Latest Odisha News

BREAKING NEWS

Browsing Category

ଓଡିଶା

Odisha

Bhubaneswar Metro: ଭୁବନେଶ୍ୱର ପାଇଁ ଭବିଷ୍ୟତରେ ମେଟ୍ରୋର ଆବଶ୍ୟକତା ରହିଛି: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀ ପାଇଁ ଭବିଷ୍ୟତରେ ମେଟ୍ରୋର ଆବଶ୍ୟକତା ରହିଛି। ରାଜ୍ୟ ସରକାର ବି ମେଟ୍ରୋ ସିଟି ପାଇଁ ଇଚ୍ଛୁକ କହିଲେ ନଗର ଉନ୍ନୟନ ମନ୍ତ୍ରୀ। ପୂର୍ବ ମେଟ୍ରୋ ପ୍ରକଳ୍ପ ପାଇଁ ଟ୍ରାଫିକ ସମସ୍ୟା ଉପୁଜୁଥିଲା। ଟେଷ୍ଟିଙ୍ଗ ସମୟରେ ଯାତାୟାତ ନେଇ ସମସ୍ୟା ଦେଖା ଦେଇଥିଲା। କାମ ଚାଲିଥିଲେ…

Hardcore Maoists Arrested: ସୁରକ୍ଷାବାହିନୀକୁ ବଡ଼ ସଫଳତା, ସରଣ୍ଡା ଜଙ୍ଗଲରୁ ୨ ହାର୍ଡକୋର୍ ମାଓବାଦୀ ଗିରଫ

ରାଉରକେଲା: ଭାଙ୍ଗୁଛି ମାଓଗଡ଼। ପୁଣି ଦୁଇ ହାର୍ଡକୋର୍ ମାଓବାଦୀ ହେଲେ ଗିରଫ। ଏହାସହ ସୁରକ୍ଷାବାହିନୀକୁ ମିଳିଛି ବଡ଼ ସଫଳତା। ଓଡିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରୁ ରବିବାର ୨ ଜଣ ମାଓବାଦୀ ଗିରଫ ହୋଇଛନ୍ତି। ଗିରଫ ହୋଇଥିବା ମାଓବାଦୀମାନେ ହେଲେ ସବ ଜୋନାଲ କମିଟିର ସଦସ୍ୟ ସନ୍ଦୀପ ଓରଫ…

ଅନ୍ତର୍ଜାତୀୟ ବନ୍ୟଜନ୍ତୁ ଚୋରାଚାଲାଣ ରାକେଟ ଠାବ; ୨ ବାଘ ଛାଲ ଜବତ, ୪ ଗିରଫ

ରାୟଗଡା: ଏକ ଆନ୍ତର୍ଜାତୀୟ ବନ୍ୟଜନ୍ତୁ ଚୋରାଚାଲାଣ ରାକେଟ ଠାବ । କେନ୍ଦ୍ର ସରକାରଙ୍କ ରାଜସ୍ବ ଗୁଇନ୍ଦା ବିଭାଗ ପକ୍ଷରୁ ମୁମ୍ବାଇର ଏକ ଟିମ ରାୟଗଡା ଜିଲ୍ଲାର କୋଲନରା ନିକଟରେ ଏହି ରାକେଟ ଠାବ କରିଛି । ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଥିବାବେଳେ, ସେମାନଙ୍କ ନିକଟରୁ ୨ ବାଘ ଛାଲ ଜବତ ହୋଇଛି ।…

Odisha CM Visit Delhi: ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫରେନ୍ସରେ ଦେବେ ଯୋଗ। ସୂଚନା ମୁତାବକ, ସେପ୍ଟେମ୍ବର ମାସରେ ମୁଖ୍ୟମନ୍ତ୍ରୀ ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫେରେନ୍ସରେ…

୮୦୦ ଏକର ଜମିରେ ହେବ ନୂଆ ଭୁବନେଶ୍ୱର; ୩ ଶହ କୋଟି ଟଙ୍କା ବ୍ୟୟରେ ନବୀକରଣ ହେବ ନିକୋ ପାର୍କ..

