Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୂର୍ବତନ ତହସିଲଦାର ଆଲୋକ ଅନୁଗୁଳିଆ ନିଲମ୍ବିତ !

ମାଲକାନଗିରି: ନିଲମ୍ବିତ ହେଲେ ପୂର୍ବତନ ତହସିଲଦାର ବାବୁ । ଆଉ ତା ପୁଣି ଜମି ଦୁର୍ନୀତି ମାମଲାରେ । କିଛି ଏପରି ଖବରକୁ ନେଇ ଚର୍ଚ୍ଚାକୁ ଆସିଛି ମାଲକାନଗିରି ଜିଲ୍ଲା । କାଲିମେଳାର ପୂର୍ବତନ ତହସିଲଦାର ଆଲୋକ କୁମାର ଅନୁଗୁଳିଆ କିଛି ମାସ ପୂର୍ବରୁ ତହସିଲ କାର୍ଯ୍ୟାଳୟରେ ବ୍ୟାପକ ଜମି…

ବରଗଡ଼ରେ ICU ଓ ଭେଣ୍ଟିଲେଟର ସୁବିଧା ଥିବା କୋଭିଡ୍ କେୟାର ସେଣ୍ଟର ଉଦ୍‌ଘାଟିତ

ବରଗଡ଼: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବରଗଡ଼ରେ କୋଭିଡ୍ କେୟାର ସେଣ୍ଟର ଉଦଘାଟିତ । ICU ଓ ଭେଣ୍ଟିଲେଟର ସୁବିଧା ଥିବା କୋଭିଡ୍ କେୟାର ସେଣ୍ଟରର ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭିଡିଓ କନଫରେନ୍ସିଂରେ ଉଦଘାଟିତ ହୋଇଛି । କୋଭିଡ୍ ରୋଗୀଙ୍କ ପାଇଁ ବିକାଶ…

ବାଙ୍ଗିରିପୋଷିରୁ ବଜ୍ରକାପ୍ତା ଉଦ୍ଧାର, ଜଣେ ଗିରଫ

ବାରିପଦା: ବଜ୍ରକାପ୍ତା ଚାଲାଣ ବେଳେ ଚଢ଼ାଉ । ବିଶେଷ ସୂତ୍ରରୁ ଖବର ପାଇ ରେଡ୍ କଲା ବାରିପଦା ଟାଉନ୍ ଥାନା ପୋଲିସ । ଗୋଟିଏ ବଜ୍ରକାପ୍ତାକୁ ଉଦ୍ଧାର କରିବା ସହ ଜଣଙ୍କୁ ଗିରଫ କରିଛି । ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଗହିରାପାଳ ଅଞ୍ଚଳରୁ ବଜ୍ରକାପ୍ତା ଉଦ୍ଧାର ହୋଇଛି । ଗିରଫ ଅଭିଯୁକ୍ତଙ୍କ…

କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ଦେହାନ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ଜଣେ ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ବୟସ ହୋଇଥିଲା। ସେ ଦୈନିକ ଖବରକାଗଜ 'ସମ୍ବାଦ'ର ବ୍ରହ୍ମପୁର ପ୍ରତିନିଧି ଭାବେ କାର୍ଯ୍ୟ କରୁଥିଲେ। ତେବେ ସେ ଦୀର୍ଘଦିନ ଧରି…

କାକଟପୁରରେ ଚାଲିଥିଲା ନକଲି କୋଭିଡ୍ ଟେଷ୍ଟ ସେଣ୍ଟର, ଜଣେ ଗିରଫ

ପୁରୀ: କରୋନା କାଳରେ ଲୋକଙ୍କ ଜୀବନ ସହ ଖେଳ । ଘରୋଇ ପାଥୋଲାବରେ ହେଉଥିଲା ନକଲି କରୋନା ଟେଷ୍ଟ ଓ ଚିକିତ୍ସା । ଖବର ପାଇ ଚଢ଼ାଉ କଲା ପୋଲିସ୍ ଓ ପ୍ରଶାସନିକ ଅଧିକାରୀ। ପୁରୀ ଜିଲ୍ଲା କାକଟପୁରରେ ଘରୋଇ ପାଥୋଲାବରେ ଚଢ଼ାଉ ପରେ ନକଲି କାରନାମା ପଦାକୁ ଆସିଛି । ନକଲି କୋରୋନା ଟେଷ୍ଟ ଓ ଚିକିତ୍ସା…

