Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଦାନୀ ପୋର୍ଟରେ କୋଭିଡ ସମ୍ବନ୍ଧୀୟ ସାମଗ୍ରୀର ପରିବହନ ଦେୟ ଛାଡ

ଭଦ୍ରକ: ଦେଶର ସର୍ବବୃହତ ଘରୋଇ ସାମୁଦ୍ରିକ ବନ୍ଦର ପରିଚାଳକ ଆଦାନୀ ପୋର୍ଟ ଓ ସ୍ପେଶାଲ ଇକୋନୋମିକ୍ ଜୋନ୍ ଅଧିନରେ ଥିବା ବନ୍ଦରଗୁଡିକୁ କୋଭିଡ ସମ୍ବନ୍ଧୀୟ ସାମଗ୍ରୀ ପରିବହନ କରୁଥିବା ଜାହାଜଗୁଡିକ ପାଇଁ ଦେୟ ଛାଡ କରିଛି। ୟୁଏଇ, ଥାଇଲାଣ୍ଡ ଏଭଂ ସାଉଦି ଆରବରୁ ମେଡିକାଲ ଅମ୍ଲଜାନ ପରିବହନ…

ପ୍ଲାନେଟୋରିୟମ୍ ଓ ଆଦିବାସୀ ସଂଗ୍ରହାଳୟରେ ହେବ ଭର୍ଚୁଆଲ ଶୋ’

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଳା ଭୂମି, ଆଦିବାସୀ ସଂଗ୍ରହାଳୟ ଏବଂ ଭୁବନେଶ୍ୱରର ପଠାଣି ସାମନ୍ତ ପ୍ଲାନେଟୋରିୟମ୍ ବନ୍ଦ କରାଯାଇଛି। ଉଲ୍ଲେଖଯୋଗ୍ୟ, ଆଚାର୍ଯ୍ୟ ବିହାରରେ ଥିବା ପ୍ଲାନେଟୋରିୟମ୍ ଏପ୍ରିଲ୍ 20 ଏବଂ ସିଆରପିଏଫ ସ୍କୋୟାର ସ୍ଥିତି ଆଦିବାସୀ ସଂଗ୍ରହାଳୟ ଦର୍ଶକ…

କୋଭିଡ୍ ସମୟରେ ଟେଲି ମେଡିସିନରେ ଚିକିତ୍ସା ପରାମର୍ଶ, ଲେଖି ରଖନ୍ତୁ ଜରୁରୀ ଫୋନ୍ ନମ୍ବର

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ମେଲାଇଛି । ସଂକ୍ରମଣ ବଢୁଛି । ଏଭଳି ସ୍ଥିତିରେ ଜରୁରୀ ଚିକିତ୍ସା ଆବଶ୍ୟକ ନଥିଲେ ହସ୍ପିଟାଲ ଆସିବାକୁ ଲୋକଙ୍କୁ ବାରଣ କରାଯାଉଛି । ଏହାସହ ଲକ୍ଷଣବିହୀନ କିମ୍ବା ସାମାନ୍ୟ ଲକ୍ଷଣ ଥିବା କରୋନା ସଂକ୍ରମିତଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ…

୧୭ ଦିନ ପାଇଁ ବନ୍ଦ ରହିବ ବ୍ରହ୍ମପୁର ଏହି ଦୋକାନବଜାର

ବ୍ରହ୍ମପୁର: ବ୍ରହ୍ମପୁର ସହରରେ କରୋନାର ଭୟାବହ ପରିସ୍ଥିତିକୁ ଦେଖି ଦେଶୀବେହେରା ସାହିର ବ୍ୟବସାୟୀଙ୍କ ଚିନ୍ତା ବଢିଯାଇଛି। ବ୍ୟବସାୟ ସଂସ୍ଥା ବୁଧବାର ଦିନ ଅପରାହ୍ନ ୨ ଟାରୁ ୫ ଟା ପର୍ଯ୍ୟନ୍ତ ବଡ଼ ବଜାରରେ ସମସ୍ତ ଦୋକାନ ଏବଂ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି।…

ଅକ୍ସିଜେନ୍ ହବ୍ ଓଡ଼ିଶା: ୬ ଦିନରେ ୮ଟି ରାଜ୍ୟକୁ ଦେଲାଣି ୨୧୧୨ ମେଟ୍ରିକ୍ ଟନ୍ ଅମ୍ଳଜାନ

ଭୁବନେଶ୍ୱର: ମହାମାରୀ ଭିତରେ ଅକ୍ସିଜେନ୍ ସଂକଟ ବିଭିନ୍ନ ରାଜ୍ୟକୁ କରୋନା ବିରୋଧୀ ଲଢ଼େଇରେ ଚିନ୍ତା ବଢ଼ାଇଛି । ଏଭଳି ଘଡ଼ିସନ୍ଧି ମୂହୂର୍ତ୍ତରେ ବିଭିନ୍ନ ରାଜ୍ୟକୁ ସହାୟତାର ହାତ ବଢ଼ାଇଛି ଓଡ଼ିଶା । ଲଗାତାର ୬ ଦିନ ହେବ ଅକ୍ସିଜେନ୍ ଯୋଗାଣ ଜାରି ରଖିଛି । ବର୍ତ୍ତମାନ ସୁଦ୍ଧା ୮ଟି ରାଜ୍ୟରୁ…

