Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲକଡାଉନରୁ କାହାକୁ ବାଦ, କାହା ଉପରେ କଟକଣା ?

ଭୁବନେଶ୍ୱର: ଓଡ଼ିଶାରେ କରୋନାର ବର୍ଦ୍ଧିତ ସଂକ୍ରମଣରେ ବ୍ରେକ ଲଗାଇବା ପାଇଁ ସରକାର ୧୪ ଦିନିଆ ଲକଡାଉନ୍ ଘୋଷଣା କରିଛନ୍ତି । ସ୍ୱାସ୍ଥ୍ୟ ଓ ଜରୁରୀ ସେବାକୁ ଲକଡାଉନରୁ ବାଦ ଦିଆଯାଇଛି । ଟିକାକରଣ କାମ ଜାରି ରହିବ । ଯେଉଁମାନେ ଟିକାକରଣ ପାଇଁ ପଞ୍ଜିକରଣ ଓ ସ୍ଲଟ ବୁକିଂ କରିଛନ୍ତି ସେମାନେ…

ଓଡ଼ିଶାରେ ୧୪ ଦିନିଆ ଲକଡାଉନ୍ ଘୋଷଣା: ଆସନ୍ତା ୫ ତାରିଖ ସକାଳୁ କଡ଼ା କଟକଣା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଆସନ୍ତା ୫ ତାରିଖରୁ(ବୁଧବାର) ରାଜ୍ୟରେ ୧୪ ଦିନିଆ ଲକଡାଉନ୍ ଘୋଷଣା ହୋଇଛି । ୫ ତାରିଖ ସକାଳ ୫ଟାରୁ ତାଲାବନ୍ଦ । ୧୯ ତାରିଖ ସକାଳ ଯାଏ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ଏହି ସମୟରେ ୫ଶହ ମିଟର ଦୂରତା…

ପଶ୍ଚିମ ଓଡ଼ିଶା ସୀମାନ୍ତର ୩ଟି ଜିଲ୍ଲା ଗସ୍ତରେ ପୋଲିସ ଡିଜି

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବିଶେଷ କରି ଛଡ଼ିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତ ଜିଲ୍ଲାରେ ଦୈନିକ ସଂକ୍ରମଣ ବଢୁଛି । ସୀମାନ୍ତବର୍ତ୍ତୀ ୩ଟି ଜିଲ୍ଲା ଗସ୍ତରେ ଯାଇ କୋଭିଡ୍ ଏନଫୋର୍ସମେଣ୍ଟ ସ୍ଥିତିର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅଭୟ । ସେ ରାଉରକେଲା…

ରାଜ୍ୟରୁ କରୋନା ନେଲା ଆଉ ୧୪ ଜୀବନ, ରାୟଗଡ଼ାରୁ ସର୍ବାଧିକ ୪ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଅପେକ୍ଷା ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ୟା କମିଛି । କିନ୍ତୁ ବଢ଼ିଛି ମୃତ୍ୟୁସଂଖ୍ୟା । ଆଜି ରାଜ୍ୟରୁ କରୋନା ନେଇଛି ୧୪ ଜୀବନ । ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । କେନ୍ଦୁଝରରୁ ୨ ଜଣ ସଂକ୍ରମିତଙ୍କ…

ଆଜି କମିଲା: ୨୪ ଘଣ୍ଟାରେ ରାଜ୍ୟରୁ ୮୦୧୫ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଫ୍ଲାଟନିଂ ସ୍ଥିତିରେ କରୋନା ସଂକ୍ରମଣ । କେବେ ବଢୁଛି ତ କେତେବେଳେ ଖସୁଛି । ଗତକାଲି ୧୦ ହଜାର ପାର କରିଥିଲା । ଆଜି ପୁଣି ୮ ହଜାରକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮ହଜାର ୧୫ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ୨ହଜାର ୩୯୮ଟି କମ୍…

ରବିବାର ଦିନ ୧୦ଟାରେ କରୋନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ମାମଲା ୧୦ ହଜାର ଟପିଛି । ଟ୍ୱିନ୍ ସିଟି ଭୁବନେଶ୍ୱ ଓ କଟକରେ ଗୋଷ୍ଠୀ ସଂକ୍ରମଣ ସ୍ଥିତି ଉପୁଜିଛି । ନାଇଟ୍ କର୍ଫ୍ୟୁ ଓ ସପ୍ତାହନ୍ତ ସଟଡାଉନ୍ ସତ୍ତ୍ୱେ ସଂକ୍ରମଣ ଥମିବାର ନାଁ ନେଉନି । ଏଭଳି ସ୍ଥିତିରେ କରୋନାର ଚେନକୁ ଭାଙ୍ଗିବାକୁ ରାଜ୍ୟ…

ରାଜଧାନୀରେ ୮ ହଜାର ଟପିଲା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ଶନିବାର ରାଜଧାନୀରେ ଚିହ୍ନଟ ୧୦୯୩ଟି ନୂଆ ମାମଲା ସହ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଛି । ଶନିବାର ୧୨୧ ଜଣ ସଂକ୍ରମିତ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୯୭୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ସେହିଭଳି ଦିନକରେ ୫୦୯ ଜଣ କରୋନାରୁ ସୁସ୍ଥ…

ଭୁବନେଶ୍ୱରରେ କୋଭିଡ୍ ଆକ୍ରାନ୍ତଙ୍କ ଲାଗି ଅଭାବ ନାହିଁ ଶଯ୍ୟା: ବିଏମସି କମିଶନର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ି ଚାଲିଛି । ଅନ୍ୟପଟେ କୋଭିଡ୍ ଆକ୍ରାନ୍ତଙ୍କ ଲାଗି ଶଯ୍ୟାର ଅଭାବ ନଥିବା ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଶନିବାର ପ୍ରେସମିଟରେ ବିଏମସି କମିଶନର କହିଛନ୍ତି, ଭୁବନେଶ୍ୱରରେ ସକ୍ରିୟ ସଂକ୍ରମଣ ମାମଲା…

କରୋନାରୁ ସୁସ୍ଥ ହେଲେ ଆଉ ୫ ହଜାର ୬୩୪ ଜଣ, ଖୋର୍ଦ୍ଧାରୁ ୧୧୪୬

ଭୁବନେଶ୍ୱର: ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ମାମଲା ରେକର୍ଡ ଭାଙ୍ଗୁଥିବା ବେଳେ ୨୪ ଘଣ୍ଟାରେ ସର୍ବାଧିକ ଜଣ ସୁସ୍ଥ ହୋଇଛନ୍ତି । ଆଜି ରାଜ୍ୟରୁ ୫ ହଜାର ୬୩୪ ଜଣ କୋଭିଡ୍ ସଂକ୍ରମିତ ସୁସ୍ଥ ହୋଇଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏଥିସହ ରାଜ୍ୟରେ ମୋଟ ସୁସ୍ଥ…

କରୋନାରେ ଆଖି ବୁଜିଲେ ଆଉ ଜଣେ ସାମ୍ବାଦିକ

ଭୁବନେଶ୍ୱର: କରୋନାରେ ଆଜି ପୁଣି ଜଣେ ସାମ୍ବାଦିକଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ଟାଇମ୍ସ ଅଫ୍ ଇଣ୍ଡିଆର ବରିଷ୍ଠ ସାମ୍ବାଦିକ ପ୍ରୀତିମାନ ମହାପାତ୍ର ଆଜି ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା । କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ…