Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜଳୁଛି ଓଡ଼ିଶା, ୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ବର : ପ୍ରବଳ ତାତିରେ ଜଳୁଛି ସାରା ଓଡ଼ିଶା । ଗ୍ରୀଷ୍ମ ପ୍ରବାହରେ ଜନଜୀବନ ହେଲାଣି ଅସ୍ତବ୍ୟସ୍ତ । ଆଜି ରାଜ୍ୟର ୧୫ ସହର ୪୦ ଡିଗ୍ରୀ ଉପରେ ରହିଛି । ତେବେ ୪୩.୨ ଡିଗ୍ରୀ ତାପମାତ୍ରା ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ…

ସିଲ୍ ହେଲା ଭୁବନେଶ୍ବର ମାର୍କେଟ୍ ବିଲ୍ଡିଂ

ଭୁବନେଶ୍ବର : ଦୁଇ ଦିନ ପାଇଁ ସିଲ୍ ହେଲା ଭୁବନେଶ୍ବର ମାର୍କେଟ ବିଲ୍ଡିଂ । ରାଜଧାନୀବାସୀ କୋଭିଡ୍‌ କଟକଣା ମାନୁ ନଥିବାରୁ ଏପରି କଠୋର ନିଷ୍ପତ୍ତି ନେଇଛି ପ୍ରଶାସନ । ଭୁବନେଶ୍ବର ଡିସିପି ଓ ବିଏମସି ଜୋନାଲ କମିଶନରଙ୍କ ଉପସ୍ଥିତିରେ ମାର୍କେଟ୍ ବିଲ୍ଡିଂକୁ ସିଲ୍‌ କରାଯାଇଛି । ଆସନ୍ତା ଦୁଇ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୫୨୧ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଏବେ ଉପରମୁହାଁ କରୋନା ସଂକ୍ରମଣ । ଆଜି ସାରା ରାଜ୍ୟରୁ ୮ ହଜାରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ସୁସ୍ଥ ହୋଇଛନ୍ତି ୪୫୨୧ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁନ୍ଦରଗଡ଼ରୁ ସର୍ବାଧିକ ୭୨୧ ଜଣ ସୁସ୍ଥ ହୋଇଥିବା…

ଭୁବନେଶ୍ବରରେ ବଢୁଛି ସଂକ୍ରମଣ, ନିୟମ ମାନୁନାହାନ୍ତି ରାଜଧାନୀବାସୀ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବର ପାଲଟିଛି କରୋନା ହଟସ୍ପଟ । ଦିନକୁ ଦିନ ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ, ପ୍ରଶାସନର ଚିନ୍ତା ବଢ଼ିଲାଣି । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଥିଲେ ବି ରାଜଧାନୀବାୀ ସଚେତନ ହେଉନାହାନ୍ତି । ଯେଉଁଥିପାଇଁ ଆକ୍ରାନ୍ତ ସଂଖ୍ୟା ହୁ ହୁ ହୋଇ ବଢ଼ି ଚାଲିଛି…

କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗରେ ଭାରତର ସର୍ବୋଚ୍ଚ ସ୍ଥାନରେ ରହିଛି କିଟ୍‌

ଭୁବନେଶ୍ୱର: କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗରେ ସର୍ବୋଚ୍ଚ ସ୍ଥାନରେ ରହିଛି କିଟ୍‌। ଏହି ରାଙ୍କିଙ୍ଗ ପ୍ରଦାନ କରାଯିବା ପରେ କିଟ୍‍ ବିଶ୍ୱବିଦ୍ୟାଳୟକୁ ଭାରତର ପ୍ରଥମ ‘କ୍ୟୁଏସ୍‍ ଫାଇଭ୍‍ ଷ୍ଟାର ରେଟେଡ୍‍’ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି। କ୍ୟୁଏସ୍‍ ମାନଦଣ୍ଡର ସମସ୍ତ ବର୍ଗରେ କିଟକୁ…

ଜମିଜମା ବିବାଦକୁ ନେଇ କଟୁରୀ ବୁଲିଲା, ୨ ଗୁରୁତର

ଯାଜପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଦୁଇ ପଡୋଶୀଙ୍କ ମଧ୍ୟରେ ପ୍ରଥମେ ଯୁକ୍ତିତର୍କ, ପରେ ଧସ୍ତାଧସ୍ତି ଓ ଶେଷରେ କଟୁରୀ ଚୋଟରେ ଝଗଡାର ଅବସାନ ଘଟିଥିଲା । କିଛି ଏଭଳି ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ଯାଜପୁର ଜିଲ୍ଲାର ଅରିଲୋ ଗାଁ । ରିପୋର୍ଟ ଅନୁଯାୟୀ ପ୍ରତାପ ସାମଲ ଓ…

