Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରୁ ସୁସ୍ଥ ହେଲେ ୬୫୨୭ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀକୁ ନେଇ ବଢୁଛି ଚିନ୍ତା । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୬୫୨୭ କରୋନା ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଅଧିକାରୀ । ଆଜି ସାରା ରାଜ୍ୟରୁ ସୁସ୍ଥ…

ମେ ୩ ଏବଂ ୪ ଅପରାହ୍ନ ୨ଟା ପରେ ବି ଖୋଲା ରହିବ ଦୋକାନବଜାର

ଭୁବନେଶ୍ୱର: ଆସନ୍ତା ୫ ତାରିଖରୁ ରାଜ୍ୟ ସରକାରଙ୍କ ଦ୍ବାରା ୧୪ ଦିନିଆ ଲକ୍‌ଡାଉନ୍‌ ଘୋଷଣା ହେବା ପରେ ଓଡିଶା ବ୍ୟବସାୟ ମହାସଙ୍ଘ ଅପରାହ୍ନ ୨ଟା ପରେ ଦୋକାନ ଖୋଲା ରଖିବାକୁ ନିଷ୍ପତ୍ତି ନେଇଛି। ମଇ ୩ ରୁ ସାରା ରାଜ୍ୟରେ ଅପରାହ୍ନ ୨ ଟା ପରେ ଦୋକାନ ବନ୍ଦ କରିବାର ପୂର୍ବ ନିଷ୍ପତ୍ତିକୁ…

ଶ୍ରୀମନ୍ଦିର ପରିସର ସାନିଟାଇଜ

ପୁରୀ:ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ରବିବାର ଶ୍ରୀମନ୍ଦିର ଭିତର ଓ ବାହାର ପରିସରକୁ ବିଶୋଧନ କରାଯାଇଛି । ନୁତନ ଏସଓପି ଜାରି ହେବା ପରେ ଭକ୍ତଙ୍କ ଲାଗି ଆସନ୍ତା ମେ'ମାସ ୧୫ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଦର୍ଶନ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ଅଗ୍ନିଶମ ବିଭାଗର ଦୁଇଟି…

ବନ୍ଦ ହେଲା ଅଲାରନାଥ ମନ୍ଦିର; ଚିନ୍ତାରେ ପୂଜକ

ପୁରୀ: ବନ୍ଦ ହେଲା ଅଲାରନାଥଙ୍କ ମନ୍ଦିର। ଓଡ଼ିଶା ସରକାରଙ୍କ ଦ୍ବାରା ଲକ୍‌ଡାଉନ୍‌ ଘୋଷଣା ପୁରୀ ଜିଲ୍ଲାର ବ୍ରହ୍ମଗିରି ସ୍ଥିତ ଅଲାରନାଥ ମନ୍ଦିରର ପୂଜକଙ୍କ ସମେତ ଅନ୍ୟ ମନ୍ଦିରର ପୂଜାରୀ ସେମାନଙ୍କ ଜୀବିକାକୁ ନେଇ ଚିନ୍ତାରେ ପଡ଼ିଯାଇଛନ୍ତି। ଅଲାରନାଥ ମନ୍ଦିର ଏବଂ ମା ବାଲିହରଚଣ୍ଡୀ ପୀଠ…

କାର୍ଯ୍ୟରତ ସାମ୍ବାଦିକଙ୍କୁ କରୋନା ସମ୍ମୁଖ ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା କାଳରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କୁ କରୋନା ସମ୍ମୁଖ ଯୋଦ୍ଧା ଭାବରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନାରେ ଦେହାନ୍ତ ହେଲେ ମିଳିବ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି । ଏହାଦ୍ୱାରା ରାଜ୍ୟର…

