Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ବରରୁ ୧୦୭୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ଉପରମୁହାଁ । ପ୍ରତିଦିନି ସଂକ୍ରମିତ ସଂଖ୍ୟା ବଢୁଥିବା ବେଳେ, ଚିନ୍ତା ବଢ଼ାଇଛି ହଟସ୍ପଟ୍ ପାଲଟିଥିବା ରାଜଧରାନୀ ଭୁବନେଶ୍ବର । ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୧୦୭୪ କରୋନା ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୨୮ ଜଣ ଥିବା ବେଳେ, ଲୋକାଲ କେସ୍…

ତାତିରୁ ସାମାନ୍ୟ ଆଶ୍ବସ୍ତି, ସାରା ରାଜ୍ୟରେ ଖସିଲା ପାରଦ

ଭୁବନେଶ୍ବର : ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । ଆଜି ହ୍ରାସ ପାଇଛି ସାରା ରାଜ୍ୟର ତାପମାତ୍ରା । ୪୦ ଡିଗ୍ରୀ ତଳେ ରହିଛି ସାରା ରାଜ୍ୟର ପାରଦ । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ବାଲେଶ୍ବରରେ ତାପମାତ୍ରା ୩୨.୩ ଡିଗ୍ରୀ ଥିବା ବେଳେ, ଚାନ୍ଦବାଲିରେ…

ରାଜ୍ୟରୁ ସୁସ୍ଥ ହେଲେ ୬୧୭୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀ ମଧ୍ୟରେ ରାଜ୍ୟ ପାଇଁ ଖୁସି ଖବର । ଆଜି ରାଜ୍ୟରୁ ପାଖାପାଖି ୧୦ ହଜାର ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ସୁସ୍ଥ ହୋଇଛନ୍ତି ୬୧୭୬ କରୋନା ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ…

ଗାଁରେ ସାପକୁ ସୁରକ୍ଷା..

ଖୋର୍ଦ୍ଧା: ସାପ ଦେଖିଲେ ସାଧାରଣ ଲୋକଙ୍କ ଭିତରେ ଭୟ ସୃଷ୍ଟି ହୋଇଥାଏ। ବିଶେଷ କରି ଅଜଗର ସାପ। କିନ୍ତୁ ଲୋକମାନେ ଏହି ଅଜଗର ସାପକୁ ନମାରି ବର୍ତ୍ତମାନ ସୁରକ୍ଷା ଦେଇଛନ୍ତି। ସେଥିରେ ଚନ୍ଦକା ବନ ଵିଭାଗ ମଧ୍ୟ ସହାୟତା କରିଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ନିକଟସ୍ଥ ଚନ୍ଦକା…

ରାଜଧାନୀରେ ଧରାପଡିଲେ ଲୁଟେରା ଗ୍ୟାଙ୍ଗ !

ଭୁବନେଶ୍ୱର: କମିଶନରେଟ୍ ପୋଲିସ ହାତରେ ଧରାପଡିଲେ ଲୁଟ୍ ଓ ଡକାୟତି ମାମଲାରେ ଜଡିତ ବହୁମୁଖୀ ପ୍ରତିଭାଧାରୀ ଲୁଟେରା । ଚଳିତବର୍ଷ ଜାନୁଆରୀ ମାସଠାରୁ ଗିରଫ ୫ ଅଭିଯୁକ୍ତ ରାଜଧାନୀ ଭୁବନେଶ୍ୱର ଓ କଟକରେ ଚଳାଇଥିଲେ ଲୁଟ୍‌ତରାଜ । ଗିରଫ ହେବା ପରେ ସେମାନଙ୍କ ବିରୋଧରେ ୨୫ରୁ ଅଧିକ ଅପରାଧିକ ମାମଲା…

