Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ଥିତି ଦେଖି ପ୍ରସ୍ତୁତ ହେଉଛି ଯୋଜନା, ଏବେ ଆବଶ୍ୟକ ନାହିଁ ଲକଡାଉନ୍: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରଣ ୬ ହଜାର ଉପରେ ରହିଛି । ତେବେ, ଅଧିକାଂଶ ରୋଗୀ ହୋମ୍ ଆଇସୋଲେସନରେ ରହି ଚିକିତ୍ସିତ ହେଉଛନ୍ତି । ଏବେ ରାଜ୍ୟରେ ଉପଲବ୍ଧ ଥିବା ଶଯ୍ୟାରୁ ୪୩ ପ୍ରତିଶତ ଜେନେରାଲ ବେଡ୍, ୬୩ ପ୍ରତିଶତ ICU ବେଡ୍ ଓ ୩୫ ପ୍ରତିଶତ ଭେଣ୍ଟିଲେଟରରେ ରୋଗୀ ଚିକିତ୍ସିତ…

ଭିଜିଲାନ୍ସ ଜାଲରେ ତହସିଲଦାର, ନେଉଥିଲେ ୪୦ ହଜାର ଟଙ୍କା ଲାଞ୍ଚ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ରାଇକିଆ ତହସିଲଦାର ଲାଞ୍ଚ ନେଇ ଧରାପଡ଼ିଛନ୍ତି । ୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ବ୍ରହ୍ମପୁର ଭିଜିଲାନ୍ସ ରାଇକିଆ ତହସିଲଦାର ଚକ୍ରଧର ପାଢ଼ୀଙ୍କୁ ଧରିଛି । ମଣ୍ଡାକିଆର ସେନାପତି ପ୍ରଧାନଙ୍କ ସିଜ୍ ଟ୍ରାକ୍ଟରକୁ ମୁକ୍ତ କରିବା ଲାଗି ତହସିଲଦାର ୪୦ ହଜାର ଟଙ୍କା…

OYO ରୁମରୁ ୯୯ ଲକ୍ଷ ୫୦ ହଜାର ଟଙ୍କା ଜବତ ଘଟଣାର ତଦନ୍ତ ପାଇଁ ଆୟକର ବିଭାଗକୁ ଚିଠି

ଭୁବନେଶ୍ୱର: ଭୁବନେଶ୍ୱର OYO ହୋଟେଲରୁ ୯୯ ଲକ୍ଷ ୫୦ ହଜାର ଟଙ୍କା ଜବତ ଘଟଣା । ତଦନ୍ତ ପାଇଁ ଆୟକର ବିଭାଗକୁ ଚିଠି ଲେଖିଲା କମିଶନରେଟ ପୋଲିସ । ଜବତ ଟଙ୍କାର ତଦନ୍ତ ପାଇଁ କମିଶନରେଟ ପୋଲିସ ଆୟକର ବିଭାଗକୁ ଚିଠି ଲେଖିଛି । ବ୍ୟବସାୟୀ ଜଣଙ୍କ ଏତେ ଟଙ୍କା କେଉଁ ଉପାୟରେ ଆଣିଥିଲେ । ଟଙ୍କାର…

୭ ଦିନ ପାଇଁ ସିଲ୍ ହେଲା ଭୁବନେଶ୍ୱର କୋର୍ଟ କମ୍ପ୍ଲେକ୍ସ

ଭୁବନେଶ୍ୱର: ଏକାଧିକ ଆଇନଜୀବୀ ପଜିଟିଭ୍ ଚିହ୍ନଟ ହେବା ପରେ ବିଏମସି ଭୁବନେଶ୍ୱର କୋର୍ଟ କମ୍ପ୍ଲେକ୍ସକୁ ସିଲ୍ କରି ଦେଇଛି । ଆଜିଠୁ ୭ ଦିନ ପାଇଁ ଭୁବନେଶ୍ୱର କୋର୍ଟ କମ୍ପ୍ଲେକ୍ସକୁ ସିଲ୍ କରାଯାଇଛି । ଏହି ସମୟରେ ବିନା ଅନୁମତିରେ ବାହାର ଲୋକ କୋର୍ଟ କମ୍ପ୍ଲେକ୍ସକୁ ଯାଇ ପାରିବେନି । କେବଳ…

