Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୭୭୩ ପଜିଟିଭ୍

ଭୁବନେଶ୍ବର : ମହାମାରୀ କରୋନାର ଦ୍ବିତୀୟ ଲହରକୁ ନେଇ ସାରା ରାଜ୍ୟରେ ଆତଙ୍କ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୭୭୩ ଜଣ ସଂକ୍ରମିତ । କ୍ବାରେଣ୍ଟାଇନରୁ ୧୪୦ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୬୩୨ । ସେହିପରି ଭୁବନେଶ୍ବରରୁ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୮୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ନିଜର କାୟା ମେଲାଉଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ୪୦୮୯ ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତ ଆକ୍ରାନ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା…

ପରଲୋକରେ ଯାତ୍ରା ଜଗତର ହାସ୍ୟ ଅଭିନେତା ଜଗବନ୍ଧୁ ରାଉତ

ଭୁବନେଶ୍ୱର: ସତେ ଯେମିତି କଳାକାରଙ୍କ ଉପରେ କରୋନା ଦାଉ ସାଧିଛି । କେତେବେଳେ ବଲିଉଡ ତ ପୁଣି କେତେବେଳେ ଓଲିଉଡରୁ ଶୁଭିଥିଲା ଦେହାନ୍ତ ଭଳି ଦୁଃଖଦ ଖବର । ହେଲେ ଏବେ ଜଲିଉଡରୁ ଆସିଛି ଆଉ ଏକ କୋହଭରା ସମ୍ବାଦ । ପରଲୋକରେ ଓଡିଆ ଯାତ୍ରା ଜଗତର ଲୋକପ୍ରିୟ ହାସ୍ୟ ଅଭିନେତା ଜଗବନ୍ଧୁ ଓରଫ ଜଗା…

ତାଞ୍ଜାନିଆରେ ମହୁମାଛି ଆକ୍ରମଣରେ ଓଡିଆ ଇଞ୍ଜିନିୟରଙ୍କ ମୃତ୍ୟୁ

ଭୁବନେଶ୍ୱର: ପୂର୍ବ ଆଫ୍ରିକାର ତାଞ୍ଜାନିଆରେ ମହୁମାଛି ଆକ୍ରମଣରେ ଜଣେ ଓଡିଆ ଇଞ୍ଜିନିୟର ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ସୂଚନାନୁସାରେ, ବ୍ରହ୍ମପୁର ସହରର ଅଙ୍କୁଲି ଅଞ୍ଚଳର ଇନ୍ଦିରା ନାଗର ନିବାସୀ ଦିଲୀପ କୁମାର ପାତ୍ର ତାଞ୍ଜାନିଆର ଆଞ୍ଜେଲିକ୍ ଇଣ୍ଟରନ୍ୟାସନାଲ ଲିମିଟେଡରେ…

ଟିକାକରଣ ପାଇଁ ସିଏମ୍‌ ରିଲିଫ ଫଣ୍ଡ୍‌କୁ ୧ କୋଟି ଟଙ୍କା ପ୍ରଦାନ କରିଛି ଏମ୍‌ଜିଏମ୍ ମିନେରାଲ୍ସ ଲିମିଟେଡ୍‌

ଭୁବନେଶ୍ବର: ରାଜ୍ୟବାସୀଙ୍କ ପାଇଁ ସହାୟତାର ହାତ ବଢାଇଛି ଏମଜିଏମ୍ ମିନେରାଲ୍ସ ଲିମିଟେଡ୍। ରାଜ୍ୟବାସୀଙ୍କୁ ମାଗଣା କରୋନା ଟିକାକରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିବା ପରେ ଏମଜିଏମ୍ ମିନେରାଲ୍ସ ଲିମିଟେଡ୍‌ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ କୋଟି ଟଙ୍କା ପ୍ରଦାନ…

ଏଣିକି ଅନଲାଇନରେ ହେବ ଅଭିଭାବକ ବୈଠକ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ଲାଗି ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟର ସ୍କୁଲଗୁଡିକରେ ପିଲାଙ୍କ ସୁବିଧା ଲାଗି ବିଭାଗ ପକ୍ଷରୁ କିଛିଟା ପରିବର୍ତ୍ତନ କରାଯାଇଛି । ଗତ ୨ବର୍ଷ ହେବ ରାଜ୍ୟରେ ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ପାଠପଢ଼ା…