ରାୟଗଡାରେ ବିଏସ୍ଏଫ୍ ଯବାନଙ୍କ ଆତ୍ମହତ୍ୟା

ରାୟଗଡା: ରାୟଗଡା ଜିଲ୍ଲାର କାଶୀପୁର ନିକଟ ୬୩ ବାଟାଲିୟନର ଜଣେ ବିଏସ୍ଏଫ୍ ଯବାନ ବୁଧବାର ଦିନ ସୁରକ୍ଷା ପାଇଁ ନିଜ ପାଖରେ ଥିବା ରାଇଫଲରୁ ଗୁଳି ଚଳାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସୂଚନାନୁସାରେ, ମୃତ ଯବାନ ଜଣକ ହେଉଛନ୍ତି ଦିଲୀପ ମାଇ। ସେ ଚାରି ମାସ ପୂର୍ବରୁ ବିବାହ କରିଥିଲେ।…

ଉତ୍କଳ ବିଶ୍ୱବିଦ୍ୟାଳୟର ଏମ୍‌ବିବିଏସ୍‌ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର: କରୋନା ମହାମାରୀକୁ ଦୃଷ୍ଟିରେ ରଖି ଉତ୍କଳ ବିଶ୍ୱବିଦ୍ୟାଳୟ ବୁଧବାର ଦିନ ଏପ୍ରିଲ୍ ୩୦ ରେ ଧାର୍ଯ୍ୟ ହୋଇଥିବା ଦ୍ବିତୀୟ ଭାଗ ଏମ୍‌ବିବିଏସ୍‌ ପରୀକ୍ଷାକୁ ସ୍ଥଗିତ ରଖିଛି। ଉତ୍କଳ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଡ ଅଭୟ କୁମାର ନାୟକ ସୂଚନା ଦେଇଛନ୍ତି ଯେ ପରୀକ୍ଷାକୁ ସ୍ଥଗିତ…

କରୋନା ମାନଚିତ୍ରରେ ବଦଳୁଛି ଓଡ଼ିଶାର ରଙ୍ଗ, ରେଡ୍ ଜୋନରେ ୧୭ ଜିଲ୍ଲା

ଭୁବନେଶ୍ୱର: କରୋନା ମାନଚିତ୍ରରେ ପ୍ରତିଦିନ ରଙ୍ଗ ବଦଳାଉଛି ଓଡ଼ିଶା । ସଂକ୍ରମଣ ବଢୁଛି । ସେହି ଅନୁସାରେ ଓଡ଼ିଶାର କରୋନା ମାନଚିତ୍ରରେ ରଙ୍ଗ ବି ବଦଳୁଛି । ଅର୍ଥାତ୍ ଗୋଟିଏ ପରେ ଗୋଟିଏ ଜିଲ୍ଲା ରେଡ୍ ଜୋନକୁ ଯାଉଛି । ଏବେ କରୋନା କାୟାରେ ଅଧା ଓଡ଼ିଶା । ୧୭ଟି ଜିଲ୍ଲା ରେଡ୍ ଜୋନରେ ଅଛି ।…

ଆଦାନୀ ପୋର୍ଟରେ କୋଭିଡ ସମ୍ବନ୍ଧୀୟ ସାମଗ୍ରୀର ପରିବହନ ଦେୟ ଛାଡ

ଭଦ୍ରକ: ଦେଶର ସର୍ବବୃହତ ଘରୋଇ ସାମୁଦ୍ରିକ ବନ୍ଦର ପରିଚାଳକ ଆଦାନୀ ପୋର୍ଟ ଓ ସ୍ପେଶାଲ ଇକୋନୋମିକ୍ ଜୋନ୍ ଅଧିନରେ ଥିବା ବନ୍ଦରଗୁଡିକୁ କୋଭିଡ ସମ୍ବନ୍ଧୀୟ ସାମଗ୍ରୀ ପରିବହନ କରୁଥିବା ଜାହାଜଗୁଡିକ ପାଇଁ ଦେୟ ଛାଡ କରିଛି। ୟୁଏଇ, ଥାଇଲାଣ୍ଡ ଏଭଂ ସାଉଦି ଆରବରୁ ମେଡିକାଲ ଅମ୍ଲଜାନ ପରିବହନ…