Latest Odisha News

BREAKING NEWS

Browsing Category

ଓଡିଶା

Odisha

୧୮ରୁ ୪୪ ବର୍ଷ ବର୍ଗଙ୍କୁ ଟିକାକରଣ ନେଇ ଚିଠି

ଭୁବନେଶ୍ବର : ରାଜ୍ୟରେ ୧୮ରୁ ୪୪ ବର୍ଷ ବୟସ ବର୍ଗଙ୍କୁ ଟିକାକରଣ ନେଇ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର । ସବୁ ସିଡିଏମଓ, ପିଏଚଓ, ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖିଛନ୍ତି ଏସିଏସ । ଟିକା କମ ଥିବାରୁ ୫ଟି ପୌରାଞ୍ଚଳରେ ହେବ…

ହାଇଓ୍ବା ଧକ୍କାରେ ଅକ୍ସିଜେନ ବୋଝେଇ ଟ୍ୟାଙ୍କର କ୍ଷତିଗ୍ରସ୍ତ

ଟାଙ୍ଗୀ : ଅକ୍ସିଜେନ୍ ବୋଝେଇ ଟ୍ୟାଙ୍କରକୁ ଧକ୍କା ଦେଲା ହାଇଓ୍ବା । ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ବାଇପାସ ନିକଟରେ ଘଟିଛି ଏଭଳି ଘଟଣା । ଆଜି ସଂଧ୍ୟାରେ ମେଡିକାଲ ଅକ୍ସିଜେନ୍ ନେଇ ଯାଉଥିବା ଏକ ଟ୍ୟାଙ୍କରକୁ ଧକ୍କା ଦେଇଛି ହାଇୱା । ଦୁର୍ଘଟଣାରେ ଅକ୍ସିଜେନ୍ ବୋଝେଇ ଟ୍ରକଟି…

୫୦ରୁ ଅଧିକ ମାଓବାଦୀ କରୋନା ପଜିଟିଭ୍

ଛତିଶଗଡ଼ : ସାରା ଦେଶରେ ଦ୍ରୁତ ଗତିରେ ବ୍ୟାପୁଛି ମାହାମାରୀ କରୋନା । ପ୍ରତିଦିନ ଲକ୍ଷ ଲକ୍ଷ ସଂଖ୍ୟାରେ ପଜିଟିଭ୍ ଚିହ୍ନଟ ହେଉଛନ୍ତି । କରୋନା ମହାମାରୀ ଭିତରେ ଏବେ ଆଉ ଏକ ବଡ଼ ଖବର ଆସିଛି । ତାହା ପୁଣି ମାଓବାଦୀଙ୍କୁ ନେଇ । ଛତିଶଗଡ଼ ଦାନ୍ତେଓ୍ବାଡାରେ ଏବେ ୫୦ରୁ ଅଧିକ ମାଓବାଦୀ…

ମଠାଧୀଶଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ୨ ଗିରଫ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ସଦର ଥାନା ବିଶିମୁଣ୍ଡା ଗାଁ ରାଧାକୃଷ୍ଣ ମଠର ମଠାଧିଶ ବାବା କୃଷ୍ଣଚନ୍ଦ୍ର ଦାଶଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ । ହତ୍ୟାକାଣ୍ଡ ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ବାବାଙ୍କ ସମ୍ପର୍କୀୟ ଦୁଇ ପୁତୁରା ଅମିତ ଓରଫ ଶମ୍ଭୁ ଭୂଷଣ ମିଶ୍ର ଓ…

ଭୁବନେଶ୍ବରରୁ ଆଉ ୧୦୩୪ ପଜିଟିଭ୍ ଚିହ୍ନଟ, ୧୦୧୯ ସୁସ୍ଥ

ଭୁବନେଶ୍ବର : ମହାମାରୀ ଭିତରେ ଚିନ୍ତା ବଢ଼ାଇଛି ଭୁବନେଶ୍ବର । ସଂକ୍ରମଣରେ ହଟସ୍ପଟ ପାଲଟିଥିବା ରାଜଧାନୀ ଭୁବନେଶ୍ବରରେ ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି । ଏଭଳି ସ୍ଥିତିରେ ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ଆଉ ୧୦୩୪ ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୫୪ ଜଣ ଥିବା ବେଳେ,…

