Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲକଡାଉନକୁ ନେଇ କ’ଣ କହିଲେ କମିଶନରେଟ ପୋଲିସ, ଜାଣନ୍ତୁ…

ଭୁବନେଶ୍ୱର: ଆସନ୍ତା ବୁଧବାର ଠାରୁ ଓଡ଼ିଶାରେ ଲକଡାଉନ ଆରମ୍ଭ ହେବାକୁ ଥିବାବେଳେ ଦୋକାନ ଆଗରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଯାହାକୁ ଦୃଷ୍ଟିରେ ରଖି ଦୋକାନ ଆଗରେ ଅଯଥା ଗହଳି ନକରିବାକୁ ଅପିଲ କରିଛି କମିଶନରେଟ ପୋଲିସ। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି ଯେ ଲକଡାଉନ୍…

ତାତିରୁ ମିଳିଲା ଆଶ୍ବସ୍ତି, ୪୦ ଡିଗ୍ରୀ ତଳେ ରାଜ୍ୟର ସବୁ ସହର

ଭୁବନେଶ୍ବର : ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । ଆଜି ସାରା ରାଜ୍ୟରେ ପାରଦ ସାମାନ୍ୟ ତଳକୁ ଖସିଛି । ୪୦ ଡିଗ୍ରୀ ତଳେ ରହିଛି ରାଜ୍ୟର ସବୁ ସହରର ତାପମାତ୍ର । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ବାଲେଶ୍ବରରେ ତାପମାତ୍ରା ୩୫ ଡିଗ୍ରୀ ଥିବା ବେଳେ,…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୪୮୮ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୬୪୮୮ ସଂକ୍ରମିତ । ଏମାନେ ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି ଖୋର୍ଦ୍ଧାରୁ…

ସ୍ଥଗିତ ହେଲା ପିପିଲି ଉପନିର୍ବାଚନ 

ଭୁବନେଶ୍ୱର: ପିପିଲି ଉପନିର୍ବାଚନକୁ ସୋମବାର ଦିନ ସ୍ଥଗିତ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ପରବର୍ତ୍ତୀ ସମୟରେ ଉପନିର୍ବାଚନ ନେଇ ଏକ ନୂଆ ବିଜ୍ଞପ୍ତି ଜାରି କରାଯିବ ବୋଲି ସୂଚନା ମିଳିଛି। ଏହି…

ଲକଡାଉନରେ ଖୋଲା ରହିବ ଆହାର କେନ୍ଦ୍ର

ଭୁବନେଶ୍ୱର: ଲକଡାଉନ ସମୟରେ ଆହାର କେନ୍ଦ୍ର ଗୁଡିକ ଖୋଲା ରହିବ ବୋଲି ସୂଚନା ଦେଇଛନ୍ତି ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ୍ତ ଜେନା। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆହାର କେନ୍ଦ୍ର ଗୁଡିକରେ ବସି ଖାଇବା ସମ୍ପୂର୍ଣ୍ଣ ନିଷେଧ। ହେଲେ ବ୍ୟକ୍ତି ମାନେ ଘରକୁ…

କୋଭିଡ ପରିଚାଳନା ଲାଗି ସିଏମସିକୁ ୧୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ: କୋଭିଡ ପରିଚାଳନା ଲାଗି କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି)କୁ ୧୦ କୋଟି ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସିଏମସି ଅନ୍ତର୍ଗତ ଅଞ୍ଚଳରେ କୋଭିଡ ପରିଚାଳନା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି।

ଜମି ବାଡ଼ି ପାଇଁ ଦିବ୍ୟାଙ୍ଗ ଭାଇକୁ ଆକ୍ରମଣ କଲେ ଦୁଇ ଭାଇ

ବାଲେଶ୍ବର: ବାଲେଶ୍ବରରେ ଘଟିଛି ଅଭାବନୀୟ ଘଟଣା। ଦୀବ୍ୟାଙ୍ଗ ଭାଇକୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁଇ ଭାଇ। ସୂଚନା ଅନୁଯାୟୀ, ବଲାଙ୍ଗିର ଜିଲ୍ଲା କଟାପାଲି ଗାଁରେ ମାଧବ ହାତୀକୁ ଜମିବାଡ଼ି ବିବାଦକୁ ନେଇ ଦୁଇ ଭାଇ ନିତ୍ୟା ହାତୀ ଓ ସାରଙ୍ଗ ହାତୀ ଶାବଳରେ ଆକ୍ରମଣ କରିଥିଲେ। ଗୁରୁତର ଦୁଇ…

କରୋନାରେ ଚାଲିଗଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ

ଭୁବନେଶ୍ୱର: ଦିଲ୍ଲୀରେ ଅବସ୍ଥାପିତ ଏବଂ ଓଡିଶାରେ ଜନ୍ମିତ ସାମ୍ବାଦିକ ମନୋଜ ବେବୋର୍ତ୍ତାଙ୍କର ରବିବାର ରାତିରେ କଟକସ୍ଥିତ ଏକ ଘରୋଇ ଡାକ୍ତରଖାନାରେ କରୋନାରେ ସଂକ୍ରମିତ ହୋଇ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୩୮ ବର୍ଷ ହୋଇଥିଲା। ମନୋଜ ନ୍ୟୁଜ୍ ୧୮ ରେ ଏକ…

ପ୍ରବାସୀ ଶ୍ରମିକମାନଙ୍କୁ ଓଡ଼ିଶା ନ ଛାଡିବାକୁ କହିଲେ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ

ଭୁବନେଶ୍ୱର: ବର୍ତ୍ତମାନର କୋଭିଡ୍‌ ପରିସ୍ଥିତିକୁ ଦେଖି ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ପ୍ରବାସୀ ଶ୍ରମିକମାନଙ୍କୁ ଓଡ଼ିଶା ନ ଛାଡିବାକୁ ଅନୁରୋଧ କରିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ଓଡିଶାରେ ଅନେକ କାମ ରହିଛି ଶ୍ରମିକମାନେ ଏଠାରେ ରହି କାମ ଖୋଜିବା ଉଚିତ୍। ସିଂ ଆହୁରି କହିଛନ୍ତି ଯେ…

IFS ଅଭୟ ପାଠକ ଚାକିରିରୁ ବିଦା: ବାଧ୍ୟତାମୂଳକ ଅବସର ସୁପାରିଶ ଉପରେ ମୋହର ମାରିଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଦୁର୍ନୀତି ଅଭିଯୋଗରେ ଗିରଫ ନିଲମ୍ବିତ ଆଇଏଫଏସ୍ ଅଫିସର ଅଭୟ ପାଠକଙ୍କ ପାଇଁ ବଢ଼ିଲା ଅଡୁଆ । ଦୁର୍ନୀତି ଅଭିଯୋଗରେ ଚାକିରିରୁ ବିଦା ହେବେ । ତାଙ୍କୁ ବାଧ୍ୟତାମୂଳକ ଅବସର ଦେବାକୁ ରାଜ୍ୟ ସରକାର କରିଥିବା ସୁପାରିଶ ଉପରେ ମୋହର ମାରିଛନ୍ତି…