Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱରରୁ ବୋଲେରୋ ଲୁଟେରା ଗ୍ୟାଙ୍ଗ ଗିରଫ, କୋଲକାତାକୁ ଲମ୍ବିଛି ଚେର

ଭୁବନେଶ୍ୱର: ରାଜଧାନୀରୁ ସିରିଜ୍ ବୋଲେରୋ ଲୁଟେରା ଗ୍ୟାଙ୍ଗକୁ ଧରିଛି ପୋଲିସ । ୬ ଜଣ ସଦସ୍ୟଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ସେମାନଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ଲୁଟେରା ଗ୍ୟାଙ୍ଗ୍‌ର ଚେର କୋଲକାତା ଯାଏ ଲମ୍ବିଥିବା ସୂଚନା ମିଳିଛି । ଲୁଟେରା ଗ୍ୟାଙ୍କରେ ଆଉ କେଉଁମାନେ…

କୋଭିଡ୍‌ ନିୟମ ଉଲ୍ଲଂଘନ; ସିଲ୍‌ ହେଲା ରାଜଧାନୀର ଆଉ ଏକ ପ୍ରମୁଖ ବଜାର

ଭୁବନେଶ୍ୱର: କରୋନା ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ସହରର ପ୍ରମୁଖ ବଜାର ଡମଣା ହାଟକୁ ସିଲ୍ କରିଛି। କୋଭିଡ୍‌ ନିର୍ଦ୍ଦେଶାବଳୀ ଅନୁଯାୟୀ ଗୁରୁବାର ଦିନ ଏହି ସିଲ୍ ନେଇ ଆଦେଶ ଜାରି କରାଯାଇଥିଲା ଏବଂ ଏହାକୁ ୪୮ ଘଣ୍ଟା ପାଇଁ…

ବେକାବୁ କରୋନା: ୭ ଦିନରେ ରାଜ୍ୟରୁ ୪୯ ହଜାର ପଜିଟିଭ୍, ୭୦ ମୃତ

ଭୁବନେଶ୍ୱର: ଏପ୍ରିଲରେ ଓଡ଼ିଶାରେ କରୋନା କାୟା ମେଲାଇଛି । ନାକି ଆଖି ଦେଖାଇଛି । ଦୈନିକ ସଂକ୍ରମଣରେ ନୂଆ ରେକର୍ଡ କରିଛି କରୋନା । ମାସେ ଭିତରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୩ହଜାର ୭୯୨ ଆକ୍ରାନ୍ତ । ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ଅନୁସାରେ ଗତ ମାର୍ଚ୍ଚ ୨୯ ତାରିଖରେ…

ଓଡ଼ିଶାରେ କରୋନାର ଟପ୍-୧୦ ଜିଲ୍ଲା: ସେସବୁ ଜିଲ୍ଲାରେ କେବଳ ୬୫% ଆକ୍ଟିଭ୍ କେସ୍

ଭୁବନେଶ୍ୱର: ରାଜ୍ୟରେ ଲମ୍ବା ଲମ୍ଫ ମାରୁଛି କରୋନା । ଯଦିଓ ଏବେ ଫ୍ଲାଟିନିଂ ସ୍ଥିତିରେ ରହିଛି । କେବେ ଉପରକୁ ଉଠୁଛି ତ କେବେ ତଳକୁ ଖସୁଛି । ତଥାପି ଉଦବେଗଜନକ ପରିସ୍ଥିତି ସୃଷ୍ଟି କରିଛି କରୋନା । ଆକ୍ଟିଭ୍ କେସ୍ ସଂଖ୍ୟା ୬୧ ହଜାର ପାର କରିଛି । ରେଡ୍ ହଟ୍ ଜିଲ୍ଲା ପାଲଟିଛନ୍ତି ଖୋର୍ଦ୍ଧା,…

ଭୁବନେଶ୍ୱର ଇନ୍ଦ୍ରଧନୁ ମାର୍କେଟ ୨୪ ଘଣ୍ଟା ପାଇଁ ସିଲ୍

ଭୁବନେଶ୍ୱର: କରୋନା କଟକଣାର ଉଲ୍ଲଂଘନ । ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ଇନ୍ଦ୍ରଧନୁ ମାର୍କେଟ ୨୪ ଘଣ୍ଟା ପାଇଁ ସିଲ୍ ହୋଇଛି । କୋଭିଡ୍ ନିୟମ ଉଲ୍ଲଂଘନ ହେଉଥିବାରୁ ସିଲ୍ କରିଛି ଭୁବନେଶ୍ୱର ମହାନଗର ନିଗମ । ଆସନ୍ତାକାଲି ଶନିବାର ଓ ତାପରଦିନ ରବିବାର ସପ୍ତାହାନ୍ତ ସଟ୍‌ଡାଉନ ରହିଛି । ଏହି…

