Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ୨୫ ହଜାର ଆରଟି-ପିସିଆର ଏବଂ ୫୦ ହଜାର ଆଣ୍ଟିଜେନ୍‌ ଟେଷ୍ଟ ଲକ୍ଷ୍ୟ; ଏସିଏସ୍‌

ଭୁବନେଶ୍ବର: ରାଜ୍ୟରେ ୨୫ ହଜାର ଆରଟିପିସିଆର ଟେଷ୍ଟ ଏବଂ ୫୦ ହଜାର ଆଣ୍ଟିଜେନ୍‌ ଟେଷ୍ଟ ପାଇଁ ଲକ୍ଷ୍ୟ ରଖାଯାଇଥିବା କହିଲେ ଏସିଏସ୍‌ ପ୍ରଦୀପ୍ତ ମହାପାତ୍ର। କରୋନା ପଜିଟିଭ ହେଲେ ବ୍ୟସ୍ତ ନହୋଇ ଘରେ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଲେ ଏସିଏସ୍‌। ଏହାଛଡ଼ା ରାଜ୍ୟରେ ଅକ୍ଚିଜେନର ଅଭାବ…

ସିଏମ୍‌ ରିଲିଫ ଫଣ୍ଡ୍‌କୁ ୨୫ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି ଓଡ଼ିଆ ବୈଜ୍ଞାନିକ ତଥା ଉଦ୍ୟୋଗପତି ଡଃ ସୀତକଣ୍ଠ ଦାଶ

ମିନିଆପଲିସି / ଭୁବନେଶ୍ୱର: କୋଭିଡ୍‍ ସଙ୍କଟକୁ ମୁକାବିଲା କରିବା ପାଇଁ ଆମେରିକାରେ ଅବସ୍ଥାପିତ ଓଡ଼ିଆ ବୈଜ୍ଞାନିକ ତଥା ଉଦ୍ୟୋଗପତି ଏବଂ ଜନହିତୈଶୀ ଡଃ ସୀତକଣ୍ଠ ଦାଶ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୨୫ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଡଃ ଦାଶଙ୍କ ତରଫରୁ ଜଗଦଗୁରୁ କୃପାଳୁ…

ଫେଲ୍ ମାରିଲା ଯାଜପୁରରେ ଛାତ୍ର ଆନ୍ଦୋଳନ

ଯାଜପୁର: ରାଜ୍ୟରେ ପରୀକ୍ଷା ବାତିଲ ନେଇ ସତେ ଯେମିତି ଝଡ ସୃଷ୍ଟି ହୋଇଛି । ରାଜଧାନୀରୁ ଆରମ୍ଭ ହୋଇଥିବା ଆନ୍ଦୋଳନର ନିଆଁ ଏବେ ଅନ୍ୟ ଜିଲ୍ଲାକୁ ମଧ୍ୟ ବ୍ୟାପିବାରେ ଲାଗିଛି । ଯାଜପୁର ଜିଲ୍ଲାରେ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବା ଦାବିରେ ଛାତ୍ରଛାତ୍ରୀ ରାସ୍ତାରୋକ କରିଥିଲେ । ତେବେ ଏ ନେଇ…

କରୋନା ପଜିଟିଭ ଜାଣିବା ପରେ ଦମ୍ପତିଙ୍କ ଆତ୍ମହତ୍ୟା

ନୟାଗଡ଼: କୋଭିଡ୍‌ ରିପୋର୍ଟ ପଜିଟିଭ ଆସିବା ପରେ ଏକ ଦମ୍ପତି ଗୁରୁବାର ଦିନ ଓଡିଶାର ନୟାଗଡ଼ ଜିଲ୍ଲାର ଗୋଡିମାଡ ଗ୍ରାମରେ ନିଜ ଘରେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଆତ୍ମହତ୍ୟା କରିଥିବା ଦମ୍ପତି ଭିକାରୀ ପାତ୍ର ଏବଂ ପତ୍ନୀ ଜ୍ୟୋତ୍ସା ପାତ୍ର ବୋଲି ଜଣାପଡିଛି। ସୂଚନାନୁସାରେ,…