ରାଜ୍ୟର ୨୩ ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା; ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବୁଧବାର ଦିନ ରାଜ୍ୟର ଅତି କମରେ ୨୩ ଟି ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି। ୩୦ରୁ ୪୦ କିଲୋମିଟର ବେଗରେ ବେଗରେ ପବନ ବହିବା ସହିତ ଅଧିକାଂଶ ଉପକୂଳ ଏବଂ ଦକ୍ଷିଣ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି…

ବ୍ୟବସାୟୀଙ୍କ ବିରୋଧ

ବଲାଙ୍ଗିର:ରାଜ୍ୟବ୍ୟାପୀ କରୋନା ସଂକ୍ରମଣ ଯୋଗୁ ଲକ୍ ଡାଉନ୍ । ଏହି ସମୟରେ ବଲାଙ୍ଗିରରେ ଥିବା ଡେଲି ମାର୍କେଟରେ ପରିବା ବିକାଳୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ବଲାଙ୍ଗିର ପୌର ପ୍ରଶାସନ ଦ୍ବାରା ଡେଲି ମାର୍କେଟରେ ଲଗାଯାଇଥିବା ବେରିକେଡ୍ କୁ ବିରୋଧ କରି ପନିପରିବା ବିକାଳୀ ମାନେ…

ଖଲିକୋଟ ସ୍ୱୟଂଶାସିତ କଲେଜକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବ୍ରହ୍ମପୁରସ୍ଥିତ ଖଲିକୋଟ ସ୍ୱୟଂଶାସିତ କଲେଜକୁ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ କରିଛନ୍ତି। ଖଲିକୋଟ ସ୍ୱୟଂଶାସିତ କଲେଜ ହେଉଛି ରାଜ୍ୟର ପୁରାତନ ତଥା ପ୍ରସିଦ୍ଧ କଲେଜ ମଧ୍ୟରୁ ଗୋଟିଏ। ଏଠାରେ ଅଧ୍ୟୟନ କରିଥିବା ଅନେକ…

ରାଜ୍ୟବ୍ୟାପୀ‘ଲକଡାଉନ୍‌’

ଆରମ୍ଭ ହୋଇଛି  ‘ଲକଡାଉନ୍‌’ । କରୋନା ସଂକ୍ରମଣରେ ବ୍ରେକ୍‌ ଲଗାଇବା ପାଇଁ ରାଜ୍ୟବ୍ୟାପୀ ଲାଗୁ ହେଇଛି ‘ଲକଡାଉନ୍‌’ ଫଣ୍ଡା। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରହିବ ଏହି କଟକଣା। ସକାଳୁ ସକାଳୁ ଭୁବନେଶ୍ୱର ସମେତ ଅନ୍ୟ ଜିଲ୍ଲାରେ ପ୍ରମୁଖ ରାସ୍ତା ବାରିକେଡ ସାଙ୍ଗକୁ ବାଉଁଶ ବାଡ଼ କରା ଯାଇଛି।…

କ୍ରାଇମବ୍ରାଞ୍ଚ STF କବଜାରେ ୨ ଆନ୍ତଃରାଜ୍ୟ ବନ୍ଧୁକ ବେପାରୀ, ୫ ବନ୍ଧୁକ ଜବତ

ଭୁବନେଶ୍ୱର: ଆନ୍ତଃରାଜ୍ୟ ବନ୍ଧୁକ ବେପାର ରାକେଟର ପର୍ଦ୍ଦାଫାସ । ଦୁଇ ଜଣ ବନ୍ଧୁକ ବେପାରୀଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ସେମାନଙ୍କ ପାଖରୁ ଜବତ ହୋଇଛି ୫ଟି ୭ ଏମଏମ୍ ବନ୍ଧୁକ, ୭ଟି ମାଗାଜିନ୍ ଓ ୭ଟି ଅଫୁଟା ଗୁଳି । ଗିରଫ ଅଭିଯୁକ୍ତମାନେ ହେଲେ ବିହାର ମୁଙ୍ଗେର ଅଞ୍ଚଳର…