ଓଡ଼ିଶାରୁ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର: ସଂକ୍ରମଣ ସହ ଓଡ଼ିଶାରେ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ମହାମାରୀ ଆଉ ୧୪ ଜଣଙ୍କର ଜୀବନ ନେଇଛି । ସୁନ୍ଦରଗଡ଼ ଓ କୋରାପୁଟ ଜିଲ୍ଲାରୁ ତିନି ଜଣ ଲେଖାଏ ଆକ୍ରାନ୍ତ ଚିତିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଖୋର୍ଦ୍ଧା ଓ ରାୟଗଡ଼ା…

ଟିକା ଅଭାବ: ଆଜି ରାଜ୍ୟର ୫ଟି ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଟିକାର ଅଭାବ ଜାରି ରହିଛି । ପ୍ରତିଦିନ କେଉଁଠି ନା କେଉଁଠି ବନ୍ଦ ହେଉଛି ଟିକାକରଣ । ଟିକା ଅଭାବରୁ ଆଜି ୫ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି । ବୌଦ୍ଧ, ଝାରସୁଗୁଡା, କୋରାପୁଟ, ସମ୍ବଲପୁର, ସୋନପୁରରେ ବନ୍ଦ ରହିଛି ଟିକାକରଣ । କୋଭିସିଲ୍ଡ ଟିକା ନଥିବାରୁ…

କଟକରେ ଏନକାଉଣ୍ଟର: ଗୁଳି ଖାଇଲା ଦୁର୍ଦ୍ଦାନ୍ତ ଅପରାଧୀ ଶେଖ ବାବୁ

କଟକ: ଦରଘାବଜାର ଅଞ୍ଚଳରେ କମିଶନରେଟ ପୋଲିସର ଏନକାଉଣ୍ଟର । ହାର୍ଡକୋର୍ କ୍ରିମିନାଲ୍ ଶେଖ ବାବୁ ଆହତ ହୋଇଛି । ସ୍ପେଶାଲ୍ ସ୍କ୍ୱାଡ୍ ତାକୁ ଏନକାଉଣ୍ଟର କରିଥିଲା । ବାବୁର ବାମ ଗୋଡ଼ରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ତାକୁ କଟକ ଏସସିବିରେ ଚିକିତ୍ସା କରାଯାଉଛି । ଗତକାଲି ରାତିରେ…

ଆଜି ରାଜ୍ୟରୁ ୮୬୮୧ କରୋନା ପଜିଟିଭ୍, କେବଳ ୫ଟି ଜିଲ୍ଲାରୁ ୪୨% ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କେବେ କମୁଛି ତ କେବେ ବଢୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮ହଜାର ୬୮୧ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪ହଜାର ୯୪୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୭୩୩ । କରୋନାର ରେଡ୍ ହଟ୍ ଜିଲ୍ଲା ପାଲଟିଛି ଖୋର୍ଦ୍ଧା ।…

ଜନ ଶୂନ୍ୟ ମଠ ମନ୍ଦିର …

ଢେଙ୍କାନାଳ: ଭୟଙ୍କର ରୂପ ନେଉଛି କରୋନା । ଦିନକୁ ଦିନ ସ୍ଥିତି ବିଗିଡିବାରେ ଲାଗିଛି । ଏନେଇ ଲୋକଙ୍କୁ ବିଭିନ୍ନ ସମୟରେ ସତର୍କ କରାଯାଉଛି । ଲକ୍ ଡାଉନ୍ ଓ ସଟଡାଉନ୍ ଯୋଗୁ ଜନଜୀବନ ବେଶ୍ ପ୍ରଭାବିତ ହୋଇପଡିଛି । ବିଭିନ୍ନ ମଠ ମନ୍ଦିର ଉପରେ କଟକଣା କରାଯାଇଥିବା ବେଳେ କିଛି ସ୍ଥାନରେ ସକାଳ ଧୂପ…