ଲକଡାଉନ୍ ବେଳେ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କୁ ଜଗିବେ ସରପଞ୍ଚ

ଭୁବନେଶ୍ୱର: ଲକଡାଉନ୍ ବେଳେ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ କଡ଼ା ନଜର ରହିବ । ସେମାନଙ୍କୁ ଜଗିବା ପାଇଁ ସରପଞ୍ଚମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର । ଯେଉଁମାନେ ରାଜ୍ୟ ବାହାରୁ ଆସୁଛନ୍ତି ସେମାନଙ୍କୁ କ୍ୱାରେଣ୍ଟାଇନରେ ରଖିବା ପାଇଁ ସରପଞ୍ଚମାନଙ୍କୁ…

ଚଇତି ପର୍ବ ବନ୍ଦ କରିବାକୁ ଯାଇଥିବା ପୋଲିସକୁ ପିଟିଲେ ଲୋକ

ବାରିପଦା: କରୋନା କାଳରେ ଚଇତି ପର୍ବ ପାଳନ । ବନ୍ଦ କରିବାକୁ ଯାଇଥିବା ବେଳେ ପୋଲିସ ଉପରେ ଆକ୍ରମଣ । ଲୋକଙ୍କ ଆକ୍ରମଣରେ ତିନି ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଅନ୍ତର୍ଗତ ଦେବାନବାହାଳି ଗାଁରେ ଏହି ଘଟଣା ଘଟିଛି । ଲୋକଙ୍କ ଆକ୍ରମଣରେ ଶରତ ଥାନା ଏଏସଆଇ…

ଲକଡାଉନରୁ କାହାକୁ ବାଦ, କାହା ଉପରେ କଟକଣା ?

ଭୁବନେଶ୍ୱର: ଓଡ଼ିଶାରେ କରୋନାର ବର୍ଦ୍ଧିତ ସଂକ୍ରମଣରେ ବ୍ରେକ ଲଗାଇବା ପାଇଁ ସରକାର ୧୪ ଦିନିଆ ଲକଡାଉନ୍ ଘୋଷଣା କରିଛନ୍ତି । ସ୍ୱାସ୍ଥ୍ୟ ଓ ଜରୁରୀ ସେବାକୁ ଲକଡାଉନରୁ ବାଦ ଦିଆଯାଇଛି । ଟିକାକରଣ କାମ ଜାରି ରହିବ । ଯେଉଁମାନେ ଟିକାକରଣ ପାଇଁ ପଞ୍ଜିକରଣ ଓ ସ୍ଲଟ ବୁକିଂ କରିଛନ୍ତି ସେମାନେ…

ଓଡ଼ିଶାରେ ୧୪ ଦିନିଆ ଲକଡାଉନ୍ ଘୋଷଣା: ଆସନ୍ତା ୫ ତାରିଖ ସକାଳୁ କଡ଼ା କଟକଣା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଆସନ୍ତା ୫ ତାରିଖରୁ(ବୁଧବାର) ରାଜ୍ୟରେ ୧୪ ଦିନିଆ ଲକଡାଉନ୍ ଘୋଷଣା ହୋଇଛି । ୫ ତାରିଖ ସକାଳ ୫ଟାରୁ ତାଲାବନ୍ଦ । ୧୯ ତାରିଖ ସକାଳ ଯାଏ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ଏହି ସମୟରେ ୫ଶହ ମିଟର ଦୂରତା…

ପଶ୍ଚିମ ଓଡ଼ିଶା ସୀମାନ୍ତର ୩ଟି ଜିଲ୍ଲା ଗସ୍ତରେ ପୋଲିସ ଡିଜି

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବିଶେଷ କରି ଛଡ଼ିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତ ଜିଲ୍ଲାରେ ଦୈନିକ ସଂକ୍ରମଣ ବଢୁଛି । ସୀମାନ୍ତବର୍ତ୍ତୀ ୩ଟି ଜିଲ୍ଲା ଗସ୍ତରେ ଯାଇ କୋଭିଡ୍ ଏନଫୋର୍ସମେଣ୍ଟ ସ୍ଥିତିର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅଭୟ । ସେ ରାଉରକେଲା…