ଭୁବନେଶ୍ବର: ୮ ଶହ ଏକର ଜମିରେ ନୂଆ ଭୁବନେଶ୍ବର ଗଠନର ପରିକଳ୍ପନା । ରାଜଧାନୀର ଉପକଣ୍ଠରେ ଥିବା ମାଳିପଡ଼ା, ଦଶପୁର, ଅନ୍ଧାରୁଆ ଏବଂ ଗୋଠପାଟଣା ଅଞ୍ଚଳରେ ଏକ ନୂତନ ଭୁବନେଶ୍ୱର ପ୍ରତିଷ୍ଠା ହେବ । ସିଙ୍ଗାପୁର ସରକାର ଉକ୍ତ ଟାଉନସିପର ଡ୍ରଇଂ ଡିଜାଇନ୍ ଏବଂ ଲେଆଉଟ୍ ପ୍ରସ୍ତୁତ କରୁଛନ୍ତି ବୋଲି…

ସମ୍ବଲପୁରରେ ମୋଦୀଙ୍କ ପରାମର୍ଶଦାତାଙ୍କ ସମୀକ୍ଷା: ହୀରାକୁଦ ପ୍ରକଳ୍ପ ପାଇଁ ଦେଲେ ବଡ଼ ନିର୍ଦ୍ଦେଶ

ସମ୍ବଲପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରାମର୍ଶଦାତା ତରୁଣ କପୁର ରବିବାର ସମ୍ବଲପୁର ଗସ୍ତ କରିଛନ୍ତି। ସେ ଜିଲ୍ଲାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ହୀରାକୁଦ ଡ୍ୟାମ, ରିଙ୍ଗ ରୋଡ୍‌ ଓ ରେଳ ଷ୍ଟେସନ ପୁନର୍ବିକାଶ ପ୍ରକଳ୍ପ ଉପରେ ସେ ଆଲୋଚନା…

Cuttack City Expanded: ବଦଳିବ ରୁପା ନଗରୀର ରୂପ, ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି କଟକ ସହରକୁ କରାଯିବ…

ଭୁବନେଶ୍ୱର: ବଢ଼ିବ କଟକ ସହରର କଳେବର। ବଦଳିବ ରୁପା ନଗରୀର ରୂପ। ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି କଟକ ସହରକୁ କରାଯିବ ସମ୍ପ୍ରସାରଣ। ଏହା କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ବିଶେଷ କରି ସିଡିଏ ଅଞ୍ଚଳକୁ ସମ୍ପ୍ରସାରଣ କରାଯାଇ ଜନ ବସତି ସ୍ଥାପନ…

Weather Update: ଆଉ ଏକ ନୂଆ ଲଘୁଚାପ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ନେଇ ୬ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏହାରି ଭିତରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପ୍ରଭାବରେ ଆଜିଠୁ ରାଜ୍ୟରେ ବଡ଼ ବର୍ଷା ଆକଳନ…

ଗଣେଶ ଭଷାଣି ଉତ୍ସବରେ ହାତାହାତି: ଜଣେ ମୃତ, ୧୦ ଆହତ

ନୟାଗଡ: ଗଣେଣ ମୂର୍ତ୍ତି ଭସାଣି ବେଳେ ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତର କରଡ଼ାପଲ୍ଲୀ ଏବଂ ପାଥପୁର ଗ୍ରାମରେ ଦୁଇ ଗ୍ରାମର ଯୁବକଙ୍କ ମଧ୍ୟରେ ସଂଘର୍ଷ ଘଟିଛି । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ୧୦ ଜଣ ଆହତ ହୋଇଥିବା ସୂଚନା ରହିଛି । ମୃତକ ହେଲେ ହରିହର…

ଚାକିରି ଦେବା ନାଁରେ ଗଣଦୁଷ୍କର୍ମ ମାମଲାରେ ଟ୍ୱିଷ୍ଟ; ଗଣଦୁଷ୍କର୍ମ ଘଟଣା ଏକ ନାଟକ ଥିଲା

ମୟୂରଭଞ୍ଜ: ଚାକିରି କରାଇଦେବାକୁ କହି ଯୁବତୀଙ୍କୁ ଘରୁ ଆଣି ଗଣଦୁଷ୍କର୍ମ କରାଯାଇଥିବା ନେଇ ଯେଉଁ ଅଭିଯୋଗ ହୋଇଥିଲା,ତାହା ଏକ ନାଟକ ଥିଲା । ପୋଲିସ ତଦନ୍ତରେ ଖୋଲିଗଲା ଗୁମର । ସୂଚନା ଅନୁସାରେ ଯୁବତୀଙ୍କ ସମ୍ପର୍କୀୟ ଜେଲରୁ ରଚିଥିଲେ କାହାଣୀର ବ୍ଲୁପ୍ରିଣ୍ଟ । ଏହା ପଛର କାରଣ ଥିଲା,…