Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟ୍ରେନ୍ ଯାତ୍ରା ପାଇଁ ରେଳବାଇ ଜାରି କଲା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋଟୋକଲ୍

ଭୁବନେଶ୍ବର : ସାରା ଦେଶରେ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରାଇବା ଉଦ୍ଦେଶ୍ୟରେ ରେଳ ଯାତ୍ରୀମାନଙ୍କ ପାଇଁ ଏକ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋଟୋକଲ୍ ବା ଏସଓପି ଜାରି କରିଛି ରେଳ ମନ୍ତ୍ରଣାଳୟ । ୱେଟିଂ ଲିଷ୍ଟରେ ଥିବା ଯାତ୍ରୀମାନଙ୍କୁ ଟ୍ରେନରେ ଯାତ୍ରା କରିବା ଏବଂ ଷ୍ଟେସନରେ ପ୍ରବେଶ କରିବାକୁ…

କରୋନା ଆତଙ୍କ ଭିତରେ ‘ବ୍ଲାକ ଫଙ୍ଗସ୍’ ସଂକ୍ରମଣ ଚିନ୍ତା, କ’ଣ ଏହି ନୂଆ ରୋଗ ?

ନୂଆଦିଲ୍ଲୀ: କରୋନାର ଦ୍ୱିତୀୟ ଲହରକୁ ନେଇ ଦେଶରେ ଏବେ ହାହାକାର ସ୍ଥିତି । ଏଭଳି ସ୍ଥିତିରେ ଭାରତରେ ଆଉ ଏକ ନୂଆ ସଂକ୍ରମଣ ଚିନ୍ତା ବଢ଼ାଇଲାଣି । ଯାହାକୁ ବ୍ଲାକ ଫଙ୍ଗସ୍ ବା ମ୍ୟୁକରମାଇକୋସିସ୍ ରୋଗ ବୋଲି କୁହାଯାଉଛି । ଦିଲ୍ଲୀରେ ଚିକିତ୍ସାଧୀନ କରୋନା ଆକ୍ରାନ୍ତଙ୍କ ପାଖରେ ଏହି ସଂକ୍ରମଣ…

ଲକ୍‌ଡାଉନ ସମୟରେ ସହରାଞ୍ଚଳର ବୁଲା ପଶୁଙ୍କୁ ଖାଦ୍ୟ ଯୋଗାଇବାକୁ ଅନୁରୋଧ କଲା ପ୍ରଶାସନ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଲକ୍‌ଡାଉନ ଘୋଷଣା ହୋଇଛି । ରାସ୍ତାରେ ଯାନବାହାନ ଚଳାଚଳ ଉପରେ କଟକଣା ସହ ଅତ୍ୟାବଶ୍ୟକ ଜିନିଷ ମିଳୁଥିବା ଦୋକାନକୁ ଛାଡି ଦେଲେ ଅନ୍ୟ ସବୁ ବନ୍ଦ ରହୁଛି । ଫଳରେ ବୁଲା ଗାଇଗୋରୁ ଓ କୁକୁର ଖାଦ୍ୟ ପାଇ ପାରୁ ନ ଥିବା ଦେଖିବାକୁ ମିଳୁଛି ।…

ସଂକ୍ରମଣ ଭଳି ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ ୮୪୦୧ ଜଣ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ପ୍ରତିଦିନ ନୂଆ ନୂଆ ରେକର୍ଡ କରି ଚାଲିଛି । ସେହିଭଳି କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ସବୁ ରେକର୍ଡ ଭାଙ୍ଗିଛି । ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଣ୍ଟାରେ କରୋନାରୁ ୮ ହଜାର ୪୦୧ ଜଣ ସୁସ୍ଥ ହୋଇଛନ୍ତି…