ରାଜ୍ୟରେ ଖସୁଛି ପାରଦ, କେବଳ ୪୦ ଡିଗ୍ରୀ ଉପରେ ବୌଦ୍ଧ ସହର

ଭୁବନେଶ୍ବର : ତାତିରୁ ସାମାନ୍ୟ ଆଶ୍ବସ୍ତି । ସାରା ରାଜ୍ୟରେ ତାପମାତ୍ରା ହ୍ରାସା ପାଇଥିବାରୁ ତାତିରୁ ମିଳିଛି ତ୍ରାହି । କେବଳ ବୌଦ୍ଧ ଜିଲ୍ଲାରେ ତାପମାତ୍ରା ରହିଛି ୪୦.୫ ଡିଗ୍ରୀ । ବାକି ସବୁ ଜିଲ୍ଲାରେ ପାରଦ ୪୦ ଡିଗ୍ରୀ ତଳେ ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ…

କରୋନାରୁ ସୁସ୍ଥ ହେଲେ ଆଉ ୭୬୬୪ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଏବେ ଚିନ୍ତା ବଢ଼ାଇଛି ମହାମାରୀ କରୋନା । ପ୍ରତିଦିନ ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୭୬୬୪ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ରାଜ୍ୟରୁ…

ରାଉରକେଲାର ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ରାଉରକେଲା: କରୋନାର ଦ୍ୱିତୀୟ ତରଙ୍ଗ ଭୟଙ୍କର ହେଉଥିବା ବେଳେ ଶନିବାର ଦିନ ରାଉରକେଲାର ତିନୋଟି ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ପ୍ରତିବନ୍ଧକ ଲାଗୁ କରାଯିବ ବୋଲି ରାଉରକେଲା ମ୍ୟୁନିସିପାଲିଟି କର୍ପୋରେସନ୍ (ଆରଏମସି)…

ଓଡ଼ିଶା ପହଞ୍ଚିଲା ୧ ଲକ୍ଷ ଡୋଜ କୋଭିଶିଲ୍ଡ ଟିକା

ଭୁବନେଶ୍ୱର: ଓଡ଼ିଶା ପହଞ୍ଚିଲା ୧ ଲକ୍ଷ ଡୋଜ କୋଭିଶିଲ୍ଡ ଟିକା। ଓଡିଶା ସରକାରଙ୍କ ଦ୍ବାରା କିଣାଯାଇଥିବା କୋଭିଶିଲ୍ଡ ଟିକାର ୧ ଲକ୍ଷ ଡୋଜ ଶନିବାର ଭୁବନେଶ୍ୱରରେ ପହଞ୍ଚିଛି। ଏହି କୋଭିଶିଲ୍ଡ ଟିକା ଏକ ସ୍ୱତନ୍ତ୍ର କାର୍ଗୋ ବିମାନରେ ଅପରାହ୍ନ ୨ ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

ଢାବା ମାଲିକ ଗିରଫ, ବିପୁଳ ପରିମାଣର ମଦ ଜବତ

ଢେଙ୍କାନାଳ: ଲାଭଖୋର ଢାବା ମାଲିକଙ୍କ ଅଭିନବ ଉପାୟ । ଲକଡାଉନ୍‌ରେ ଚଢା ଦରରେ ବେଆଇନ ଭାବେ ମଦ ବିକି ମାଲାମାଲ ହେବାକୁ ଦେଖିଥିଲେ ସ୍ୱପ୍ନ । ହେଲେ ଅବକାରୀ ବିଭାଗ ସବୁ ଯୋଜନାକୁ ଭଣ୍ଡୁର କରିଦେଇଥିଲା । ଢେଙ୍କାନାଳ ୫୩ ନମ୍ବର ଜାତୀୟ ରାଜପଥ କଡରେ ଥିବା ରାଜକୁମାର ଢାବାରୁ ଜବତ ହୋଇଛି ବିପୁଳ…