କରୋନା ନେଲା ଆଉ ୧୨ ଜୀବନ, ମୃତ୍ୟୁସଂଖ୍ୟା ୨ ହଜାର ୨୯କୁ ବୃଦ୍ଧି

ଭୁବନେଶ୍ୱର: କରୋନାରେ ମୃତ୍ୟୁ ଥମୁନି । ସଂକ୍ରମଣ ଭଳି ରାଜ୍ୟରେ କରୋନାରେ ଲୋକ ଆଖି ବୁଜୁଛନ୍ତି । ଗତ ୨୪ ଘଣ୍ଟାରେ ୧୨ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ସଂକ୍ରମଣ ଭଳି କୋଭିଡ୍ ମୃତ୍ୟୁରେ ବି ଖୋର୍ଦ୍ଧା ଜିଲ୍ଲା ଆଗରେ ରହିଛି । ଏଯାବତ୍ ୨ ହଜାର ୨୯ ଜଣଙ୍କ ଜୀବନ ନେଇଛି କରୋନା ।…

୧୨ ଜିଲ୍ଲାରେ ଆଜି ବନ୍ଦ ରହିବ ଟିକାକରଣ, ମାତ୍ର ୩୦୨ଟି କେନ୍ଦ୍ରରେ ଦିଆଯିବ ଟିକା

ଭୁବନେଶ୍ୱର: ଭ୍ୟାକ୍ସିନ୍ ଅଭାବ ଯୋଗୁଁ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ କୋଭିଡ୍ ଟିକାକରଣ ହେବ ନାହିଁ । କେନ୍ଦ୍ର ଆବଶ୍ୟକ ମୁତାବକ ଟିକା ସମୟରେ ଯୋଗାଇ ଦେଉନାହିଁ । ଫଳରେ ରାଜ୍ୟରେ ଟିକାକରଣ ହ୍ରାସ୍ ପାଉଥିବା ବେଳେ ଲୋକେ ଟିକା ନେବାକୁ ଆସି ହଇରାଣ ଫେରୁଛନ୍ତି । ରାଜ୍ୟରେ ୧୨ ଶହରୁ ଅଧିକ…

ରାଜ୍ୟରୁ ଆଉ ୬ ହଜାର ୯୯୮ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ସଂକ୍ରମଣରେ ଲାଗୁନି ବ୍ରେକ୍ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୬ ହଜାର ୯୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୪ ହଜାର ୫୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨ ହଜାର ୯୪୪ ଜଣ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯ ଜଣ…

ମନୋଜ ଦାସଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପ୍ରଖ୍ୟାତ ଲେଖକ ତଥା ସ୍ବର୍ଗତ ମନୋଜ ଦାସଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପରିବାର ଓ ସମ୍ପର୍କୀୟଙ୍କୁ ସମବେଦନା ଜଣାଇବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ପୁଡୁଚେରୀରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନୋଜଙ୍କ ଶେଷ କୃତ୍ୟ ସମ୍ପନ୍ନ…

କରୋନା ସଂକ୍ରମିତ ବୋଲି ମିଳିଲାନି ଚାରିକାନ୍ଧ, ସାଇକେଲରେ ନେଇ ଶବ ସତ୍କାର କଲା ପୁଅ

ବଲାଙ୍ଗିର: ଭୂତାଣୁ ଭୟରେ ହଜି ଯାଉଛି ମାନବିକତା । ମୃତ୍ୟୁ ପରେ ମିଳୁନି ଚାରିକାନ୍ଧ । ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରୁ ଏଭଳି ଖବର ଆସୁଥବା ବେଳେ ବଲାଙ୍ଗିରରୁ ଆସି ହୃଦୟ ବିଦାରକ ଦୃଶ୍ୟ । ବାପାର ମୃତଦେହକୁ ସାଇକଲେରେ ବୋହି ନେଉଛି ପୁଅ । ଏଭଳି ଦୃଶ୍ୟ ସଂକ୍ରମଣ ପାଇଁ ସମ୍ପର୍କ କେତେ…

ଭୁବନେଶ୍ବରରୁ ଆଉ ୧୦୪୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବର ପାଲଟିଛି କରୋନା ହଟସ୍ପଟ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ, ଆଜି ଚିହ୍ନଟ ହୋଇଛନ୍ତି ୧୦୪୪ ପଜିଟିଭ୍ । କ୍ବାରେଣ୍ଟାଇନରୁ ୨୧୯ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୮୨୫ । ସେହିପରି ଭୁବନେଶ୍ବର ଅଞ୍ଚଳରୁ ସୁସ୍ଥ ହୋଇଛନ୍ତି ୪୪୭ ଜଣ…