ପାଟଣାଗଡ଼ ଉପକାରାଗାରରେ ୪୦ ଅନ୍ତେବାସୀଙ୍କୁ କରୋନା, ଜଣେ ମୃତ

ବଲାଙ୍ଗିର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ଜେଲରେ ଭୂତାଣୁର ବିସ୍ଫୋରଣ ହୋଇଛି । ବଲାଙ୍ଗିରର ପାଟଣାଗଡ଼ ଉପକାରାଗାରରେ ୪୦ ଜଣ ଅନ୍ତେବାସୀ କୋଭିଡ୍ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ସଂକ୍ରମିତ ଅନ୍ତେବାସୀଙ୍କ ମଧ୍ୟରୁ ଜଣେ କଏଦୀ କରୋନାରେ ପ୍ରାଣ ହରାଇଛନ୍ତି । ମୃତକ…

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ଏମ୍ସରେ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି। ଏ ନେଇ ଏମ୍ସ ନିର୍ଦ୍ଦେଶିକା ବି.ଗୀତାଞ୍ଜଳି ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁଯାୟୀ, ଏକ ୪ ଜଣିଆ ଡାକ୍ତରୀ ଟିମ୍ ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟବସ୍ଥା…

୧୧ ଯାଏ କାଳବୈଶାଖୀ, ଜିଲ୍ଲାପାଳଙ୍କୁ ସତର୍କ କଲେ ଏସଆରସି

ଭୁବନେଶ୍ୱର: ରାଜ୍ୟରେ ଖରାରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିବା କାଳବୈଶାଖୀ ପିଛା ଛାଡ଼ୁନି । ଆସନ୍ତା ୧୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଏନେଇ ଏସଆରସି ଉକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସତର୍କ ରହିବାକୁ କହିଛନ୍ତି । କାଳବୈଶାଖୀ ନେଇ ୮ ତାରିଖ…

ଭୁବନେଶ୍ୱରର ଏହି ମଲରେ ଦିଆଯିବ ଦ୍ୱିତୀୟ ଡୋଜ୍ କୋଭାକ୍ସିନ୍

ଭୁବନେଶ୍ୱର: ରାଜଧାନୀରେ କରୋନା ଟିକାକରଣକୁ ବିଏମସି ବ୍ୟାପକ କରିଛି । ମେ ପହିଲାରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଲୋକଙ୍କୁ ଟିକାକରଣ ଆରମ୍ଭ ହୋଇଛି । ଅନ୍ୟପଟେ ଘରୋଇ ହସ୍ପିଟାଲରେ ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଟିକାଦାନ ବନ୍ଦ ରହିଛି । ଫଳରେ ଘରୋଇ ହସ୍ପିଟାଲରେ ପ୍ରଥମ ଡୋଜ୍ ଟିକା…

ନଭିମୁମ୍ବାଇ ମହାନଗର ନିଗମକୁ ଓଡ଼ିଶା ଭବନ ଭଡ଼ା ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ୱର: କୋଭିଡ୍ ମହାମାରୀର ମୁକାବିଲା ପାଇଁ ମୁମ୍ବାଇରେ ରୋଗୀଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ମାନଙ୍କ ସଙ୍ଗରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଏପ୍ରିଲରୁ ବ୍ୟବହାର କରି ଆସୁଥିଲେ । ଏହାର ଭଡ଼ା ବାବଦ ଦେୟ ୨ କୋଟି ୧୬…

ଭାଙ୍ଗିଲା ନକ୍ସଲଙ୍କ ସହିଦ ସ୍ମାରକୀ !

ମାଲକାନଗିରି: ବିଜାପୁର ଏନକାଉଣ୍ଟର ପରଠୁ ପୂର୍ବ ଅପେକ୍ଷା ଅଧିକ ସଜାଗ ରହିଛନ୍ତି ଡିଆର୍‌ଜି ଯବାନ । ଜାରି ରହିଛି ଜୋରଦାର କୁମ୍ବିଂ ଅପରେସନ୍ । ସୂଚନା ମିଳିଛି ମାଲକାନଗିରି ଛତିଶଗଡ ସୀମାନ୍ତ ଦନ୍ତେୱାଡା ଜିଲ୍ଲାରେ ନକ୍ସଲଙ୍କର ଏକ ସହିଦ ସ୍ମାରକୀକୁ ଭାଙ୍ଗିଦେଇଛନ୍ତି ଡିଆର୍‌ଜି ଯବାନ ।…