ଓଡ଼ିଶାରେ ରେମଡେସିଭିର୍ ମେଡିସିନର ଅଭାବ

ଭୁବନେଶ୍ୱର: ରାଜ୍ୟରେ ରେମଡେସିଭିର ଅଭାବ । ଏବେ ରେମଡେସିଭ୍ ମେଡିସିନର ବହୁତ ଆବଶ୍ୟକତା ରହୁଛି । ଏହି ସୂଚନା ଦେଇଛନ୍ତି ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ଅନ୍ନଦା ଶଙ୍କର ଦାସ । କେନ୍ଦ୍ର ସରକାର ନିଜେ ରେମଡେସିଭିର୍ ବିତରଣ କରୁଛନ୍ତି । ଏପ୍ରିଲ ୨୧ରୁ ୩୦ ଯାଏ ଓଡ଼ିଶାକୁ ୨୧ହଜାର ଭାଏଲ ଦେବାକୁ…

ତେଜୁଛି +୨ ପରୀକ୍ଷା ବାତିଲ୍ ଦାବି, ପିପିଇ କିଟ୍ ପିନ୍ଧି ଛାତ୍ରଛାତ୍ରୀଙ୍କୁ ଘଉଡାଇଲା ପୋଲିସ

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତିକୁ ଦେଖି ତେଜୁଛି +୨ ପରୀକ୍ଷା ବାତିଲ୍ ଦାବି । ଛାତ୍ରଛାତ୍ରୀମାନେ ଏକତ୍ରିତ ହୋଇ ସୋମବାର ଗାନ୍ଧୀମାର୍ଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ସେମାନେ ବିଧାନସଭା ଅଭିମୁଖେ ବାହାରିଥିଲା ବେଳେ ପୋଲିସ କର୍ମଚାରୀ ସେମାନଙ୍କୁ ଅଟକାଇଥିଲେ। ଯାହା ଫଳରେ…

ରାଜ୍ୟରେ ୧୮-୪୪ ବର୍ଷ ବୟସ୍କଙ୍କୁ ଟିକାକରଣରେ ହୋଇପାରେ ବିଳମ୍ବ

ଭୁବନେଶ୍ୱର: ଆସନ୍ତା ୧ ତାରିଖରୁ ଆରମ୍ଭ ହେବ ତୃତୀୟ ପର୍ଯ୍ୟାୟ ଟିକାକରଣ । ୧୮ରୁ ୪୪ ବର୍ଷ ବୟସ୍କଙ୍କୁ ଟିକାକରଣ କରାଯିବ । ତେବେ ରାଜ୍ୟରେ ଏହି ବୟସ ବର୍ଗର ଲୋକଙ୍କୁ ଟିକାକପଣରେ ବିଳମ୍ବ ହୋଇପାରେ । ଟିକା ଆସିବାରେ ବିଳମ୍ବ ହୋଇପାରେ । ଏହି ସୂଚନା ଦେଇଛନ୍ତି ରାଜ୍ୟ ପରିବାର କଲ୍ୟାଣ…

ଆଜି ଓଡ଼ିଶାରୁ ହାଇଦ୍ରାବାଦ ପହଞ୍ଚିଛି ୫ଟି ଅକ୍ସିଜେନ ଟ୍ୟାଙ୍କର

ହାଇଦ୍ରାବାଦ: ଆଜି ଓଡ଼ିଶାରୁ ୫ଟି ଅକ୍ସିଜେନ ଟ୍ୟାଙ୍କର ତେଲେଙ୍ଗାନା ପହଞ୍ଚିଛି। ତେଲେଙ୍ଗାନା ସୋମବାର ଦିନ ଓଡିଶାରୁ ୫ଟି ଅକ୍ସିଜେନ ଟ୍ୟାଙ୍କର୍ ପାଇ ତୁରନ୍ତ ସେଗୁଡିକୁ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟର ବିଭିନ୍ନ ଡାକ୍ତରଖାନାକୁ ପଠାଇଥିବା ସୂଚନା ମିଳିଛି। ଶୁକ୍ରବାର ଦିନ…