ସିଏମ୍‌ ରିଲିଫ ଫଣ୍ଡ୍‌କୁ ଗୋଟିଏ ଦିନର ଦରମା ଦେବେ ଓଡ଼ିଶା ଆଇଏଏସ୍‌ ଏବଂ ଆଇଏଫ୍‌ଏସ୍‌ ଅଧିକାରୀ

ଭୁବନେଶ୍ୱର: କରୋନା ମହାମାରୀର ମୁକାବିଲା ପାଇଁ ଓଡିଶା ସରକାରଙ୍କୁ ସହାୟତା କରିବା ପାଇଁ ସମସ୍ତ ରାଜ୍ୟ କ୍ୟାଡର ଆଇଏଏସ୍ ଏବଂ ଆଇଏଫଏସ୍ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଗୋଟିଏ ଦିନର ଦରମା ଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୂଚନା ଅନୁଯାୟୀ ଆଇଏଏସ ଏବଂ ଆଇଏଫଏସ୍…

ଓଡ଼ିଶା ଆସୁଛି ୯୦ ହଜାର ଡୋଜ୍ କୋଭିସିଲ୍ଡ ଟିକା, ଯାଜପୁର ଓ କେନ୍ଦୁଝରରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ (୪୫ବର୍ଷରୁ ଅଧିକ) ଟିକାକରଣ ଜାରି ରହିଛି ।  ଆଜି ରାଜ୍ୟରେ ପହଞ୍ଚିବ ୯୦ ହଜାର ଡୋଜ୍ କୋଭିସିଲ୍ଡ ଟିକା । ଟିକା ଅଭାବରୁ ଆଜି ଯାଜପୁର ଓ କେନ୍ଦୁଝରରେ ବନ୍ଦ ରହିଛି ଟିକାକରଣ । ୪୬୪ କେନ୍ଦ୍ରରେ ଆଜି ଟିକାକରଣ କରାଯାଉଛି । ଏହି ସୂଚନା ଦେଇଛନ୍ତି…

ରାଜ୍ୟରୁ କରୋନା ନେଲା ଆଉ ୧୦ ଜୀବନ, ସପ୍ତାହେ ଭିତରେ ୫୯ ମୃତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ ବଢୁଛି ମୃତ୍ୟୁସଂଖ୍ୟା । କ୍ରମାଗତ ଦ୍ୱିତୀୟ ଦିନରେ ରାଜ୍ୟରୁ ୧୦ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଅଛନ୍ତି ୩ ଜଣ ଲେଖାଏ ଆକ୍ରାନ୍ତ । ସେହିପରି ବୌଦ୍ଧ, ଗଞ୍ଜାମ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ଜଣେ…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ୫ମ ପର୍ଯ୍ୟାୟରେ ଆସିଲା ୧୨ଖଣ୍ଡ ଫାସୀ କାଠ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପଞ୍ଚମ ପର୍ଯ୍ୟାୟରେ ନୟାଗଡରୁ ୧୨ଖଣ୍ଡ ଫାସୀ କାଠ ଗୋଟିଏ ଟ୍ରକରେ ପୁରୀରେ ପହଁଚିଛି। ଏହି ଟ୍ରକକୁ ଶ୍ରୀ ନଅର ସମ୍ମୁଖରେ କାଢିଦିଆଯାଇଛି। ସୂଚନା ଅନୁଯାୟୀ ଏହି ଫାସୀ କାଠରେ ତିନିରଥ ଚକ ପାଇଁ ତୁମ ନିର୍ମାଣ କରାଯିବ। ତିନିରଥ ପାଇଁ ୪୨ଗୋଟି ଚକ…

ରାଜ୍ୟରେ ରେକର୍ଡ ଭାଙ୍ଗୁଛି ସଂକ୍ରମଣ, ୮୩୮୬ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୮ ହଜାର ଟପିବା ସହ ରେକର୍ଡ ଭାଙ୍ଗିଛି। ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୮ ହଜାର ୩୮୬ ନୂଆ ଆକ୍ରାନ୍ତ। କ୍ୱାରେଣ୍ଟାଇନରୁ ୪୭୮୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୬୦୫ଟି । ଆଜି ୩୦ଟି ଯାକ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…