Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ବରରୁ ଆଉ ୧୧୧୬ ପଜିଟିଭ୍, ୬୫୫ ସୁସ୍ଥ

ଭୁବନେଶ୍ବର : କରୋନା ମହାମାରୀ ମଧ୍ୟରେ ଏବେ ରାଜ୍ୟରେ ହଟସ୍ପଟ ପାଲଟିଛି ରାଜଧାନୀ ଭୁବନେଶ୍ବର । ପ୍ରତିଦିନ ଏଠାରୁ ବଢ଼ିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ଏହି କ୍ରମରେ ଆଜି ଭୁବନେଶ୍ବରରୁ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୧୧୧୬ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୭୭ ଜଣ ଥିବା ବେଳେ,…

ଲକଡାଉନ ସମୟରେ ସ୍ବତନ୍ତ୍ର ମାର୍ଗରେ ଗଡିବ ‘ମୋ ବସ୍’

ଭୁବନେଶ୍ୱର: ଆସନ୍ତା ୫ରୁ ୧୯ ତାରିଖ ଯାଏଁ ବନ୍ଦ ରହିବ ମୋ ବସ୍ ସେବା। ରାଜ୍ୟବ୍ୟାପୀ ଲକଡାଉନ ପୂର୍ବରୁ ଏନେଇ କ୍ୟାପିଟାଲ୍ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ସୂଚନା ଦିଆଯାଇଛି। କ୍ରୁଟ୍ ପକ୍ଷରୁ ଭୁବନେଶ୍ୱର, କଟକ ଏବଂ ପୁରୀରେ ମୋ ବସ୍ ସେବା ଚଳାଚଳ ହୋଇଥାଏ। ତେବେ ଏଭଳି…

ସୁସ୍ଥ ହେଲେ ଆଉ ୬୧୬୪ କରୋନା ଆକ୍ରାନ୍ତ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ଏବେ ସାରା ରାଜ୍ୟରେ ଚିନ୍ତା । ପ୍ରତିଦିନ ସଂକ୍ରମିତ ସଂଖ୍ୟା ବଢୁଥିବାରୁ ଲୋକଙ୍କ ମନରେ ଛନକା ପଶିଲାଣି । ଏପରି ସ୍ଥିତିରେ ଆଜି ସାରା ରାଜ୍ୟରୁ ଆଜି ସୁସ୍ଥ ହୋଇଛନ୍ତି ଆଉ ୬୧୬୪ କରୋନା ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ…

୬ଷ୍ଠ ପର୍ଯ୍ୟାୟରେ ପୁରୀରେ ପହଞ୍ଚିଲା ‌ରଥ କାଠ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ଷଷ୍ଠ ପର୍ଯ୍ୟାୟରେ ରଥକାଠ ପହଁଚିଛି। ସୂଚନା ଅନୁଯାୟୀ ବୌଦ୍ଧ ବନଖଣ୍ଡ ମାଧପୁର ବନାଞ୍ଚଳ ଆଡେଣୀଗଡ଼ ସେକ୍ସନରୁ ଆସିଛି ୧୦୦ଖଣ୍ଡ କାଠ। ଏଥିସହିତ ୪୦ ଫୁଟିଆ ୬୧ଖଣ୍ଡ ଧଉରା ଓ ୩୯ଖଣ୍ଡ ଅସନ କାଠ ଆସିଛି। ସେହିପରି ବୌଦ୍ଧ ଏବଂ ନୟାଗଡ…

୧୨ ଦିନରେ ୧୦ଟି ରାଜ୍ୟକୁ ୨୮୧ଟି ଅକ୍ସିଜେନ ଟ୍ୟାଙ୍କର ପଠାଇଛି ଓଡ଼ିଶା

ଭୁବନେଶ୍ୱର: ଓଡ଼ିଶା ଗତ ୧୨ ଦିନ ମଧ୍ୟରେ ୯ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳକୁ ୨୮୧ଟି ଅକ୍ସିଜେନ ଟ୍ୟାଙ୍କର ପଠାଇବାରେ ସଫଳ ହୋଇଛି। ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଏବଂ ତାମିଲନାଡୁ ସମେତ ଅନ୍ୟ ରାଜ୍ୟକୁ ରାଉରକେଲା,…

ଗେମ୍‌ ଚ୍ୟାଲେଞ୍ଜରେ ହାରିଯିବାରୁ ଜୀବନ ହାରିଲା ନାବାଳକ!