ପରଲୋକରେ ବର୍ଷୀୟାନ ପାଲା ଗାୟକ ଚିନ୍ମୟ ବଳଭଦ୍ର ପଣ୍ଡା

ଭୁବନେଶ୍ୱର: ପରଲୋକରେ ପାଲା ଜଗତର ଉଜ୍ଜ୍ୱଳ ନକ୍ଷତ୍ର ତଥା ଭାଗବତ ଭୂଷଣ ଗାୟକ ଚିନ୍ମୟ ବଳଭଦ୍ର ପଣ୍ଡା । ଗତକାଲି ରାତିରେ ଭୁବନେଶ୍ୱର ଉପକଣ୍ଠ ଗଣ୍ଡରପୁର ସ୍ଥିତ ଝିଅ ଘରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ଗତ କିଛିଦିନ ଧରି ସେ ଅସୁସ୍ଥ ଥିଲେ ।…

କରୋନା ଚିକିତ୍ସା ପାଇଁ ନୂଆ ଔଷଧ ‘ଟୋସିଲିଜୁମାବ’, ଗୁରୁତର ରୋଗୀଙ୍କୁ ଦିଆଯିବ

ଭୁବନେଶ୍ୱର: କରୋନା ଚିକିତ୍ସା ପାଇଁ ଆସିଲା ନୂଆ ମେଡିସିନ୍ ଟୋସିଲିଜୁମାବ । ଏଣିକି ଗୁରୁତର ଥିବା କରୋନା ରୋଗୀ କିମ୍ବା ଭେଣ୍ଟିଲେଟରରେ ଚିକିତ୍ସାଧୀନ ଆକ୍ରାନ୍ତଙ୍କୁ ଟୋସିଲିଜୁମାବ ଇଞ୍ଜେକସନ୍ ଦିଆଯାଇପାରିବ । ଏହି ଇଞ୍ଜେକସନର ବ୍ୟବହାରକୁ ଅନୁମତି ଦେଇଛି ଊଉଏଓ । ଏହାପରେ ଏସଓପି ଜାରି…

ଓଡ଼ିଶାରୁ କରୋନା ନେଲା ଆଉ ୧୯ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ ସଂକ୍ରମଣ ସହ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଜି ଚଳିତବର୍ଷ ସର୍ବାଧିକ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଗତ ୨୪ ଘଣ୍ଟାରେ ୧୧ ଜିଲ୍ଲାରୁ ୧୯ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୧୦ ଜଣ ପୁରୁଷ ଓ ୯ ଜଣ ମହିଳା । Regret to…

ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ, ୧୨ ହଜାରରୁ ଉର୍ଦ୍ଧ୍ଵ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ଅପେକ୍ଷା ଆଜି ରେକର୍ଡ ସଂଖ୍ୟକ ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୨ ହଜାର ୨୩୮ ପଜିଟିଭ୍ ।…

ଘରୋଇ ହସ୍ପିଟାଲରେ ୧୮-୪୪ ବର୍ଷ ବୟସବର୍ଗଙ୍କୁ ଟୀକାକରଣ ପାଇଁ ମିଳିଲା ଅନୁମତି

ଭୁବନେଶ୍ୱର : ଦ୍ରୁତଗତିରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଟୀକାକରଣକୁ ତ୍ୱରାନ୍ୱିତ କରିବା ପାଇଁ ୧୮-୪୪ ବର୍ଷ ବୟସବର୍ଗଙ୍କୁ ଘରୋଇ ହସ୍ପିଟାଲରେ ଟୀକାକରଣ ପାଇଁ ଅନୁମତି ମିଳିଛି । କୋଭାକ୍ସିନ ଓ କୋଭାଲସିଲ୍ଡ ଟୀକା ଲୋକଙ୍କୁ ମାଗଣାରେ ଦିଆଯାଉଛି । କିନ୍ତୁ ଘରୋଇ ହସ୍ପିଟାଲରେ…