Latest Odisha News

BREAKING NEWS

Browsing Category

ଓଡିଶା

Odisha

କରୋନା ରେଡ୍‌ ଜୋନ୍‌ରେ ରାଜ୍ୟର ଏହି ୨୪ ଜିଲ୍ଲା

ଭୁବନେଶ୍ୱର: କରୋନା ମାମଲା ଓଡିଶାରେ ତୀବ୍ର ବୃଦ୍ଧି ଘଟିଥିବା ବେଳେ ୧୦୦୦ ରୁ ଅଧିକ ସକ୍ରିୟ ମାମଲା ଥିବା ୩୦ ଟି ଜିଲ୍ଲା ମଧ୍ୟରୁ ୨୪ଟିକୁ ରେଡ୍ ଜୋନର ଟ୍ୟାଗ୍‌ ଦିଆଯାଇଛି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଅନୁଯାୟୀ, ଗୁରୁବାର ଦିନ ଓଡିଶାରେ ସକ୍ରିୟ ମାମଲା ୮୧,୫୮୫ କୁ ବୃଦ୍ଧି…

ଲଗାତାର ତୃତୀୟ ଦିନ ବୃଦ୍ଧି ପାଇଲା ତୈଳଦର, ରାଜ୍ୟର ୮ ଜିଲ୍ଲାରେ ୯୪ ଉପରେ ପେଟ୍ରୋଲ

ଭୁବନେଶ୍ୱର: ୪ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ପ୍ରଦେଶରେ ବିଧାନସଭା ନିର୍ବାଚନ ସରିବା କ୍ଷଣି ଲୋକଙ୍କ ଉପରେ ମହଙ୍ଗା ମାଡ଼ ଆରମ୍ଭ ହୋଇ ଯାଇଛି । ପେଟ୍ରୋଲ ଓ ଡିଜେଲର ଦାମ ଲଗାତାର ତୃତୀୟ ଦିନ ବୃଦ୍ଧି ପାଇଛି । ଆଜି ଦେଶର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦର ୨୫ ପଇସା ଏବଂ ଡିଜେଲ ଦର ୩୦…

ଆଜି ୯ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଟିକା ଅଭାବ ଜାରି ରହିଛି । ପ୍ରତିଦିନ କିଛି କିଛି ଜିଲ୍ଲାରେ ଟିକାକରଣ ବନ୍ଦ ରହୁଛି । ଆଜି ଓଡ଼ିଶାରେ ୯ଟି ଜିଲ୍ଲାରେ ବନ୍ଦ ରହିଛି ଟିକାକରଣ । ଏହି ଜିଲ୍ଲାଗୁଡ଼ିକ ହେଲା ବଲାଙ୍ଗୀର, ବୌଦ୍ଧ, ବରଗଡ, ଗଜପତି, ଝାରସୁଗୁଡା, କେନ୍ଦୁଝର, କୋରାପୁଟ, ନବରଙ୍ଗପୁର, ସୁବର୍ଣ୍ଣପୁର ।…

ହାତୀ ଆକ୍ରମଣରେ ଜଣେ ମହିଳା ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ପୁରୁଣାଗଡ ରେଞ୍ଜ ତଳଗଡ଼ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ତଳଗଡ଼ ଗାଁର ମମତା ସେଠି ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ମମତା ଭୋର ବେଳେ ଗାଁ ମୁଣ୍ଡ ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିଲେ । ସେଠାରେ ଆମ୍ବ…

ପ୍ରାଣଘାତୀ କରୋନା: ୧୨ ଜିଲ୍ଲାରୁ ନେଲା ଆଉ ୧୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣରେ ବ୍ରେକ୍ ଲାଗୁନି । ତାସହ ବଢୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୧୨ ଜିଲ୍ଲାରୁ ୧୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ୧୫ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪…

ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ପୁଣି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଟପିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୦ ହଜାର ୫୨୧ ନୂଆ ଆକ୍ରାନ୍ତ। ଏନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।…

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଅସୁସ୍ଥ

ଭୁବନେଶ୍ବର : ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟ ଅବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । ଆଜି ତାଙ୍କୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଛି । ଭୁବନେଶ୍ବର ଏମସର ସ୍ବତନ୍ତ୍ର ଡ଼ାକ୍ତରୀ ଦଳ ପ୍ରଦୀପ୍ତ ନାୟକଙ୍କ ଚିକିତ୍ସା କରୁଛନ୍ତି । ଏବେ ତାଙ୍କ ଅବସ୍ଥା ସ୍ଥିର ଥିବା ଏମସ…

ବାହାଘର ଓ ଅନ୍ତ୍ୟେଷ୍ଟି ପାଇଁ ଡାଏଲ ୧୦୦

ଭୁବନେଶ୍ବର : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ବରରେ କମିଶନରେଟ୍ ପୋଲିସର ନୂଆ ପଦକ୍ଷେପ । ଏଣିକି ବିବାହ ଓ ଅନ୍ତ୍ୟେଷ୍ଟି ପାଇଁ ଥାନାକୁ ଯିବାକୁ ପଡ଼ିବ ନାହିଁ । ଘରେ ବସି ଭୁବନେଶ୍ବର ବାସିନ୍ଦାଙ୍କୁ ବିବାହ ଓ ଅନ୍ତ୍ୟେଷ୍ଟି ପାଇଁ ମିଳିବ ଅନୁମତି । ଭୁବନେଶ୍ବରରେ…

ଆସନ୍ତାକାଲି ରାଜ୍ୟର ୯ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ବର : ରାଜ୍ୟରେ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଜାରି ରହିଛି ଟିକାକରଣ । କିପରି ସଂକ୍ରମଣକୁ ରୋକାଯିବ ତାଉପରେ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର । ଏଥିପାଇଁ ଟିକାକରଣକୁ ବ୍ୟାପକ କରାଯାଇଛି । ହେଲେ ଟିକା ଅଭାବ କାରଣରୁ ରାଜ୍ୟରେ ବାଧାପ୍ରାପ୍ତ ହେଉଛି ଟିକାକରଣ । ପର୍ଯ୍ୟନ୍ତ…

ଚେକ୍ ଡ୍ୟାମ୍‌ରେ ବୁଡି ୨ ବର୍ଷୀୟା ଶିଶୁକନ୍ୟାର ମୃତ୍ୟୁ

ଢେଙ୍କାନାଳ: ଅକାତ ପାଣିରେ ବୁଡି ଜଣେ ୨ ବର୍ଷୀୟା ଶିଶୁକନ୍ୟାର ମୃତ୍ୟୁ ଖବର ଢେଙ୍କାନାଳରେ ଶୋକର ଛାୟା ଖେଳାଇଛି । କୁସୁମୁଣ୍ଡିଆ ଗାଁରେ ଥିବା ଚେକ୍ ଡ୍ୟାମରେ ବୁଡି ପ୍ରାଣ ହରାଇଥିବା ଶିଶୁଟି ନରେଶ ମୁଣ୍ଡାଙ୍କ ଝିଅ ଶ୍ରୁତିରେଖା ମୁଣ୍ଡା । ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନ ପ୍ରାୟ ୧୨ଟା…