ଭୁବନେଶ୍ୱର: ଅନଲାଇନ୍ ଗେମ୍‌ ହେଲା କାଳ। ଅନଲାଇନ୍ ଗେମ୍‌ ଚ୍ୟାଲେଞ୍ଜ ଯୋଗୁ ଚାଲିଗଲା ଆଉ ନାବାଳକର ଜୀବନ । ସୋମବାର ରାତିରେ ରାଜଧାନୀରେ ଏକ ଅନଲାଇନ୍ ଗେମ୍‌ରେ ହାରିଯିବା ପରେ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ର ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ନାବାଳକ ଜଣକ ହେଉଛନ୍ତି…

ଘରୋଇ ଲାବ୍‌ରେ ଚାଲିଥିଲା ବେଆଇନ କୋଭିଡ ପରୀକ୍ଷଣ !

ବଲାଙ୍ଗୀର: କରୋନାକୁ ନେଇ ସାରା ବିଶ୍ୱ ଏବେ କୋକୁଆ ଭୟରେ । ହୁତୁହୁତୁ ହୋଇ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଭାକ୍ସିନ୍ ପାଇଁ ଚାରିଆଡେ ଲାଗୁଛି ଭିଡ । ଏପରି ସ୍ଥିତିରେ ବି କିଛି ଅସାଧୁ ଲୋକ ମୁନାଫା ହାସଲ କରିବାକୁ ସାଧାରଣ ଲୋକଙ୍କ ଜୀବନ ସହ ଖେଳିବାକୁ ପଛାଉନାହାନ୍ତି । ବଲାଙ୍ଗୀର…

କାଲିଠୁ ମେ’ ୩୧ ଯାଏ ଉଚ୍ଚଶିକ୍ଷା ବିଭାଗର ଖରା ଛୁଟି, ହେବନି ଅନଲାଇନ୍ କ୍ଲାସ୍

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଖରା ଛୁଟି ଘୋଷଣା କରିଛି । ଉଚ୍ଚଶିକ୍ଷା ବିଭାଗ ଅଧିନରେ ଆସୁଥିବା ସମସ୍ତ ଶିକ୍ଷାନୁଷ୍ଠାନ ମେ ୫ ତାରିଖ ବୁଧବାର ଠାରୁ ଖରା ଛୁଟି ପାଇଁ ବନ୍ଦ ରହିବ । ଖରା ଛୁଟି ମେ’ ୩୧ ତାରିଖରେ ସରିବ । ଏନେଇ ଉଚ୍ଚଶିକ୍ଷା ବିଭାଗ ସଚିବ ସାଶ୍ୱତ ମିଶ୍ର…

କରୋନା ହେବାରୁ ବୃଦ୍ଧଙ୍କୁ ପଚାରିଲାନି ପରିବାର, ଅସହାୟ ହୋଇ ହାରିଦେଲେ ଜୀବନ

ଅନୁଗୁଳ: ମହାମାରୀ କରୋନା କେତେ ଦୁଃଖଦ କାହାଣୀ ଲେଖୁଛି । କେଉଁଠି ବୁଢ଼ା ବାପା ଆଗରେ କରୋନା ରୋଜଗାରିଆ ପୁଅକୁ ଛଡ଼ାଇ ନେଉଛି ତ ଆଉ କେଉଁଠି ମୃତ୍ୟୁ ପରେ ଶବକୁ ମିଳୁନି ସମ୍ମାନ । ଭୂତାଣୁ ଭୟରେ ଏମିତି ଘଟଣା ନିଇତି ଦେଖିବାକୁ ମିଳୁଛି । ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳରେ…

କୋଭିଡ୍‌ ନିୟମ ଉଲ୍ଲଂଘନ‌; ରାଜଧାନୀର ଆଉ ଏକ ଘରୋଇ ବିଦ୍ୟାଳୟ ସିଲ୍‌

ଭୁବନେଶ୍ୱର: କୋଭିଡ୍‌ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ବିଏମସିର କାର୍ଯ୍ୟନିର୍ବାହୀ ଦଳ ମଙ୍ଗଳବାର ସହରର ବଡଗଡ ଅଞ୍ଚଳର ଓମ୍‌ ଗୁରୁକୁଲ ପବ୍ଲିକ ସ୍କୁଲକୁ ସିଲ କରିଛନ୍ତି। ସୂଚନା ପରେ, କାର୍ଯ୍ୟନିର୍ବାହୀ ଦଳ ବିଦ୍ୟାଳୟ ଉପରେ ଚଢାଉ କରି ୩୦ ଜଣ ଛାତ୍ରଙ୍କୁ ଗୋଟିଏ କୋଠରୀ ଭିତରେ ପଢୁଥିବା…