ଦିନ ୨ଟା ପରେ କଟକରେ ଦୋକାନ ବଜାର ବନ୍ଦ

କଟକ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି) ପକ୍ଷରୁ ମେଡିସିନ୍ ଷ୍ଟୋର ବ୍ୟତୀତ ସହରର ସମସ୍ତ ଦୋକାନ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ମେ ୩ରୁ ମେ ୧୮ ପର୍ଯ୍ୟନ୍ତ ତଥା ୧୫ ଦିନ ଯାଏଁ ନୂତନ ନିୟମାବଳୀ ଆସିବା ଯାଏଁ ବଳବତ୍ତର ରହିବ। ତେବେ ଏହି…

ଦୁଷ୍କର୍ମ ଅଭିଯୁକ୍ତଙ୍କୁ ପିଟିପିଟି ହତ୍ୟା ଅଭିଯୋଗ

ବାଲେଶ୍ବର: ବାଲେଶ୍ବର ଜିଲ୍ଲାର ସୋରୋ ଅଞ୍ଚଳରେ ସ୍ଥାନୀୟ ବାସିନ୍ଦା ଜଣେ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ମାଡ ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବର ଅନୁଯାୟୀ, ଗୁରୁବାର ଅପରାହ୍ନରେ ଜଣେ ମହିଳା ଶୁଖିଲା ପତ୍ର ସଂଗ୍ରହ କରିବାକୁ ନିକଟ ଜଙ୍ଗଲକୁ ଯାଇଥିବା ବେଳେ ବସନ୍ତ ସିଂ ନାମକ ଜଣେ…

କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ୟୁ

ରାଉରକେଲା: କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ୟୁ। ସାମ୍ବାଦିକ ଅଦ୍ୱ‌େତ ପ୍ରସାଦ ବିଶ୍ବାଳ ରାଉରକେଲାସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ସୂଚନାନୁସାରେ, ଶ୍ରୀ ବିଶ୍ୱାଳ ଏକ ସପ୍ତାହରୁ ଅଧିକ ସମୟ ଧରି କରୋନା ସହ ଲଢେଇ ଜାରି…

ପୁରୀରେ ସନ୍ଧ୍ୟା ୬ରୁ ଦୋକାନ ବଜାର ବନ୍ଦ

ପୁରୀ: ପୁରୀ ଜିଲ୍ଲାରେ କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଆଜି ଠାରୁ ସହରରେ ସନ୍ଧ୍ୟା ୬ଟା ପରେ ଦୋକାନ ବଜାର ବନ୍ଦ ରହିବ। ସୂଚନା ଅନୁଯାୟୀ ବ୍ୟବସାୟୀ ମାନେ ସକାଳ ୫ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବ୍ୟବସାୟ କରିପାରିବେ ବୋଲି ଗତକାଲି ବ୍ୟବସାୟ ସଂଘ ସହ ଆଲୋଚନା ପରେ ନିଷ୍ପତ୍ତି ହୋଇଛି…

ପର୍ଯ୍ୟଟକ ଧ୍ୟାନ ଦିଅନ୍ତୁ: କାଲିଠୁ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ୍ ବନ୍ଦ

ଭୁବନେଶ୍ୱର: ନନ୍ଦନକାନନ ଓ ବଟାନିକାଲ୍ ଗାର୍ଡେନ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଜରୁରୀ ସୂଚନା । ଆସନ୍ତାକାଲିଠାରୁ ବନ୍ଦ ରହିବ ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଏହାସହ ବଟାନିକାଲ୍ ଗାର୍ଡେନ ବି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଏନେଇ ନନ୍ଦନକାନନ…

ଭୁବନେଶ୍ୱରରୁ ବୋଲେରୋ ଲୁଟେରା ଗ୍ୟାଙ୍ଗ ଗିରଫ, କୋଲକାତାକୁ ଲମ୍ବିଛି ଚେର

ଭୁବନେଶ୍ୱର: ରାଜଧାନୀରୁ ସିରିଜ୍ ବୋଲେରୋ ଲୁଟେରା ଗ୍ୟାଙ୍ଗକୁ ଧରିଛି ପୋଲିସ । ୬ ଜଣ ସଦସ୍ୟଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ସେମାନଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ଲୁଟେରା ଗ୍ୟାଙ୍ଗ୍‌ର ଚେର କୋଲକାତା ଯାଏ ଲମ୍ବିଥିବା ସୂଚନା ମିଳିଛି । ଲୁଟେରା ଗ୍ୟାଙ୍କରେ ଆଉ କେଉଁମାନେ…