ୍ଟ୍‌। ଏ ନେଇ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ସୂଚନା ଦେଇଛନ୍ତି। ଯେଉଁ ସେବାୟତମାନେ ଚନ୍ଦନ ଯାତ୍ରା, ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟରେ  ସାମିଲ ହେବେ ସେମାନଙ୍କର କୋଭିଡ୍‌ ‌ପରୀକ୍ଷା କରାଯିବ। ମେ ୧୨ରୁ ଏହି ଟେଷ୍ଟ୍‌…

ଦିଲ୍ଲୀ ଏବଂ ବିଶାଖାପାଟନମକୁ ୮ଟି ଅକ୍ସିଜେନ ଟ୍ୟାଙ୍କର ପଠାଇଲା ଓଡ଼ିଶା

ଭୁବନେଶ୍ୱର: ଆଜି ଓଡ଼ିଶା ସରକାର ଆଉ ୮ଟି ଅକ୍ସିଜେନ ଟ୍ୟାଙ୍କର ଦିଲ୍ଲୀ ଏବଂ ବିଶାଖାପାଟନମକୁ ପଠାଇଛନ୍ତି। ରବିବାର ଦିନ ଯାଜପୁରରୁ ଦିଲ୍ଲୀ ଏବଂ ବିଶାଖାପାଟନମକୁ ୮ଟି ଟ୍ୟାଙ୍କରରେ ଭର୍ତ୍ତି 153.8 MT ଅମ୍ଳଜାନ ପଠାଯାଇଛି। ସେଥିରୁ ୭ଟି ଅକ୍ସିଜେନ ଟ୍ୟାଙ୍କର୍‌କୁ ଟ୍ରେନ ଯୋଗେ ଦିଲ୍ଲୀ…

ବୁଲା ଗାଈ ଓ କୁକୁରଙ୍କ ଖାଦ୍ୟ ପାଇଁ ୬୦ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ରାଜ୍ୟରେ ସଂକ୍ରମଣ ଶୃଙ୍ଖଳା ଭାଙ୍ଗିବା ପାଇଁ ରାଜ୍ୟ ସରକାର ଲକ୍‌ଡାଉନ୍‌ ଜାରି କରିଛନ୍ତି। ଯାହା ଫଳରେ ବୁଲା ପଶୁମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ଲକ୍‌ଡାଉନ୍‌ ସମୟରେ ବୁଲା ଗାଈ ଓ କୁକୁରଙ୍କୁ ଖାଦ୍ୟ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସିଏମ୍‌…

କରୋନାରୋ ବିଜେପିର ପୂର୍ବତନ ରାଜ୍ୟ ଉପ ସଭାପତି ବୃନ୍ଦାବନ କଳସଙ୍କ ପରଲୋକ

ଭୁବନେଶ୍ବର: କରୋନାରୋ ବିଜେପିର ପୂର୍ବତନ ରାଜ୍ୟ ଉପ ସଭାପତି ବୃନ୍ଦାବନ କଳସଙ୍କ ପରଲୋକ। ସେ କରୋନା ସଂକ୍ରମିତ ହେବା ପରେ ତାଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ଏମ୍‌ସରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୧୯୯୦ ମସିହାରୁ ୨୦୧୦ ପର୍ଯ୍ୟନ୍ତ ସେ…

ଓଡ଼ିଶାର ଆଉ ଦୁଇଟି ଜିଲ୍ଲାରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଟି ଜିଲ୍ଲାରେ ପ୍ରତିଷ୍ଠା ହେବ କେନ୍ଦ୍ରୀୟ ବିଦ୍ୟାଳୟ । ସୁନ୍ଦରଗଡ଼ ଓ ଅନୁଗୋଳ ଜିଲ୍ଲାରେ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ । ଏମସିଏଲ୍ ଦ୍ୱାରା ସୁନ୍ଦରଗଡ଼ ଜିଲ୍ଲା ବସୁନ୍ଧରାରେ ଗୋଟିଏ ଏବଂ ଅନୁଗୋଳ ଜିଲ୍ଲାର ଜଗନ୍ନାଥ ଓ ସୁଭଦ୍ରା ଅଞ୍ଚଳରେ…

ମାତୃ ଦିବସ ଅବସରରେ ମହିଳା କରୋନା ଯୋଦ୍ଧାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମଗ୍ର ଦେଶରେ ଆଜି ମାତୃ ଦିବସ ପାଳନ କରାଯାଉଛି। ଆଜି ମାତୃ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା କରୋନା ଯୋଦ୍ଧାମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସିଏମ୍ ଟୁଇଟ୍ କରି କହିଛନ୍ତି, “ଓଡିଶାରେ ମାତୃ ମୃତ୍ୟୁହାର ହ୍ରାସ କରିବା ଏବଂ ନିରାପଦ ମାତୃତ୍ୱକୁ…